CORONAVIRUS UPDATE: ରାଜ୍ୟରେ ଆଜି ୩୩୨୬ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୨ ହଜାର ୭୧୩କୁ ବୃଦ୍ଧି

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୩୩୨୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୨,୭୧୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୧୯୪୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୩୮୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୬୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୬୮ ଏବଂ ଯାଜପୁରରୁ ୧୪୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୧୧୯, ବାଲେଶ୍ୱର ୧୨୨, ବରଗଡ଼ ୯୪, ଭଦ୍ରକ ୩୬, ବଲାଙ୍ଗୀର ୧୦୩, ବୌଦ୍ଧ ୫୪, ଦେବଗଡ଼ ୨୧, ଢେଙ୍କାନାଳ ୮୫, ଗଜପତି ୨୨, ଗଞ୍ଜାମ ୫୭, ଜଗତସିଂହପୁର ୮୦, ଝାରସୁଗୁଡ଼ା ୧୦୭, କଳାହାଣ୍ଡି ୭୭, କନ୍ଧମାଳ ୬୦, କେନ୍ଦ୍ରାପଡ଼ା ୧୦୩, କେନ୍ଦୁଝର ୧୦୧, କୋରାପୁଟ ୪୫, ମାଲକାନଗିରି ୧୯, ମୟୂରଭଞ୍ଜ ୧୩୧, ନବରଙ୍ଗପୁର ୬୧, ନୟାଗଡ଼ ୬୧, ନୂଆପଡ଼ା ୧୪୭, ପୁରୀ ୧୪୦, ରାୟଗଡ଼ା ୫୩, ସମ୍ବଲପୁର ୧୦୭, ସୋନପୁର ୨୫ ଏବଂ ସୁନ୍ଦରଗଡ଼ରୁ ୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୩୧,୭୧୩ରେ ପହଞ୍ଚିଥିବା ବେଳେ ୧,୯୮,୧୯୪ ଜଣ ସୁସ୍ଥ ହୋଇଛନ୍ତି। ୩,୫୫୯ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri