CORONAVIRUS UPDATE: ରାଜ୍ୟରେ ଆଜି ୩୩୨୬ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୨ ହଜାର ୭୧୩କୁ ବୃଦ୍ଧି

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୩୩୨୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୨,୭୧୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୧୯୪୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୩୮୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୬୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୬୮ ଏବଂ ଯାଜପୁରରୁ ୧୪୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୧୧୯, ବାଲେଶ୍ୱର ୧୨୨, ବରଗଡ଼ ୯୪, ଭଦ୍ରକ ୩୬, ବଲାଙ୍ଗୀର ୧୦୩, ବୌଦ୍ଧ ୫୪, ଦେବଗଡ଼ ୨୧, ଢେଙ୍କାନାଳ ୮୫, ଗଜପତି ୨୨, ଗଞ୍ଜାମ ୫୭, ଜଗତସିଂହପୁର ୮୦, ଝାରସୁଗୁଡ଼ା ୧୦୭, କଳାହାଣ୍ଡି ୭୭, କନ୍ଧମାଳ ୬୦, କେନ୍ଦ୍ରାପଡ଼ା ୧୦୩, କେନ୍ଦୁଝର ୧୦୧, କୋରାପୁଟ ୪୫, ମାଲକାନଗିରି ୧୯, ମୟୂରଭଞ୍ଜ ୧୩୧, ନବରଙ୍ଗପୁର ୬୧, ନୟାଗଡ଼ ୬୧, ନୂଆପଡ଼ା ୧୪୭, ପୁରୀ ୧୪୦, ରାୟଗଡ଼ା ୫୩, ସମ୍ବଲପୁର ୧୦୭, ସୋନପୁର ୨୫ ଏବଂ ସୁନ୍ଦରଗଡ଼ରୁ ୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୩୧,୭୧୩ରେ ପହଞ୍ଚିଥିବା ବେଳେ ୧,୯୮,୧୯୪ ଜଣ ସୁସ୍ଥ ହୋଇଛନ୍ତି। ୩,୫୫୯ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri