ଆଜି ନକଲି ଡାକ୍ତରଙ୍କ ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ବୁଧବାର ପଲିଗ୍ରାଫ ଟେଷ୍ଟ ହେବ । ପୋଲିସ ବିଭିନ୍ନ ଦିଗକୁ ନେଇ ସ୍ବତନ୍ତ୍ର ପ୍ରଶ୍ନ ତିଆରି କରିଛି । ସେ କିଭଳି ଠକେଇ କରୁଥିଲେ? ଏ ନେଇ ପରିବାର ଛଡ଼ା ଆଉ କେଉଁମାନେ ତାଙ୍କର ସହଯୋଗୀ ଥିଲେ ? ତାଙ୍କ ପ୍ରେମ ଜାଲରେ ୧୮ ସ୍ତ୍ରୀ କିଭଳି ପଡିଥିଲେ? ଏସବୁ ଦିଗକୁ ନେଇ ମହିଳା ଥାନା ପୋଲିସ ପ୍ରଶ୍ନ କରିବ।
ଅନ୍ୟପଟେ ମଙ୍ଗଳବାର ସ୍ବାଇଁଙ୍କ ପ୍ରଥମ ସ୍ତ୍ରୀଙ୍କୁ ପିଙ୍କ ଟିମ ମାରାଥନ ଜେରା କରିଛି । ୧୯୮୨ରେ ରମେଶ ପ୍ରଥମେ ଶାନ୍ତିଲତା ସ୍ବାଇଁଙ୍କୁ ବିବାହ କରିଥିଲେ। ତାଙ୍କର ଦୁଇ ପୁଅ ଓ ଗୋଟିଏ ଝିଅ ଅଛନ୍ତିି । ୩ ଜଣ ରାଜ୍ୟ ବାହାରେ ଡାକ୍ତର ଅଛନ୍ତି। ରମେଶର ଠକେଇ ଟଙ୍କାରେ ତିନି ଜଣ ପାଠ ପଢିଥିବା ପୋଲିସ ଜାଣିବାକୁ ପାଇଛି। ସାମୀଙ୍କ ବାବଦରେ ପୋଲିସ ଯାହା ଚାହିଁବ ସେଦିଗରେ ସହଯୋଗ କରିବେ ବୋଲି ପ୍ରଥମ ପତ୍ନୀ କହିଛନ୍ତି । ତେବେ ପ୍ରଥମ ସ୍ତ୍ରୀ ଙ୍କଠାରୁ ମିଳିଥିବା ତଥ୍ୟକୁ ନେଇତାଙ୍କୁ ପ୍ରଶ୍ନ କରାଯିବ । ଗିରଫକୁ ମାସେ ପୁରିଥିଲେ ମଧ୍ୟ ଠକେଇରେ ସାମିଲ ଥିବା ଦ୍ୱିତୀୟ ସ୍ତ୍ରୀ , ଭିଣୋଇ ଓ ଡ୍ରାଇଭର ଫେରାର ଥିବାରୁ ସେମାନଙ୍କୁ ଧରିବାରେ ବିଫଳ ପୋଲିସ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri