ଯାଜପୁରରୋଡରେ ଖୋଲିଲା ଗୋ-ଷ୍ଟେପ୍‌ ଶୋ’ରୁମ

ଭୁବନେଶ୍ୱର,୧-୭: ରାମ୍‌ଜୀ ଏଣ୍ଟରପ୍ରାଇଜେସର ଦ୍ୱିତୀୟ ଚେନ୍‌ ଷ୍ଟୋର ଗୋଷ୍ଟେପ୍‌ ଯାଜପୁର ରୋଡଠାରେ ଖୋଲିଛି। ଏଠାରେ ଗ୍ରାହକ ପ୍ରିମିୟମ ଫୁଟଓ୍ବେର ପ୍ରଡକ୍ଟ ଲାଭ କରିପାରିବେ। ମହିଳା,ପୁରୁଷ ଏବଂ ଶିଶୁଙ୍କ ବର୍ଗରେ ଏଠାରେ ପ୍ରଡକ୍ଟ ଉପଲବ୍ଧ। ଷ୍ଟୋରରେ ଗ୍ରାହକମାନେ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର ବ୍ରାଣ୍ଡଗୁଡିକ ଲାଭ କରିପାରିବେ। ନାଇକ୍‌, ସ୍କେଚର୍ସ, ଲିବର୍ଟି, ଲିକୁପର, ରେଡ୍‌ଚିଫ୍‌, ଉଡ୍‌ଲ୍ୟାଣ୍ଡ, ଟ୍ରେସର, ଡ୍ୟୁକ୍‌,ହିଟ୍‌ଜ, ଆଇଡି ଭଳି ଅନ୍ୟ ପ୍ରମୁଖ ବ୍ରାଣ୍ଡର ପ୍ରଡକ୍ଟ ଏଠାରେ ରହିଛି। ରାଜ୍ୟର ପ୍ରମୁଖ ସହରରେ ଏଭଳି ଆଉ ୫ ଷ୍ଟୋର ଖୋଲିବା ନେଇ ଯୋଜନା ରହିଥିବା ରାମ୍‌ଜୀ ଏଣ୍ଟରପ୍ରାଇଜେସର ସ୍ବତ୍ତ୍ୱାଧିକାରୀ ସଞ୍ଚୟ ଲୋହିଆ ସୂଚନା ଦେଇଛନ୍ତି। ଗ୍ରାହକଙ୍କୁ ଗୁଣବତ୍ତା ବିଶିଷ୍ଟ ପ୍ରଡକ୍ଟ ଯୋଗାଣ ଦିଗରେ ଚେଷ୍ଟା ଜାରି ରହିବ ବୋଲି ଶୋ’ରୁମ ଓନର ଶୈଳେଶ ତ୍ରିପାଠୀ କହିଛନ୍ତି।


All Right Reserved By Dharitri.Com

ବେସିକ ଆକାଉଣ୍ଟଧାରୀଙ୍କୁ ମିଳିବ ଚେକ୍‌ବୁକ୍‌

ନୂଆଦିଲ୍ଲୀ,୧୧-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ବେସିକ ଆକାଉଣ୍ଟଧାରୀଙ୍କ ଲାଗି ନିୟମ କୋହଳ କରିଛନ୍ତି। ଏଣିକି ସମ୍ପୃକ୍ତ ବ୍ୟାଙ୍କ ଏଭଳି ଆକାଉଣ୍ଟଧାରୀଙ୍କୁ ମାଗଣାରେ ଚେକ୍‌ବୁକ୍‌ ସହ ଅନ୍ୟାନ୍ୟ...

କର୍ପୋରେଟ ଜାଲିଆତି ରୋକିବା ଉଦ୍ୟମ: ପରୀକ୍ଷା ଦେବେ କମ୍ପାନୀର ସ୍ବାଧୀନ ଡାଇରେକ୍ଟର

ନୂଆଦିଲ୍ଲୀ,୧୩-୬: ଏନ୍‌ଡିଏ ସରକାରଙ୍କ ଦ୍ୱିତୀୟ ପାଳିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ଦେଶର କର୍ପୋରେଟ ଗଭର୍ନାନ୍ସ ସିଷ୍ଟମକୁ ବଦଳାଇବାକୁ ଉଦ୍ୟମ କରୁଛନ୍ତି। ନିଜର ପ୍ରଥମ କାର୍ଯ୍ୟକାଳ...

ଜୁଲାଇ-ସେପ୍ଟେମ୍ବର ଜିଡିପି ନମ୍ବର ଗୁରୁତ୍ୱପୂର୍ଣ୍ଣ

ନୂଆଦିଲ୍ଲୀ,୧୩-୧୧: ନଭେମ୍ବର ୨୯ରେ ଜିଡିପି ତଥ୍ୟ ସମ୍ପର୍କରେ ଘୋଷଣା ହେବ। ଭାରତର ଜିଡିପି ୬ ବର୍ଷର ସବୁଠାରୁ ନିମ୍ନ ସ୍ତରରେ ଥିବାରୁ ଏହି ଘୋଷଣା ଗୁରୁତ୍ୱପୂର୍ଣ୍ଣ...

ଜେ ଆଣ୍ଡ କେ ବ୍ୟାଙ୍କ ସରକାରଙ୍କ ନିୟନ୍ତ୍ରଣକୁ ଆସିବ

ନୂଆଦିଲ୍ଲୀ,୭-୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିବା ପରେ ଏବେ କେନ୍ଦ୍ର ସରକାର ଜେ ଆଣ୍ଡ କେ ବ୍ୟାଙ୍କକୁ ନିଜ ନିୟନ୍ତ୍ରଣକୁ ନେବେ। ବର୍ତ୍ତମାନ ଏହି ବ୍ୟାଙ୍କର...

ଜେଟ୍‌ ଏୟାରଓ୍ବେଜ୍‌ରେ ଇସ୍ତଫା ଦୌଡ

ନୂଆଦିଲ୍ଲୀ,୧୫-୫: ଘରୋଇ ବିମାନ କମ୍ପାନୀ ଜେଟ୍‌ ଏୟାରଓ୍ବେଜ୍‌ର ପୁନଃକାର୍ଯ୍ୟକ୍ଷମ ହେବା ଆଶା ପ୍ରାୟ ଶେଷ ହୋଇଯିବା ପରେ ଟପ୍‌ ମ୍ୟାନେଜମେଣ୍ଟ ଅଧିକାରୀଙ୍କ ମଧ୍ୟରେ ନୈରାଶ୍ୟ ଖେଳିଯାଇଛି।...

ଲଣ୍ଡନରେ ରୁଚି ଉଦ୍ୟୋଗ ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୨୯-୮: ଓଡ଼ିଆ ସୋସାଇଟି ଅଫ୍‌ ୟୁନାଇଟେଡ କିଙ୍ଗଡମ୍‌ ପକ୍ଷରୁ ଏହାର ୪୦ତମ ବାର୍ଷିକ ଉତ୍ସବରେ ଶ୍ରେଷ୍ଠ ଉଦ୍ୟୋଗ ଭାବେ ପ୍ରମୁଖ ମସଲା କମ୍ପାନୀ ରୁଚିକୁ...

ମାତ୍ର ୫୯ ମିନିଟରେ ଘର, ଗାଡ଼ି ଋଣ ଦେବ ରାଷ୍ଟ୍ରାୟତ୍ତ ବ୍ୟାଙ୍କ

ନୂଆଦିଲ୍ଲୀ,୨୧-୮: ଏଣିକି ଘର ଓ ଗାଡ଼ି ଋଣ ଲାଗି ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକରେ ଦୌଡିବାକୁ ପଡିବ ନାହିଁ। ସେମାନେ ଏଣିକି ଏହି ଋଣକୁ ମାତ୍ର ୫୯ ମିନିଟରେ...

ନଭେମ୍ବରରେ ଶକ୍ତି ଚାହିଦା ୪.୨୮% କମିଲା

ନୂଆଦିଲ୍ଲୀ,୧୨-୧୨: ଲଗାତର ଭାବେ ୪ ମାସ ଲାଗି ଦେଶର ଶକ୍ତି ଚାହିଦା ୪.୨୮% ହ୍ରାସ ଘଟି ୯୪.୬ ବିଲିୟନ ୟୁନିଟ ରହିଛି। ବିଶେଷ କରି ଋତୁ...

Leave a comment

Your email address will not be published. Required fields are marked *