Posted inଖେଳ

ପୂର୍ବତନ ପ୍ରେମିକା ଏବଂ ସ୍ତ୍ରୀଙ୍କ ସହ ଗୋଟିଏ ଫ୍ରେମ୍‌ରେ ନଜର ଆସିଲେ ଯୁବରାଜ ସିଂ

କ୍ରିକେଟରୁ ଅବସର ନେବା ପରେ ଯୁବରାଜ ସିଂ ମାୟାନଗରୀ ମୁମ୍ବାଇରେ ଏକ ପାର୍ଟିର ଆୟୋଜନ କରିଥିଲେ। କ୍ରିକେଟ ଜଗତଠାରୁ ଆରମ୍ଭ କରି ବଲିଉଡ କଳାକାର ଏହି ପାର୍ଟିରେ ଯୋଗ ଦେଇଥିଲେ। ଯୁବରାଜଙ୍କ ପୂର୍ବତନ ପ୍ରେମିକା ତଥା ଅଭିନେତ୍ରୀ କିମ୍‌ ଶର୍ମା ମଧ୍ୟ ଏହି ପାର୍ଟିକୁ ଆସିଥିଲେ। ଯାହା ଉପରେ ସମସ୍ତଙ୍କ ନଜର ରହିଥିଲା। ଯୁବରାଜ ସ୍ତ୍ରୀ ହେଜେଲ ଏବଂ କିମ୍‌ଙ୍କ ସହ ଫଟୋ ଉଠାଇଥିଲେ। ଏହି ଫଟୋକୁ ନିଜ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି କିମ୍‌। ଏହାସହ କ୍ରିକେଟରେ ସଫଳ ଯୋଗଦାନ ପାଇଁ ଯୁବରାଜଙ୍କୁ ଶୁଭେଚ୍ଛା ଜଣାଇଥିଲେ ସେ। ସୂଚନାଯୋଗ୍ୟ, କ୍ରିକେଟ କ୍ୟାରିୟର ଆରମ୍ଭ ହେବାପରେ ଯୁବରାଜ କିମ୍‌ଙ୍କ ପ୍ରେମରେ ପଡିଥିଲେ। ଉଭୟ ଲିଭ୍‌-ଇନ୍‌ ରିଲେଶନ୍‌ସିପ୍‌ରେ କିଛିଦିନ ରହିବା ପରେ ଅଲଗା ହୋଇଯାଇଥିଲେ।


All Right Reserved By

Posted inଖେଳ

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଇଣ୍ଡିଜ ଦଳରେ ପରିବର୍ତ୍ତନ

ଜାମାଇକା,୨୮।୮(ପିଟି): ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଏଠାରେ ଶୁକ୍ରବାରଠାରୁ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ୧୩ ଜଣିଆ ଇଣ୍ଡିଜ ଦଳରେ ଗୋଟିଏ...

କପିଳ ଦେବ ହେଲେ କୁଳପତି

ଚଣ୍ଡିଗଡ଼, ୧୪ା୯ (ପି.ଟି.)-ସୋନିପତ ଜିଲାର ରାଇଠାରେ ଅବସ୍ଥିତ ହରିୟାଣା ସ୍ପୋଟର୍‌ସ ୟୁନିଭର୍ସିଟିର ପ୍ରଥମ କୁଳପତି ଭାବେ ନିଯୁକ୍ତି ପାଇଛନ୍ତି କ୍ରିକେଟ କିମ୍ବଦନ୍ତୀ କପିଳ ଦେବ। ରାଜ୍ୟ...

ଧୋନୀଙ୍କୁ ସାଲ୍ୟୁଟ୍‌ କଲେ କଟ୍ରେଲ

ନୂଆଦିଲ୍ଲୀ,୨୯।୭(ପିଟି)- ଓ୍ବେଷ୍ଟଇଣ୍ଡିଜ ପେସର ଶେଲ୍ଡନ କଟ୍ରେଲ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି। ୨୦୧୧ ବିଶ୍ୱକପ୍‌ ଚାମ୍ପିୟନ ଅଧିନାୟକ ଏବେ...

ମୋର୍ଗାନ ଆହତ

ଲଣ୍ଡନ,୨୪।୫(ଏଏଫ୍‌ପି): ଇଂଲଣ୍ଡ ଦଳର ଅଧିନାୟକ ଇଆନ ମୋର୍ଗାନ ଆହତ ହୋଇଛନ୍ତି। ବିଶ୍ୱକପ୍‌ ପୂର୍ବରୁ ଅଷ୍ଟ୍ରେଲିଆ ବିପକ୍ଷ ଓ୍ବାର୍ମଅପ୍‌ ମ୍ୟାଚ୍‌ ପାଇଁ ଅଭ୍ୟାସ କରୁଥିବାବେଳେ ତାଙ୍କ ବାମହାତାର...

ପଙ୍କଜ ୧୦ମ ସଭାପତି, ସଞ୍ଜୟ ୬ଷ୍ଠ ସମ୍ପାଦକ

କଟକ ଅଫିସ,୨୮ା୯- ଓସିଏର ୧୦ମ ସଭାପତି ହୋଇଛନ୍ତି ପଙ୍କଜ ଲୋଚନ । ୧୯୪୯ ଜୁଲାଇ ୧୪ ତାରିଖରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ହରେକୃଷ୍ଣ ମହତାବ ପ୍ରଥମ...

ଧାଓ୍ବନଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ଭାରତ-ଏ ପରାସ୍ତ

ଥିରୁଭାନନ୍ତପୁରମ, ୫।୯ (ପି.ଟି.)- ଏଠାରେ ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ୪ର୍ଥ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌ରେ ବରିଷ୍ଠ ଓପନର୍‌ ଶିଖର ଧାଓ୍ବନଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ଭାରତ-ଏ ଦଳ...

ହାଫ୍‌ ମାରାଥନରେ ଦ୍ରୁତତମ ମହିଳା ବ୍ରିଗିଡ କୋସ୍‌ଗି

ଲଣ୍ଡନ,୯।୯(ଏଏଫ୍‌ପି): କେନିଆର ବ୍ରିଗିଡ କୋସ୍‌ଗି ହାଫ୍‌ ମାରାଥନରେ ବିଶ୍ୱର ଦ୍ରୁତତମ ମହିଳା ହେବାର ରେକର୍ଡ ଅଧିକାର ହୋଇଛନ୍ତି। ଗ୍ରେଟ୍‌ ନର୍ଥ ରନ୍‌କୁ ସେ ଏକ ଘଣ୍ଟା,...

ପ୍ରମୋଦଙ୍କୁ ହରାଇବା କଷ୍ଟକର: ଦିଲ୍ଲେଶ୍ୱର

ଭୁବନେଶ୍ୱର, ୩୦।୮- ପ୍ରମୋଦଙ୍କୁ ଏବେ ହରାଇବା କଷ୍ଟକର ବୋଲି ତାଙ୍କ ଡବଲ୍ସ ପାର୍ଟନର ଦିଲ୍ଲେଶ୍ୱର ରାଓ କହିଛନ୍ତି। ଏବେ ସେ ଯେଉଁ ଫର୍ମରେ ଅଛନ୍ତି ତାଙ୍କୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *