ଆଜି ରାଜ୍ୟରୁ ୩୩୧୯ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୩୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୦୩,୭୮୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୯୬ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୨୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି କଟକରୁ ସର୍ବାଧିକ ୫୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧରୁ ୪୪୦ ଏବଂ ବାଲେଶ୍ୱର ୩୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧୧୬, ବରଗଡ଼ ୪୭, ଭଦ୍ରକ ୧୬୩, ବଲାଙ୍ଗୀର ୧୦, ବୌଦ୍ଧ ୧୬, ଦେବଗଡ଼ ୪, ଢେଙ୍କାନାଳ ୬୯, ଗଜପତି ୧୨, ଗଞ୍ଜାମ ୧୮, ଜଗତସିଂହପୁର ୧୩୦, ଯାଜପୁର ୧୯୪, ଝାରସୁଗୁଡ଼ା ୧୧, କଳାହାଣ୍ଡି ୩୧, କନ୍ଧମାଳ ୨୩, କେନ୍ଦ୍ରାପଡ଼ା ୧୩୪, କେନ୍ଦୁଝର ୬୫, କୋରାପୁଟ ୫୯, ମାଲକାନଗିରି ୭୧, ମୟୂରଭଞ୍ଜ ୧୯୯, ନବରଙ୍ଗପୁର ୩୯, ନୟାଗଡ଼ ୧୧୧, ନୂଆପଡ଼ା ୪, ପୁରୀ ୧୭୫, ରାୟଗଡ଼ା ୪୩, ସମ୍ବଲପୁର ୨୯, ସୋନପୁରରୁ ୧୭ ଏବଂ ସୁନ୍ଦରଗଡ଼ରୁ ୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୯୦।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୦୩,୭୮୯ରେ ପହଞ୍ଚିଥିବା ବେଳେ ୮,୬୭,୪୦୨ଜଣ ସୁସ୍ଥ ହୋଇଛନ୍ତି। ୩୨,୪୦୪ ଜଣ ଚିକିିତ୍ସିତ ହେଉଛନ୍ତି। ୩,୯୩୦ ଜଣଙ୍କ ଜୀବନ ନେଇ ସାରିଲାଣି କରୋନା।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ହୋଇ ଘରକୁ ଫେରିଲେ କରୋନା ଆକ୍ରାନ୍ତ ହୋଇଥିବା ନୀଳଗିରି ବିଧାୟକ

ଭୁବନେଶ୍ୱର, ୧୫।୭(ବ୍ୟୁରୋ)-କରୋନା ଆକ୍ରାନ୍ତ ହୋଇଥିବା ନୀଳଗିରି ବିଧାୟକ ସୁକାନ୍ତ ନାୟକ ବୁଧବାର ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଗତ ୬ ତାରିଖରେ ତାଙ୍କ ରିପୋର୍ଟ ପଜିଟିଭ...

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ କିରାଣି ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୭।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗୀର ଜିଲାର ପୁଇଁତଲା ବ୍ଳକର ବରିଷ୍ଠ କିରାଣିଙ୍କ ୩ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି। ଶନିବାର ସକାଳେ...

ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌କୁ ନେଇ ପ୍ରଶ୍ନୋତ୍ତର

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଏକ ପ୍ରାକୃତିକ ମନୋରମ ଫଟୋକୁ ଟୁଇଟ୍‌ କରିଥିଲେ। ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ସେ ଅନେକ ସ୍ଥାନ ଭ୍ରମଣ...

ଟ୍ରେନ୍‌ ଟ୍ରାଜେଡି: ସିବିଆଇ ତଦନ୍ତକୁ ବିଜେଡିର ସ୍ବାଗତ

ଭୁବନେଶ୍ବର ୫।୬: ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାର ସିବିଆଇ ତଦନ୍ତକୁ ବିଜେଡି ସ୍ବାାଗତ କରିଛି। ଏ ନେଇ ଦଳର ଉପ ସଭାନେତ୍ରୀ ତଥା...

ଏସ୍‌ଓପି ଜାରି: ପ୍ଲାଜ୍‌ମା ଦାନ କରିବେ ପୋଲିସ କର୍ମଚାରୀ

କଟକ ଅଫିସ,୨୪।୭: କରୋନାରୁ ସୁସ୍ଥ ହୋଇଥିବା ପୋଲିସ କର୍ମଚାରୀମାନେ ନିଜର ପ୍ଲାଜ୍‌ମା ଦାନ କରିବେ। ଏ ନେଇ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ଗୁରୁବାର ଷ୍ଟାଣ୍ଡାର୍ଡ...

ଆଶା ବାନ୍ଧି ବସିଛନ୍ତି ଆଶାୟୀ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ): ଚୁକ୍ତିଭିତ୍ତିକ ନିଯୁକ୍ତି ନିମନ୍ତେ ତୁରନ୍ତ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତି ବୟସ ସୀମା ୪୨ବର୍ଷକୁ ବୃଦ୍ଧି, ସ୍କୁଲ ବନ୍ଦ ନିଷ୍ପତ୍ତି ପ୍ରତ୍ୟାହାର ଓ ବେଆଇନ ଭାବେ...

ବାତ୍ୟା ମୁକାବିଲା ପାଇଁ ଓଡ଼ିଶାର ପରାମର୍ଶ ନେଲା ଗୁଜୁରାଟ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ସାମୁଦ୍ରିକ ଝଡ଼ (ବାୟୁ) ଗୁଜୁରାଟଆଡ଼କୁ ମୁହାଁଇଛି। ଗୁରୁବାର ପୂର୍ବାହ୍ନ ସୁଧା ବାତ୍ୟା ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୫୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୦୫୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୯୭,୩୪୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

Advertisement
Archives

Model This Week