ଭଞ୍ଜନଗର ପୋଲିସକୁ ସଫଳତା, ୩୩ ମୋବାଇଲ ଫୋନ ଉଦ୍ଧାର କରି ଫେରାଇଲା

ଭଞ୍ଜନଗର,୨୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ହଜିଯାଇଥିବା ୩୩ଟି ମୋବାଇଲ ଫୋନ ଉଦ୍ଧାର କରିଛି । ଏହାସହ ପ୍ରକୃତ ହିତାଧିକାରୀଙ୍କୁ ଫେରାଇ ଦେଇଛି । ଭଞ୍ଜନଗର ପୋଲିସ ମୋବାଇଲ ଫେରାଇବା ପରେ ଲୋକମାନଙ୍କ ମନରେ ଖୁସି ଦେଖାଯାଇଥିଲା । ଏନେଇ ଆଜି ଭଞ୍ଜନଗର ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏସ ଡି ପି ଓ ଡ ଦୀପକ କୁମାର ମିଶ୍ର ସୂଚନା ଦେଇଛନ୍ତି । ଏହି ସମୟରେ ଥାନା ଅଧିକାରୀ ଜିବନାନନ୍ଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ । ପାଖାପାଖି ୨୫ଟି ଫୋନକୁ ହସ୍ତାନ୍ତର କରିଛି ପୋଲିସ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରତାପଗିରି ମନ୍ଦିର ଗୁପ୍ତଧନ ଲୁଟ୍‌ର ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡ ‘ଗୁରୁ’ଙ୍କ ସହ ୫ ଗିରଫ, ଜବତ ହୋଇପାରିନି…

ଥୁଆମୂଳ ରାମପୁର, ୧୨।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୁମୁଡ଼ାବାହାଲ ଗ୍ରାମର ପ୍ରାଚୀନ ପ୍ରତାପଗିରି (ବୁଢ଼ାରଜା-ଠାକୁରାଣୀ) ମନ୍ଦିରରୁ ଗୁପ୍ତଧନ ଲୁଟ ଘଟଣାରେ…

ରବି ଧାନ ସଂଗ୍ରହ ପାଇଁ ପଞ୍ଜୀକରଣ ଆରମ୍ଭରୁ ଅସନ୍ତୋଷ: ଅବଧି ବୃଦ୍ଧି ଦାବି କଲେ ଚାଷୀ, ସମବାୟ ଉପ ନିବନ୍ଧକଙ୍କୁ…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ରବି ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଗତ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଏଥିପାଇଁ ରହିଥିବା ଅବଧିକୁ ନେଇ ଆରମ୍ଭରୁ…

ଭିଜିଲାନ୍ସ ଜାଲରେ ବଡ଼ଗାଁ ଥାନା ASI: ଢାବା ବ୍ୟବସାୟୀଙ୍କୁ ଗିରଫ ଭୟ ଦେଖାଇ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା…

କଟକ,୧୨।୩(ପ୍ରଭୁ କଲ୍ୟାଣ ପାଲ): ପୁଣି ଜଣେ ପୋଲିସ ଅଧିକାରୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ମୋଟା ଅଙ୍କର ଲାଞ୍ଚ ନେଉଥିବା ସମୟରେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନାର…

ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ: ଓଡିଶାରୁ ପ୍ରତିନିଧିତ୍ବ କଲେ ବରଗଡ଼ର ବୁଣାକାର…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ନୂଆଦିଲ୍ଲୀର ଉଦ୍ୟୋଗ ଭବନରେ ବୁଧବାର ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦେଶର ହସ୍ତତନ୍ତ୍ର ଶିଳ୍ପର ସମସ୍ୟା, ଉନ୍ନତି ଓ ଭବିଷ୍ୟତ ଯୋଜନା…

ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…

ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ…

ଆମେରିକାକୁ ଥରାଇ ଦେଲାଣି ଇରାନର ସୁପ୍ରିମ ଲିଡରଙ୍କ ବୟାନ! ହର୍ମୁଜ ବନ୍ଦ ରଖିବାକୁ ଦେଲେ କଡ଼ା ଚେତାବନୀ

ତେହରାନ,୧୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ, ଇରାନ ହର୍ମୁଜ ପ୍ରଣାଳୀ ବନ୍ଦ କରିବାକୁ ଘୋଷଣା କରିଛି, ଯାହା ସାରା ବିଶ୍ୱରେ ଶକ୍ତି ପ୍ରବେଶକୁ ବାଧା ସୃଷ୍ଟି କରୁଛି।…

ଖାଉଟି ଅଦାଲତରେ ଦଣ୍ଡିତ ହେଲେ ‘ମୁକେଶ ଏଣ୍ଟରପ୍ରାଇଜେସ’: ନୂଆ ଟିଭି ସହ…

ଭବାନୀପାଟଣା, ୧୨।୩ (ଉତ୍ତମ କୁମାର ଦାଶ): ଗ୍ରାହକଙ୍କୁ ସେବା ଯୋଗାଇବାରେ ଅବହେଳା କରିବା ଜୁନାଗଡ଼ର ଏକ ବ୍ୟବସାୟିକ ପ୍ରତିଷ୍ଠାନ ଓ ବିଶ୍ୱପ୍ରସିଦ୍ଧ ଟିଭି ନିର୍ମାତା ସଂସ୍ଥା ‘ସାମସଙ୍ଗ’କୁ…

ବାଲି ବୋଝେଇ ହାଇୱାରେ ପାଲ ଢାଙ୍କିବା ସାଜିଲା କାଳ: ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ନାବାଳକ ଗୁରୁତର

ବଞ୍ଚୋ, ୧୨।୩ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଅନ୍ତର୍ଗତ ହାବଳେଶ୍ୱର ହାଇସ୍କୁଲ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri