ଆଜି ରାଜ୍ୟରୁ ୩୩୨୯ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୧ା୧(ବ୍ୟୁରୋ): ସୋମବାର ରାଜ୍ୟରୁ ୩୩୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୪୯,୨୪୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧,୯୩୪ ଜଣ ଚିହ୍ନଟ ହୋଇଥିବା ବେଳେ ୧,୩୯୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୫୦୪ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୪୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୯୩ ଏବଂ ସୁନ୍ଦରଗଡ଼ରୁ ୨୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୮୫, ବାଲେଶ୍ୱର ୧୪୧, ବରଗଡ଼ ୪୬, ଭଦ୍ରକ ୫୭, ବଲାଙ୍ଗୀର ୬୭, ବୌଦ୍ଧ ୪୯, ଦେବଗଡ଼ ୬୭, ଢେଙ୍କାନାଳ ୬୧, ଗଜପତି ୬୪, ଗଞ୍ଜାମ ୪୪, ଜଗତସିଂହପୁର ୭୦, ଯାଜପୁର ୯୯, ଝାରସୁଗୁଡ଼ା ୭୪, କଳାହାଣ୍ଡି ୧୦୭, କନ୍ଧମାଳ ୪୩, କେନ୍ଦ୍ରାପଡ଼ା ୭୩, କେନ୍ଦୁଝର ୨୧, କୋରାପୁଟ ୫୯, ମାଲକାନଗିରି ୩୪, ମୟୂରଭଞ୍ଜ ୧୪୫, ନବରଙ୍ଗପୁର ୯୦, ନୟାଗଡ଼ ୧୨୦, ନୂଆପଡ଼ା ୧୨୯, ପୁରୀ ୫୬, ରାୟଗଡ଼ା ୬୬, ସମ୍ବଲପୁରରୁ ୧୧୫ ଏବଂ ସୋନପୁରରୁ ୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୩୬।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୪୯,୨୪୦ରେ ପହଞ୍ଚିଥିବା ବେଳେ ୧୧,୯୩,୩୬୫ ଜଣ ସୁସ୍ଥ ହୋଇଛନ୍ତି। ୪୭,୨୧୦ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮,୬୧୨କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?