ମାଙ୍କଡକୁ ପାଣି ପିଆଇଲେ ସଲମାନ

ବଲିଉଡର ଭାଇଜାନ୍‌ ସଲମାନ ଖାନ କେବଳ ଜଣେ ମଣିଷ ପ୍ରେମୀ ନୁହଁନ୍ତି, ସେ ପଶୁପକ୍ଷୀମାନଙ୍କୁ ବି ବେଶ୍‌ ଭଲ ପାଆନ୍ତି।ଏହାର ଏକ ଉଦାହରଣ ନିକଟରେ ଦେଖିବାକୁ ମିଳିଛି। ସଲ୍ଲୁ ନିଜ ହାତରେ ଏକ ମାଙ୍କଡକୁ ପାଣି ପିଆଇଛନ୍ତି। ଏହାର ଏକ ଭିଡିଓ ନିଜ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି ସେ। ପ୍ରଥମେ ପ୍ଲାଷ୍ଟିକ ବୋତଲରେ ମାଙ୍ଗଡଟିକୁ ପାଣି ଦେଇଥିଲେ ମଧ୍ୟ ସେ ପିଇବାରେ ଅସୁବିଧା ହେବ ଜାଣି ପରେ ଗ୍ଲାାସରେ ତାଙ୍କୁ ପାଣି ପିଇବାକୁ ଦେଇଥିଲେ। ମାଙ୍କଡଟି ମଧ୍ୟ ଆରାମରେ ସଲ୍ଲୁଙ୍କ ହାତରୁ ପାଣି ପିଇଦେଇଥିଲା। ‘ଭାରତ୍‌’ ଫିଲ୍ମର ସଫଳତା ପରେ ସଲମାନ ଏବେ ଦବଙ୍ଗ-୩ ଶୁଟିଂରେ ବ୍ୟସ୍ତ ଅଛନ୍ତି। ସେଥିରୁ କିଛି ସମୟ ବାହାର କରି ସେ କେତେବେଳେ ମୁମ୍ବାଇରେ ସାଇକେଲ ଚଲାଉଛନ୍ତି ତ ଆଉ କେତେବେଳେ ନିଜ ପୋଷା କୁରୁରଙ୍କୁ ଧରି ବାହାରେ ବୁଲୁଥିବାର ନଜର ଆସିଛନ୍ତି।


All Right Reserved By

ଭାରତ ଫେରିବାକୁ ପ୍ରସ୍ତୁତ ହେଉଛନ୍ତି ରିଷି

ମୁମ୍ବାଇ: ବଲିଉଡ୍‌ ନାୟକ ରିଷି କପୁର ୨୦୧୮ ମସିହାରୁ ନ୍ୟୁୟର୍କରେ ଚିକିତ୍ସିତ ହେଉଛନ୍ତି। ହେଲେ ସେଠାରେ ସେ କେଉଁ ରୋଗ ଚିକିତ୍ସା କରାଉଛନ୍ତି ତାହା ତାଙ୍କ...

ଦର୍ଶକଙ୍କ ହୃଦୟକୁ ଛୁଇଁ ନ ଥିବା ସତ୍ତ୍ୱେ ସପ୍ତାହକରେ ‘ସାହୋ’ କରିଛି ୧୧୫ କୋଟି ବ୍ୟବସାୟ

ନିର୍ଦ୍ଦେଶକ ସୁଜିତ୍‌ ରେଡ୍ଡୀଙ୍କ ଫିଲ୍ମ ‘ସାହୋ’ ରିଲିଜ୍‌ ହେବାର ଗୋଟିଏ ସପ୍ତାହ ପୂରିଛି। ଫିଲ୍ମଟି ଦର୍ଶକଙ୍କ ହୃଦୟକୁ ଛୁଇଁ ନ ଥିବା ସତ୍ତ୍ୱେ ବେଶ୍‌ ଭଲ...

ସୁପରଷ୍ଟାର ଅମିତାଭ ବଚ୍ଚନଙ୍କୁ ମିଳିସାରିଛି ଏହିସବୁ ପୁରସ୍କାର

ହିନ୍ଦୀ ସିନେମା ଜଗତର ବିଗ ବି ସୁପରଷ୍ଟାର ଅମିତାଭ ବଚ୍ଚନଙ୍କୁ ମିଳିବ ଭାରତର ସର୍ବୋଚ୍ଚ ଚଳଚ୍ଚିତ୍ର ସମ୍ମାନ ଦାଦା ସାହେବ ଫାଲକେ। ଜୀବନବ୍ୟାପୀ ସାଧନା ପାଇଁ...

ହଲିଉଡ୍‌ରେ ଡିମ୍ପଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଡିମ୍ପଲ କାପାଡିଆଙ୍କ ଭିନ୍ନ ରୂପ ଏବେ ଦେଖିବାକୁ ମିଳିଛି। କାରଣ ସେ ଏବେ ହଲିଉଡ୍‌ ଫିଲ୍ମରେ ଅଭିନୟ କରିବାର ସୁଯୋଗ ପାଇଛନ୍ତି।...

ସର୍ଟ ଡ୍ରେସ୍‌କୁ ନେଇ ଟ୍ରୋଲ୍‌ ହେଲେ ପ୍ରିୟଙ୍କା

ନ୍ୟୁୟର୍କ: ବଲିଉଡ୍‌ ଦେଶି ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ତାଙ୍କ ସ୍ବାମୀଙ୍କ ସହ ନ୍ୟୁୟର୍କରେ ରହୁଛନ୍ତି। ହେଲେ ନିକଟରେ ସେ ଏମିତି ଏକ ଡ୍ରେସ୍‌ରେ ନଜର...

ବଲିଉଡର ‘ଲେଡି ସୁପରଷ୍ଟାର’ କଙ୍ଗନା, ବିବାଦ ସତ୍ତ୍ୱେ ବଢ଼ୁଛି ଲୋକପ୍ରିୟତା

ମୁମ୍ବାଇ: ବିବାଦ ଏବଂ କଙ୍ଗନା ପରସ୍ପରର ପରିପୂରକ ବୋଲି କହିପାରିବା। ସେ ଫିଲ୍ମ ହେଉ ଅଥବା ତାଙ୍କର ମନ୍ତବ୍ୟ ସବୁବେଳେ ବିବାଦ ଘେରକୁ ଆସିଯାଇଥାଏ। ଆଗାମୀ...

କାନ୍ସରେ ଚମକିଲେ ନୀଳନୟନା

ଫ୍ରାନ୍ସରେ ଚାଲିଥିବା କାନ୍ସ ଫେଷ୍ଟିଭାଲ୍‌ରେ ବଲିଉଡ୍‌ର ନାମୀଦାମୀ ଅଭିନେତ୍ରୀମାନେ ସେମାନଙ୍କର ଜଲ୍‌ଓ୍ବା ଦେଖାଇ ସାରିଛନ୍ତି। ଦୀପିକା ପାଦୁକୋନ୍‌, ପ୍ରିୟଙ୍କା ଚୋପ୍ରା, ହୀନା ଖାନ୍‌, ମଲ୍ଲିକା ଶ୍ୱେରାଓ୍ବତ୍‌,...

ମାଧୁରୀ-ସଲମାନଙ୍କ ଅଭିନୀତ ଫିଲ୍ମର ହୋଇପାରେ ସ୍ପେଶାଲ ସ୍କ୍ରିନିଂ

ମୁମ୍ବାଇ: ବଲିଉଡ୍‌ ନାୟିକା ମାଧୁରୀ ଦୀକ୍ଷିତ ଓ ନାୟକ ସଲମାନଙ୍କ ଅଭିନୀତ ଫିଲ୍ମ ‘ହମ୍‌ ଆପକେ ହୈ କୌନ’କୁ ପୂରିଛି ୨୫ ବର୍ଷ। ଏବେ ଏହି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *