Posted inଜାତୀୟ

୧ କେଜି ଇଡଲି-ଦୋସା ପିଠଉ ନେଲେ ୧ ବାଲ୍ଟି ପାଣି ମାଗଣା

ଚେନ୍ନାଇ, ୩୦।୬: ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଭୀଷଣ ଜଳସଙ୍କଟ ଦେଖାଦେଇଛି। ଗ୍ରାମାଞ୍ଚଳରେ ସ୍ଥିତି ଭୟାବହ ଥିବାବେଳେ ସହରରେ ଲୋକେ ଚଢାଦରରେ ପାଣି କିଣି ପିଉଛନ୍ତି। ବ୍ୟବସାୟୀମାନେ ଲୋକଙ୍କୁ ପାଣି କିଣିବା ପାଇଁ ଲୋଭନୀୟ ଅଫର୍‌ ମଧ୍ୟ ଦେଉଛନ୍ତି। ଚେନ୍ନାଇର ଜଣେ ବ୍ୟବସାୟୀ ସିଏନ ପାର୍ଥସାରଥୀ ଏକ କିଲୋ ଇଡଲି-ଦୋସା ପିଠଉ କିଣିଲେ ୧ ବାଲ୍ଟି ପାଣି ମାଗଣାରେ ଦେଉଛନ୍ତି। ଏଥିରୁ ଯାହା ଅତିରକ୍ତ ରୋଜଗାର ହେଉଛି। ସେଥିରେ ପାଣି କିଣି ଟ୍ୟାଙ୍କର ସାହାଯ୍ୟରେ ଲୋକଙ୍କ ପାଖକୁ ପଠାଯାଉଛି। ଏଭଳି ଜଳସଙ୍କଟ ସମୟରେ ପରସ୍ପର ସାହାଯ୍ୟ କରିବା ଆବଶ୍ୟକ ବୋଲି ପାର୍ଥସାରଥୀ କହିଛନ୍ତି।


All Right Reserved By Dharitri.Com

ଦିଲ୍ଲୀ ବିଧାନସଭା ପାଇଁ ୧୪ ପ୍ରାର୍ଥୀଙ୍କ ନାମ ଚୁଡାନ୍ତ କଲା କଂଗ୍ରେସ

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ସୋମବାର କଂଗ୍ରେସ ତା’ର ସେଣ୍ଟ୍ରାଲ ଇଲକେଶନ୍‌ କମିଟି ବୈଠକରେ ୧୪ ଜଣ ପ୍ରାର୍ଥୀଙ୍କ ନାମ...

ପୂର୍ବତନ ସେନା ଅଧିକାରୀ ବିଦେଶୀ ଘୋଷିତ

ଗୁଆହାଟୀ, ୩୦ା୫: ରାଷ୍ଟ୍ରପତି ମେଡାଲ୍‌ ପାଇଥିବା ଆସାମର ଜଣେ ପୂର୍ବତନ ସେନା ଅଧିକାରୀଙ୍କୁ ବୁଧବାର ଗିରଫ କରାଯାଇଛି। କାମରୂପସ୍ଥିତ ବୈଦେଶିକ ନ୍ୟାୟାଳୟରେ ତାଙ୍କୁ ଜଣେ ବିଦେଶୀ...

୪୮ ଘଣ୍ଟା ପରେ ବି ଏଏନ୍‌-୩୨ର ମିଳିନି ପତ୍ତା

ନୂଆଦିଲ୍ଲୀ,୫।୬: ନିଖୋଜ ଥିବା ବାୟୁସେନା ବିମାନ ଏଏନ୍‌-୩୨ ୪୮ ଘଣ୍ଟାରେ ବିତ୍ତିଯାଇଥିଲେ ମଧ୍ୟ ଏଯାଏଁ ପତ୍ତା ମିଳିପାର ନାହିଁ। ବିମାନ ନିଖୋଜ ହେବା ପରେ ଏହା...

ଭାରତ ବନ୍ଦର ପ୍ରଭାବ ପଶ୍ଚିମବଙ୍ଗରେ ଅଧିକ: ରେଳ ରୋକୋ କଲେ ପ୍ରଦର୍ଶନକାରୀ; ବ୍ୟାଙ୍କ ସେବା ଠପ୍‌; ୨୫ କୋଟି ଲୋକ ସାମିଲ୍‌

ନୂଆଦିଲ୍ଲୀ,୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ବିଭିନ୍ନ ଆର୍ଥିକ ତଥା ଜନବିରୋଧୀ ନୀତି ବିରୋଧ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି।...

ଚିଟ୍‌ଫଣ୍ଡ ସଂଶୋଧନ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୨୧।୧୧: ଚିଟ୍‌ଫଣ୍ଡ ସଂଶୋଧନ ବିଲ୍‌ ବୁଧବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ବିଲ୍‌ର ବ୍ୟବସ୍ଥା ଅନୁଯାୟୀ ଚିଟ୍‌ଫଣ୍ଡ ଜମାରାଶି ସୀମା ୩ ଗୁଣ ବଢ଼ାଯାଇଛି। ଏହି...

ଅର୍ଶ ଭଲ କରେ ପିଜୁଳି

ପିଜୁଳିକୁ ହିନ୍ଦୀରେ ଅମୃଦ୍‌ ବୋଲି କୁହାଯାଇଥାଏ। କାରଣ ଶରୀର ପାଇଁ ଏହା ଅମୃତ ଭଳି କାମ କରେ। ପିଜୁଳି ଖାଇଲେ ପେଟ ଦରଜ, ଗ୍ୟାସ, ଏସିଡିଟି...

ଜମ୍ମୁ-କଶ୍ମୀର ସ୍ଥିତି ପରଖିବାକୁ ପହଞ୍ଚିଲେ ୧୫ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୯।୧: ଜମ୍ମୁ-କଶ୍ମୀରର ସ୍ଥିତି ପରଖିବାକୁ ୧୫ ରାଷ୍ଟ୍ରଦୂତ ଗୁରୁବାର ନୂଆଦିଲ୍ଲୀ ପହଞ୍ଚିଛନ୍ତି। ଏମାନେ ଜାନୁୟାରୀ ୯-୧୦ ଦୁଇଦିନ ଧରି କଶ୍ମୀରରେ ରହିବେ। ଏମାନଙ୍କ ମଧ୍ୟରେ ରହିଛନ୍ତି...

କୁମାରସ୍ବାମୀଙ୍କ ଶକ୍ତି ପରୀକ୍ଷା: ସମର୍ଥକଙ୍କ ସଂଖ୍ୟା ଶହେରୁ କମି ୯୮ ହେଲା

ବେଙ୍ଗାଲୁର୍‌,୧୮।୭: କର୍ନାଟକରେ ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ଏଚ୍‌.ଡି.କୁମାରସ୍ବାମୀ ବିଧାନସଭାରେ ଶକ୍ତି ପରୀକ୍ଷାର ସମ୍ମୁଖୀନ ହୋଇଛନ୍ତି। କର୍ନାଟକ ବିଧାନସଭାରେ ୧୯ ଜଣ ସଦସ୍ୟ...

Leave a comment

Your email address will not be published. Required fields are marked *