Posted inଜାତୀୟ

ବାଇକ୍‌ ଚାଳକଙ୍କୁ ପିଛା କଲା ବାଘ: ଭିଡ଼ିଓ ଭାଇରାଲ

ଓ୍ବାଇନାଡ୍‌,୧।୭: କେରଳ ଓ୍ବାଇନାଡ୍‌ରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଥିବା ମୁଥାଙ୍ଗ୍‌ ଅଭୟାରଣ୍ୟ ନିକଟରେ ଥିବା ରାସ୍ତାରେ ବାଘ ବାଇକ୍‌ ଚାଳକଙ୍କ ପିଛା କରୁଥିବା ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏହି ଭିଡ଼ିଓ ଜଙ୍ଗଲ ଏବଂ ବନ୍ୟପ୍ରାଣୀ ସୁରକ୍ଷା ସୋସାଇଟି ପକ୍ଷରୁ ସୋସିଆଲ୍‌ ମିଡ଼ିଆରେ ଅପ୍‌ଲୋଡ୍‌ କରାଯାଇଛି। ଭିଡ଼ିଓରେ ବାଇକ୍‌ ଚାଳକ ପ୍ରାଣମୂର୍ଛା ଗାଡ଼ି ଚଳାଉଥିବା ଦେଖିବାକୁ ମିଳୁଛି। ଶେଷରେ ବାଘ ବାଇକ୍‌ ସହ ଦୌଡ଼ରେ ହାର ମାନିଛି।


All Right Reserved By Dharitri.Com

ଭାଜପା-ଜେଡିୟୁ ମିଶି ଜିତିବେ ୨ଶହ ଆସନ: ନୀତୀଶ

ପାଟନା,୨୦।୯: ବିହାରରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଏବେଠାରୁ କିନ୍ତୁ ରାଜନୀତି ହେଲାଣି ସରଗରମ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଛନ୍ତି...

ବିପଦ ସଙ୍କେତ ଟପିଲା ଗୋଦାବରୀ ଜଳସ୍ତର: ୨୬ ଗାଁ ସହିତ ଯୋଗାଯୋଗ ସମ୍ପର୍କ ବିଚ୍ଛିନ୍ନ

ହାଇଦ୍ରାବାଦ୍‌,୩୧।୭: ଆନ୍ଧ୍ରପ୍ରଦେଶରେ ଗୋଦାବରୀ ନଦୀ ଜଳସ୍ତର ବିପଦ ସଙ୍କେତ ଟପିଛି। ଉପର ମୁଣ୍ଡରେ ପ୍ରବଳ ବର୍ଷାଯୋଗୁ ବନ୍ୟା ଜଳ ନିକଟବର୍ତ୍ତୀ ଗାଁ ଗୁଡ଼ିକରେ ପ୍ରବେଶ କରିଛି।...

୧୨ ଆସନରେ ଭାଜପା ଆଗରେ ଥିବାରୁ ବିଜୟେନ୍ଦ୍ରଙ୍କୁ ମିଠା ଖୁଆଇଲେ ୟେଦୁରପ୍ପା

ବେଙ୍ଗାଲୁରୁ,୯।୧୨: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଏବେ ଟିକେ ଖୁସିଥିବା ଦେଖାଯାଇଛି। ସୋମବାର କର୍ନାଟକର ୧୫ ବିଧାନସଭା ଆସନର ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଥିବା...

ଦିନକୁ ଦିନ ଦୁର୍ବଳ ହେଉଛି ପାକିସ୍ତାନ: ଇନ୍ଦ୍ରେଶ କୁମାର

ନୂଆଦିଲ୍ଲୀ,୧୩।୯: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆର୍‌ଏସ୍‌ଏସ୍‌)ର ପ୍ରଚାରକ ଇନ୍ଦ୍ରେଶ କୁମାର ଶୁକ୍ରବାର ପାକିସ୍ତାନକୁ ନେଇ ଏକ ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି ପାକିସ୍ତାନ ଦିଦକୁ...

ଗ୍ରାମଦେବତା ଭାବେ ପୂଜାପାଏ ବାଦୁଡ଼ି

ପାଟଣା, ୨୭ା୩- ପ୍ରାୟତଃ ଲୋକମାନେ ବାଦୁଡ଼ିକୁ ନିଶାଚର ସହ ତୁଳନା କରିବା ସହିତ ଏହାକୁ ଅଶୁଭ ବୋଲି ମାନିଥାନ୍ତି। କେରଳରେ କିଛି ବର୍ଷ ପୂର୍ବେ ବାଦୁଡ଼ିରୁ...

ସୋନିଆଙ୍କୁ ଭେଟିଲେ ପାଓ୍ବାର

ମୁମ୍ବାଇ, ୧୧ା୯ (ପି.ଟି.): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଆସନ ବୁଝାମଣା ଲାଗି କଂଗ୍ରେସ ଓ ଏନ୍‌ସିପି ମଧ୍ୟରେ ପ୍ରୟାସ ଆରମ୍ଭ ହୋଇଛି। ଏନ୍‌ସିପି...

ସୁଧୁରୁଛି ଦେଶର ଅର୍ଥବ୍ୟବସ୍ଥା: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୪।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ ଶନିବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀ ଜରିଆରେ ଦେଶର ଅର୍ଥ ବ୍ୟବସ୍ଥା ସୁଧୁରୁଥିବା କହିଛନ୍ତି। ସେ ରିଅଲ୍‌ ଇଷ୍ଟେଟକୁ...

ରାଜପାକ୍‌ସେଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୭।୧୧: ଶ୍ରୀଲଙ୍କାରେ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ଗୋତବାୟା ରାଜପାକ୍‌ସେ ବିଜୟ ଲାଗ କରିଛନ୍ତି। ତାଙ୍କର ବିଜୟକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଆମେ...

Leave a comment

Your email address will not be published. Required fields are marked *