Posted inଜାତୀୟ

ଆତ୍ମସମର୍ପଣ କଲେ ୩୩ ନକ୍ସଲ

ରାୟପୁର,୧୫।୨: ଛତିଶଗଡର ନକ୍ସଲ ପ୍ରଭାବିତ ଅଞ୍ଚଳ ସୁକମାରେ ଆୟୋଜିତ ଏକ ସାଧାରଣ ସଭାରେ ୩୩ ନକ୍ସଲମାନେ ଏକତ୍ର ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ଅନେକ ନକ୍ସଲଙ୍କ ଉପରେ ପୁରସ୍କାର ଘୋଷଣା କରାଯାଇଥିଲା। ଏସପିଙ୍କ ଉପସ୍ଥିତିରେ ନକ୍ସଲମାନେ ଆତ୍ମସମର୍ପଣ କରିଥିଲେ। ସୁକମା ପୋଲିସ ଅଧୀକ୍ଷକ ସୁନୀଲ ଶର୍ମା କହିଛନ୍ତି, ସୁକମା ଜିଲାର ଡବ୍ବମ୍ବରକା କ୍ୟାମ୍ପରେ ଆୟୋଜିତ ହୋଇଥିବା ‘ଜନ ଦର୍ଶନ’ କାର୍ଯ୍ୟକ୍ରମ ସମୟରେ ନକ୍ସଲମାନେ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିଲେ।
ଆତ୍ମସମର୍ପଣ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ଦାଣ୍ଡକାରଣ୍ୟ ଆଦିବାସୀ କିସାନ ମଜଦୁର ସଂଗଠନ ଅଧ୍ୟକ୍ଷ ଦିରଦୋ ମୁଦା, ଚେତନା ନାଟ୍ୟ ମଣ୍ଡଳୀର ସଭାପତି ହିଡମା ଏବଂ ମିଲିସିଆ କମାଣ୍ଡର ୱାଜାମ ହିଡମା ଅଛନ୍ତି। ସେମାନଙ୍କ ମୁଣ୍ଡ ଉପରେ ଏକ ଲକ୍ଷ ଟଙ୍କା ପୁରସ୍କାର ଥିଲା। ନକ୍ସଲମାନେ ବିକାଶ କାର୍ଯ୍ୟରେ ପ୍ରଭାବିତ ହେବା ପରେ ଆତ୍ମସମର୍ପଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣା; ଜୀବନ ହାରିଲେ ଛାତ୍ରୀ, ମୃତ୍ୟୁ ପୂର୍ବରୁ ଲେଖିଥିବା ଚିଠିକୁ ନେଇ ଚର୍ଚ୍ଚା

ନାଗପୁର, ୫।୬(ପି.ଟି.): ମେଡିକାଲ ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇ ଗତ ମେ ୩ ତାରିଖରେ ଅନୁଷ୍ଠିତ ଏନ୍‌ଇଇଟି(ୟୁଜି) ପରୀକ୍ଷା ଦେଇଥିଲେ। ଆଶା ଥିଲା ଭଲ ର଼୍ୟାଙ୍କ…

ଆସିଲା ସାଂଘାତିକ ରିପୋର୍ଟ: ଏହି କାରଣରୁ ୧୫ ଲକ୍ଷ ଶିଶୁଙ୍କ ଘଟୁଛି ମୃତ୍ୟୁ

ଜେନେଭା, ୫ା୬:ଅପମିଶ୍ରିତ ଏବଂ ଦୂଷିତ ଖାଦ୍ୟ ଗ୍ରହଣ କରିବା ଦ୍ୱାରା ସାରା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୧୫ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟୁଛି। ଏହି ସାଙ୍ଘାତିକ ସ୍ଥିତିରେ…

ଏହିସବୁ ଜିଲା-ଉପଖଣ୍ଡର ବଦଳିବ ନାଁ: ଜାଣନ୍ତୁ ଲିଷ୍ଟ୍‌ରେ ଅଛି କେଉଁ ସ୍ଥାନ

ଭୁବନେଶ୍ୱର,୫।୬(ରବିନାରାୟଣ ଜେନା):ରାଜ୍ୟରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲା, ବ୍ଲକ୍‌, ତହସିଲ ଓ ପୌରାଞ୍ଚଳର ତ୍ରୁଟିପୂର୍ଣ୍ଣ ଇଂଲିଶ ବନାନର ସଂଶୋଧନ ପ୍ରକ୍ରିୟା ଆରମ୍ଭ…

ଠିକା ସଂସ୍ଥାର ବେପରୁଆ ନୀତି: ଲାଇଟ ଲଗାଇବା ବାହାନାରେ ଖୋଳିଦେଲେ ରାସ୍ତା

ଗଞ୍ଜାମ,୫।୬(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସିର ୱାର୍ଡ ନମ୍ବର ୫ର ମୁଖ୍ୟ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତାର ଅବସ୍ଥା ଏତେ ଖରାପ ଯେ, ସାଇକେଲ, ବାଇକ ହେଉ…

ଦିଲ୍ଲୀ ୟୁନିଭର୍ସିଟି ପ୍ରଫେସରଙ୍କୁ ହତ୍ୟା, ବାହାର ପଟୁ ତାଲା ଦେଇ….

ନୂଆଦିଲ୍ଲୀ,୫।୬:  ଦିଲ୍ଲୀ ୟୁନିଭର୍ସିଟିର ଜଣେ ପ୍ରଫେସରଙ୍କୁ ସେ ରହୁଥିବା ଏକ ଫ୍ଳାଟ୍‌ରେ ହତ୍ୟା କରାଯାଇଛି । ଦିଲ୍ଲୀ ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା…

ବିଶ୍ବରେ ଚହଳ! ପୁଟିନ ମୋଦିଙ୍କ ପ୍ରଶଂସା କରିବା ପରେ ଟ୍ରମ୍ପ କହିଦେଲେ ଏତେ ବଡ଼ କଥା, ଫାଇଦା ଉଠାଇଛି….

ଓ୍ବାଶିଂଟନ,୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ଏବଂ…

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri