ସରକାରୀ କଲେଜରେ ୩୩୪ଜଣଙ୍କୁ ନିଯୁକ୍ତି

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସରକାରୀ ଡିଗ୍ରୀ ମହାବିଦ୍ୟାଳୟରେ ୩୩୪ଜଣ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତ ହେବେ। ଏମାନଙ୍କ ମଧ୍ୟରେ ୧୮ଜଣ ଶାରୀରିକ ଶିକ୍ଷା ପ୍ରଶିକ୍ଷକ (ପିଇଟି), ୨୫ଜଣ କନିଷ୍ଠ ଗ୍ରନ୍ଥାଗାରିକ(ଜୁନିୟର ଲାଇବ୍ରେରିଆନ) ଓ ୨୯୧ଜଣ ବିଜ୍ଞାନାଗାର ସହାୟକ ତଥା ଭଣ୍ଡାର ରକ୍ଷକ(ଲାବରେଟୋରି ଆସିଷ୍ଟାଣ୍ଟ-କମ୍‌-ଷ୍ଟୋର୍‌ କିପର) ଅଛନ୍ତି। ନବନିଯୁକ୍ତ ଶିକ୍ଷକ ଓ ଅଣଶିକ୍ଷକଙ୍କ ଦିର୍ଗ୍‌ଶନ କାର୍ଯ୍ୟକ୍ରମ ଆସନ୍ତା ୨୫ ତାରିଖ ଅପରାହ୍ନ ସାଢ଼େ ୫ଟାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ। ଏହି ଅବସରରେ ସେମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଉପସ୍ଥିତ ରହି ଉଦ୍‌ବୋଧନ ଦେବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri