ସକାଳ ୮ରେ ପହଣ୍ଡି, ମଧ୍ୟାହ୍ନରେ ରଥଟଣା

ପୁରୀ ଅଫିସ, ୩୦।୬: ଆସନ୍ତା ୧ତାରିଖରେ ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ଶେଷ କରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋର ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ବାହୁଡ଼ା ଯାତ୍ରା ନୀତି ନିର୍ଘଣ୍ଟ ପ୍ରକାଶ କରାଯାଇଛି। ଏବର୍ଷ କରୋନା ପାଇଁ ରଥଯାତ୍ରା ହେବ ନା ନାହିଁ ସେ ନେଇ ଶେଷ ପର୍ଯ୍ୟନ୍ତ ଦ୍ୱନ୍ଦ୍ୱ ଲାଗି ରହିଥିଲା। ତେବେ ଶେଷ ମୁହୂର୍ତ୍ତରେ ସୁପ୍ରିମ୍‌କୋର୍ଟ ସର୍ତ୍ତମୂଳକ ଅନୁମତି ପ୍ରଦାନ କରିଥିବାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଘୋଷଯାତ୍ରା ନୀତି ନିର୍ଘଣ୍ଟ ପ୍ରକାଶ ପାଇ ନ ଥିଲା। ଦିନକ ପରେ ବାହୁଡ଼ା ଯାତ୍ରା ଥିବାବେଳେ ପ୍ରଶାସନ ନୀତି ନିର୍ଘଣ୍ଟ ପ୍ରକାଶ କରିଛି।

ନୀତି ନିର୍ଘଣ୍ଟ
ମଙ୍ଗଳ ଆଳତି ଭୋର ୪ଟା
ମଇଲମ ୪ଟା ୧୫
ତଡ଼ପଲାଗି ୪ଟା ୩୦
ରୋଷହୋମ ୪ଟା ୩୦
ଅବକାଶ ୫ଟା
ସୂର୍ଯ୍ୟପୂଜା ୫ଟା ୧୫
ଦ୍ୱାରପାଳ ପୂଜା ୫ଟା ୩୦
ବେଶ ଶେଷ ୫ଟା ୩୦
ଗୋପାଳ ବଲ୍ଲଭ
ଓ ସକାଳ ଧୂପ ୫ଟା ୪୫ରୁ ୬ଟା ୪୫
ସେନାପଟା ଲାଗି ସକାଳ ୭ଟାରୁ ୭ଟା ୩୦
ମଙ୍ଗଳାର୍ପଣ ୭ଟା ୪୫
ବାହୁଡ଼ା ପହଣ୍ଡି ସକାଳ ୮ଟାରୁ ୧୦ଟା
ବେଶ ଶେଷ ୯ଟାରୁ ସାଢେ ୧୦ଟା
ଛେରା ପହଁରା ସାଢେ ୧୦ରୁ ସାଢେ ୧୧ଟା
ଚାର ମାଳଫିଟା
ଓ ଘୋଡ଼ା ଲାଗିବା ୧୧ଟାରୁ ମଧ୍ୟାହ୍ନ ୧୨ଟା
ରଥଟଣା ଆରମ୍ଭ ମଧ୍ୟାହ୍ନ ୧୨ଟା


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?