ଜେଲ୍‌ରେ କରୋନା: ୩୩ କଏଦୀ, ଜେଲର ସମେତ ୧୦ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ,୨୨ା୭: କରୋନାର କରାଳଛାୟା ଭିତରେ ଏବେ ଗଞ୍ଜାମ ଜିଲା ଗତି କରୁଛି। ମଣ୍ଡଳକାରାଗାରରେ ରହୁଥିବା କଏଦୀ, କାରାପାଳ ଓ କର୍ମଚାରୀମାନେ ମଧ୍ୟ ଏଥିରୁ ବର୍ତ୍ତି ପାରୁନାହାନ୍ତି । ବୁଧବାର ମିଳିଥିବା ସ୍ବାବ୍‌ ରିପୋର୍ଟ ଅନୁସାରେ, ମଣ୍ଡଳକାରାଗାରରେ ଥିବା ୩୩ ଜଣ କଏଦୀ , କାରାପାଳ ସମେତ ୧୦ ଜଣ କର୍ମଚାରୀ ଏପରି ମୋଟ ୪୩ ଜଣ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଜେଲ ଡିଆଇଜି ରଘୁନାଥ ମାଝି ସୂଚନା ଦେଇଛନ୍ତି। ଜେଲରେ ବର୍ତ୍ତମାନ ୬୯୨ ଜଣ କଏଦୀ ଅଛନ୍ତି। ସେମାନଙ୍କ ସୁରକ୍ଷା ପ୍ରତି ଯଥେଷ୍ଟ ଧ୍ୟାନ ଦିଆଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଉଲିକ୍‌ ସୁବିଧାରୁ ବଁଚିତ୍‌ ୨୨ ଆଦିବାସୀ ପରିବାର: ଜିଲାପାଳକୁଁ ଫେରାଦ ହେଲେ ଗାଁବାସୀ

ତଳଗାଁ, ୧।୧୧(ଡି.ଏନ୍‌.ଏ.)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଆଡ଼େଣୀଗଡ଼ ପଁଚେତ୍‌ ଗୋଛାବାରି ନୂଅଁ।ଗଁ।ରେ ୨୨ ଆଦିବାସୀ ମଲ୍ଲାର କୋହ୍ଳ ପରିବାର ବାସ କରୁଛନ୍‌। ହେଲେ ଇ ପରିବାରମାନେ...

ଡାଟା ଏଣ୍ଟ୍ରି ଅପରେଟର ଲାଞ୍ଚ ନେବା ଘଟଣା: ନିର୍ବାହୀଯନ୍ତ୍ରୀଙ୍କ ଆବାସିକ କାର୍ଯ୍ୟାଳୟ ସିଲ୍‌

ଭଦ୍ରକ ଅଫିସ,୧୦।୧: ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଡାଟା ଏଣ୍ଟ୍ରି ଅପରେଟର ଧରାପଡ଼ିବା ଘଟଣାରେ ଶୁକ୍ରବାର ଭଦ୍ରକ ଗ୍ରାମ୍ୟ ଉନ୍ନୟନ...

ପୃଥକ୍‌ ଦୁର୍ଘଟଣାରେ ୨ ମୃତ

ଛତ୍ରପୁର,୧୦ା୧୨(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ସୋମବାର ପୃଥକ୍‌ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଛତ୍ରପୁର ଏକାମ୍ର ନଗର ନିକଟ ଜାତୀୟ ରାଜପଥରେ ଏକ ବାଇକ୍‌...

ଯୁବକଙ୍କୁ ହତ୍ୟା ଅଭିଯୋଗରେ ଜାତୀୟ ରାଜପଥ ଅବରୋଧ

ବଲାଙ୍ଗୀର ଅଫିସ/ତରଭା, ୨୦।୧ (ଡି.ଏନ.ଏ)- ବଲାଙ୍ଗୀର ପୁଇଁତଲା ଥାନା ଅନ୍ତର୍ଗତ ମିଛାପାଲିର ଜଣେ ଯୁବକ ଆଲୋକ ନାଏକ (୨୫)ଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ସୋମବାର ଉଦ୍ଧାର...

ହାଲ୍‌ କାରଖାନାରେ କମ୍ପ୍ରେସର ଫାଟି କର୍ମଚାରୀ ମୃତ

କୋରାପୁଟ,୮।୮(ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ା ହାଲ୍‌ ସୁଖୋଇ ଫ୍ୟାକ୍ଟ୍ରିରେ ଗୁରୁବାର ଅପରାହ୍ନ ୩ଟାରେ ଅଘଟଣ ଘଟିଛି। କମ୍ପ୍ରେସର ବିସ୍ପୋରଣ ହେବାରୁ କାର୍ଯ୍ୟରତ ଜଣେ କର୍ମଚାରୀଙ୍କର ଘଟଣାସ୍ଥଳରେ...

ଜିଆରଏସ୍‌ଙ୍କ ବିରୋଧରେ ସରପଞ୍ଚ, ସମିତି ସଭ୍ୟାଙ୍କ ଅଭିଯୋଗ

ଛତିଆ,୨।୮(ଡିଏନ୍‌ଏ)- ବଡଚଣା ପଞ୍ଚାୟତ ସମିତି ଅଧୀନ ସମିଆଁ ପଞ୍ଚାୟତର ଜଣେ ଜିଆର୍‌ଏସ୍‌ଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ସରପଞ୍ଚ ଓ ସମିତି ସଭ୍ୟ ଜିଲାପାଳ ରଞ୍ଜନ କୁମାର...

ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ

ପଦ୍ମପୁର,୧୩।୧୧(ଡି.ଏନ୍‌.ଏ.): ବାସୁଦେବପୁର ବ୍ଲକ ଅଧୀନ ରାଧାବଲ୍ଲଭପୁର ଗ୍ରାମର ଜଣେ ଯୁବକଙ୍କ ବିଦ୍ୟୁତ୍‌ ଆଘାତରେ ବୁଧବାର ମୃତ୍ୟୁ ଘଟିଛି। ସେ ହେଲେ ପ୍ରହଲ୍ଲାଦ ଜେନା। ସୂଚନାନୁଯାୟୀ, ପ୍ରହଲ୍ଲାଦ...

କୌଳିକ ବୃତ୍ତିକୁ ମିଳୁନି ପ୍ରୋତ୍ସାହନ

ହାଟଡିହୀ, ୩୦।୫(ସ୍ବ.ପ୍ର.)-ହାଟଡିହୀ ବ୍ଲକର ବହୁ ଗାଁରେ କାରିଗର ମାନେ ନିଜର ବାପଗୋସାପ କରିଆସୁଥିବା କୌଳିକ ବୃତ୍ତିକୁ ପେଷାକରି ଚଳିଆସୁଥିଲେ। ପୂର୍ବରୁ ହାତ ତିଆରି ଜିନିଷର ଆଦର...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *