Posted inଜାତୀୟ

ପ୍ରେମିକଙ୍କୁ ଖାଦ୍ୟରେ ରକ୍ତ ମିଶାଇ ଖାଇବାକୁ ଦେଉଥିଲେ ପ୍ରେମିକା: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ, ୩୦।୬: ଅନ୍ଧବିଶ୍ବାସକୁ ଯଦି ଆସ୍ଥା ମିଳିଯାଏ, ତେବେ ଅନେକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସେ। ଏପରି ଏକ ଘଟଣା ଘଟିଛି ଦିଲ୍ଲୀର ନରେଲା ଇଣ୍ଡଷ୍ଟ୍ରିଆଲ୍‌ ଅଞ୍ଚଳରେ। ଏଠାରେ ଲିଭ୍‌-ଇନ୍‌-ରିଲେଶନ୍‌ଶିପ୍‌ରେ ରହୁଥିବା ଜଣେ ଯୁବତୀ ନିଜ ପ୍ରେମିକଙ୍କୁ ବଶୀଭୂତ କରି ରଖିବା ପାଇଁ ତାଙ୍କୁ ଖାଦ୍ୟରେ ରକ୍ତ ମିଶାଇ ଦେଉଥିବାର ଅଭିଯୋଗ ହୋଇଛି। ନିଜ ପ୍ରେମିକଙ୍କ ବଶୀଭୂତ କରିବା ପାଇଁ ବିଭିନ୍ନ ପ୍ରକାର ଉପାୟ ଅବଲମ୍ବନ କରୁଥିଲେ ଯୁବତୀ। ଏଥିରେ ଅତିଷ୍ଠ ହୋଇ ସମ୍ପୃକ୍ତ ଯୁବକ ଜଣଙ୍କ ତାଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣରେ ଯୁବତୀ ଜଣଙ୍କ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ପୋଲିସ ଏହି ଘଟଣାରେ ଯୁବକଙ୍କୁ ଗିରଫ କରିଛି। ଉଭୟଙ୍କ ଘର ବିହାରରେ ବୋଲି ପୋଲିସ ସୂଚନା ଦେଇଛି।


All Right Reserved By Dharitri.Com

୪ ରାଜ୍ୟର ୪ ବିଧାନସଭା ଆସନ ପାଇଁ ଉପନିର୍ବାଚନ: ଭୋଟିଂ ଜାରି

ନୂଆଦିଲ୍ଲୀ,୨୩।୯: ଦେଶର ୪ ରାଜ୍ୟର ୪ ବିଧାନସଭା ଆସନ ପାଇଁ ଉପନିର୍ବାଚନ କରାଯାଉଛି। ଏନେଇ ସୋମବାର ସକାଳୁ ଭୋଟିଂ ଆରମ୍ଭ ହୋଇଛି। ଛତିଶଗଡ଼ର ଦନ୍ତଓ୍ବାଡ଼ା, କେରଳର...

କେବେ ପାଳନ କରାଯାଇଥିଲା ଶିଶୁ ଦିବସ

ନୂଆଦିଲ୍ଲୀ,୧୪।୧୧: ସାରା ଦେଶରେ ନଭେମ୍ବର ୧୪ ଗୁରୁବାର ପାଳନ କରଯାଉଛି ଶିଶୁ ଦିବସ। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମ ଦିବସକୁ ଶିଶୁ...

ଆଇଏଏସ୍‌ ଅଧିକାରୀଙ୍କ ଇସ୍ତଫା

ମାଙ୍ଗାଲୁରୁ, ୭ା୯(ପି.ଟି.) : କର୍ନାଟକର ଆଇଏଏସ୍‌ ଅଫିସର ତଥା ଦକ୍ଷିଣ କନ୍ନଡ଼ ଜିଲାର ଡେପୁଟି କମିଶନର ଶଶିକାନ୍ତ ସେନ୍ଥିଲ ଶୁକ୍ରବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି।...

ଦେଶ ନିର୍ମାଣରେ ଶିକ୍ଷକଙ୍କର ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୫।୯: ଗୁରୁ ଦିବସ ଅବସରରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦେଶର ଶିକ୍ଷକଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦେଶ ନିର୍ମାଣରେ ଶିକ୍ଷକଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ସୋନିଆ...

ଆମେ ଗ୍ରେନେଡ ମାଡ କରିବା ଲୋକ ନୁହେଁ କି ପଥରମାଡ଼ କରୁନାହିଁ: ଫାରୁକ ଅବଦୁଲ୍ଲା

ଶ୍ରୀନଗର,୬।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ନ୍ୟାଶନାଲ କନଫରେନ୍ସ ନେତା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ମଙ୍ଗଳବାର କହିଛନ୍ତି ଆମେ ଗ୍ରେନେଡ ମାଡ...

୧୪୦୦ ଭାରତୀୟ ହ୍ବାଟ୍ସଆପ୍‌ ୟୁଜର୍ସଙ୍କ ଡାଟା ଚୋରି

ନୂଆଦିଲ୍ଲୀ,୧।୧୧:ହ୍ବାଟ୍ସଆପ୍‌ ବ୍ୟବହାରକାରୀଙ୍କ ପର୍ସନାଲ ଡାଟା (ବ୍ୟକ୍ତିଗତ ଗୋପନୀୟ ତଥ୍ୟ) ଚୋରି ହେବା ସହ ମୋବାଇଲ୍‌ ମଧ୍ୟ ହ୍ୟାକ୍‌ ହେଉଛି। ଇସ୍ରାଏଲର ସାଇବର ଇଣ୍ଟେଲିଜେନ୍ସ କମ୍ପାନୀ ‘ଏନ୍‌ଏସ୍‌ଓ’...

ଡିଏଲ୍‌ ପରେ ଏବେ ଆର୍‌ସି ଆସିବ ସ୍ମାର୍ଟ କାର୍ଡରେ

ଲକ୍ଷ୍ନୌ,୧୫।୯: ଉତ୍ତର ପ୍ରଦେଶ ସରକାର ଏବେ ଡ୍ରାଇଭିଂ ଲାଇସେନ୍ସ ପରେ ରେଜିଷ୍ଟ୍ରେଶନ ପ୍ରମାଣ ପତ୍ର(ଆର୍‌ସି)କୁ ବି ସ୍ମାର୍ଟ କାର୍ଡ ଭଳି କରିବାକୁ ଯାଉଛନ୍ତି। ଡିଜିଟାଲାଇଜେଶନକୁ ପ୍ରୋତ୍ସାହନ...

ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଶପଥ ନେଲେ ଲାଲଜି ଟଣ୍ଡନ

ଭୋପାଳ,୨୯।୭: ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଲାଲଜି ଟଣ୍ଡନ ସୋମବାର ଶପଥ ଗ୍ରହଣ କରିଛନ୍ତି। ମଧ୍ୟପ୍ରଦେଶର ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ରବି ଶଙ୍କର ଝା ରାଜଭବନରେ...

Leave a comment

Your email address will not be published. Required fields are marked *