ପ୍ରଥମ ଆମେରିକା ରାଷ୍ଟ୍ରପତି ଭାବେ ଉତ୍ତର କୋରିଆରେ ପାଦ ଦେଲେ ଟ୍ରମ୍ପ୍‌

ସିିଓଲ,୩୦।୬: ପ୍ରଥମ ଆମେରିକା ରାଷ୍ଟ୍ରପତି ଭାବେ ଡୋନାଲ୍ଡ୍‌ ଟ୍ରମ୍ପ୍‌ ଉତ୍ତର କୋରିଆ ମାଟିରେ ପାଦ ଦେଇଛନ୍ତି। ଉତ୍ତର କୋରିଆ ସୁପ୍ରିମ୍‌ ଲିଡର କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ସହିତ ଟ୍ରମ୍ପ୍‌ ସାକ୍ଷାତ୍‌ କରିଛନ୍ତି। ପରମାଣୁ ନିରସ୍ତ୍ରୀକରଣ ନେଇ ଦୁଇ ନେତା ଏହାପୂର୍ବରୁ ଆଲୋଚନା କରି ସାରିଛନ୍ତି। ଏବେ ଟ୍ରମ୍ପ୍‌ ଜୋଙ୍ଗ୍‌ଙ୍କ ଦେଶରେ ପାଦ ଦେଇ ଶାନ୍ତି ବାର୍ତ୍ତାକୁ ଆଉପାଦେ ଆଗେଇ ନେବାର ପ୍ରୟାସ କରିଛନ୍ତି। ଏହା ପୂର୍ବରୁ ସିଙ୍ଗାପୁରରେ ଦୁଇ ନେତାଙ୍କ ମଧ୍ୟରେ ସାକ୍ଷାତ୍‌ ହୋଇଥିଲା।


All Right Reserved By

ଭାରତୀୟ କଳାକାରଙ୍କ ବିଜ୍ଞାପନକୁ ବନ୍ଦ କଲା ପାକିସ୍ତାନ

ଇସଲାମାବାଦ,୧୬।୮: ଏବେ ଭାରତୀୟ କଳାକାରଙ୍କ ଦ୍ୱାରା ପ୍ରସ୍ତୁତ ବିଜ୍ଞାପନ ପାକିସ୍ତାନରେ ପ୍ରସାରଣ କରାଯାଇ ପାରିବ ନାହିଁ। କାରଣ ଏମିତି ବିଜ୍ଞାପନ ପ୍ରସାରଣକୁ ଏବେ ପାକିସ୍ତାନ ବନ୍ଦ...

ପାକିସ୍ତାନରେ ପ୍ରଦର୍ଶିତ ହେବନାହିଁ କୌଣସି ଭାରତୀୟ ଚଳଚ୍ଚିତ୍ର

ଇସଲାମାବାଦ,୮।୮: ଏଣିକି ପାକିସ୍ତାନରେ କୌଣସି ଭାରତୀୟ ଚଳଚ୍ଚିତ୍ର ପ୍ରଦର୍ଶିତ ହେବ ନାହିଁ ବୋଲି ସୂଚନା ମିଳିଛି। ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ସ୍ବତନ୍ତ୍ର ସହାୟକ ଥିବା ଡ.ଫିରଦୋସ ଆଶିକ୍‌...

ଏଲିଜାବେଥ୍‌ ଦ୍ୱିତୀୟଙ୍କ ଜୟନ୍ତୀ

ଲଣ୍ଡନ, ୯।୬: କୁଇନ୍‌ ଏଲିଜାବେଥ୍‌ ଦ୍ୱିତୀୟଙ୍କ ୯୩ତମ ଜୟନ୍ତୀ ସରକାରୀ ଭାବେ ଶନିବାର ପାଳିତ ହୋଇଛି। ରାଣୀଙ୍କୁ ସମ୍ମାନ ପ୍ରଦର୍ଶନ ନିମନ୍ତେ ଓ୍ବେଷ୍ଟମିନ୍‌ଷ୍ଟରଠାରେ ଅଶ୍ୱାରୋହୀ ସୈନ୍ୟଙ୍କ...

ଇମ୍ରାନ୍‌ଙ୍କ ଅଫିସ ଉପରେ ଆଇଇଏସ୍‌ସିଓର ୪୧ ଲକ୍ଷ ବାକି:ବିଦ୍ୟୁତ୍‌ ସଂଯୋଗ କାଟିବାକୁ ଧମକ

ଇସ୍‌ଲାମାବାଦ,୩୦-୮(ପି.ଟି.):ଆର୍ଥତ୍କ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ପାଇଁ ଏକ ଲଜ୍ଜାଜନକ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ଉପରେ...

ସିରିଆରେ ଭୟଙ୍କର ବିସ୍ଫୋରଣ

ସିରିଆ,୩।୬: ସିରିଆ ଉତ୍ତର ପଶ୍ଚିମ ସହର ଅଜାଜରେ ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋଟକ ସାମଗ୍ରୀରେ ଭର୍ତ୍ତି ଥିବା କାର ଜନଗହଳିପୂର୍ଣ୍ଣ ସ୍ଥାନରେ ହଠାତ୍‌ ବିସ୍ଫୋରଣ ହୋଇଥିଲା।...

‘ଗୋରେ ରଙ୍ଗ୍‌ କା ଜମାନା’କୁ ନେଇ ବିବାଦ : ଗୀତ ଚୋରି ଅଭିଯୋଗ ଆଣିଲେ ପାକ୍‌ ଅଭିନେତ୍ରୀ

କରାଚୀ/ମୁମ୍ବାଇ, ୨୮ା୮(ଆଇଏଏନ୍‌ଏସ୍‌): ବଲିଉଡ ସଂଗୀତ ଜଗତ ପାକିସ୍ତାନୀ ଗୀତ ଚୋରି କରୁଛି ବୋଲି ସେ ଦେଶର ଅଭିନେତ୍ରୀ ମେହଓ୍ବିଶ ହାୟତ ଅଭିଯୋଗ କରିଛନ୍ତି। ନିକଟରେ ଆଲିଆ...

ଓ୍ବିକିଲିକ୍ସର ସହ-ପ୍ରତିଷ୍ଠାତା ଜୁଲିଆନ ଆସେଞ୍ଜଙ୍କୁ ୫୦ ସପ୍ତାହ ଜେଲ

ଲଣ୍ଡନ,୧।୫: ଓ୍ବିକିଲିକ୍ସର ସହ-ପ୍ରତିଷ୍ଠାତା ଜୁଲିଆନ ଆସେଞ୍ଜଙ୍କୁ ଲଣ୍ଡନର ଏକ କୋର୍ଟ ୫୦ ସପ୍ତାହ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି । ୭ ବର୍ଷ ତଳେ ଅର୍ଥାତ...

ପ୍ୟାରିସ୍‌ ଜଳବାୟୁ ଚୁକ୍ତି: ଆମେରିକା ବ୍ୟତୀତ ସବୁ ଜି୨୦ ରାଷ୍ଟ୍ରଙ୍କ ସମର୍ଥନ

ଓସାକା,୩୦ା୬(ପି.ଟି): ପ୍ୟାରିସ୍‌ ଜଳବାୟୁ ଚୁକ୍ତିନାମାକୁ ପୂର୍ଣ୍ଣମାତ୍ରାରେ କାର୍ଯ୍ୟକାରୀ କରିବାକୁ ଶନିବାର ଜି-୨୦ ରାଷ୍ଟ୍ରଗୋଷ୍ଠୀର ୧୯ ସଦସ୍ୟ ରାଷ୍ଟ୍ର ପ୍ରତିଶ୍ରୁତିବଦ୍ଧ ହୋଇଛନ୍ତି। କେବଳ ଆମେରିକା ଏହାକୁ ସମର୍ଥନ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *