ସ୍ଥାୟୀ ନିଯୁକ୍ତି ଦାବିରେ ଏଡିଏମ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କେନ୍ଦୁଝର, ୧।୭(ସ୍ବ.ପ୍ର.): ସ୍ଥାୟୀ ନିଯୁକ୍ତି ଦାବିରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟର ଅସ୍ଥାୟୀ କର୍ମଚାରୀମାନେ ସୋମବାର ସକାଳୁ ଏଡିଏମ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ରୋଗୀଙ୍କଠାରୁ ଆଦାୟ ହେଉଥିବା ଅର୍ଥରୁ ସେମାନଙ୍କୁ ଦରମା ଦିଆଯାଉଥିଲା। ତେବେ ମାଗଣା ସ୍ବାସ୍ଥ୍ୟସେବା ବ୍ୟବସ୍ଥା ସରକାର ଲାଗୁ କରିବା ପରଠାରୁ ସେମାନଙ୍କୁ ଅବ୍ୟାହତି ଦିଆଯାଇଥିଲା। ବହୁ ବର୍ଷ ଧରି ସେମାନେ କାମ କରିଆସୁଥିବାରୁ ସ୍ଥାୟୀ ନିଯୁକ୍ତି ଦାବିକରି ଆସୁଛନ୍ତି। ଏବେ ସରକାରଙ୍କ ନିର୍ମଳା ଯୋଜନାରେ ଅସ୍ଥାୟୀ କର୍ମଚାରୀ ନିଯୁକ୍ତ ହେଉଥିଲେ ହେଁ ସେଥିରେ ସାମିଲ ନ ହୋଇ ସ୍ଥାୟୀ ନିଯୁକ୍ତି ଦାବିକରିଛନ୍ତି। ଏ ନେଇ ଗତ ଫେବୃୟାରୀରେ ଆନ୍ଦୋଳନ ହୋଇଥିଲା। ମାତ୍ର ଦାବି ପୂରଣ ନ ହେବାରୁ କର୍ମଚାରୀମାନେ ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।


All Right Reserved By Dharitri.Com

ଡିଭାଇଡର୍‌ ଉପରେ ଚଢ଼ିଗଲା ୧୨ ଚକିଆ ଯାନ

ଆନନ୍ଦପୁର,୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ରିଜ୍‌ ଛକରେ ନିର୍ମାଣାଧୀନ ଅଧାପନ୍ତରିଆ ତଥା ଅଣଓସାରିଆ ରୋଡ୍‌ ପାସିଂରେ ଯାନବାହନ ଚଳାଚଳ ପାଇଁ ସମସ୍ୟା ସୃଷ୍ଟି ହେଉଛି। ଯାନବାହନଗୁଡ଼ିକ...

ପରକୀୟା ପ୍ରୀତିର କୁପରିଣତି: ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ବାମୀ

ଜଳେଶ୍ବର,୧୧।୨(ସ୍ବ.ପ୍ର.): ପରକୀୟା ପ୍ରୀତିର କୁପରିଣତି ସ୍ବରୂପ ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀଙ୍କ ଆତ୍ମସମର୍ପଣ। ଏଭଳି ଘଟଣା ଘଟିଛି ବାଲେଶ୍ବର ଜିଲା ରାଇବଣିଆ...

ଭାରସାମ୍ୟ ହରାଇ ଓଲଟିଲା ଟାଟା ଏସିଇ: ୨ ମହିଳା ଶ୍ରମିକ ମୃତ, ୫ ଗୁରୁତର

ସଜନାଗଡ଼, ୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୧୯ନଂ. ରାଜ୍ୟ ରାଜପଥର ସତ୍‌ସଙ୍ଗବିହାର ନିକଟରେ ବୁଧବାର ଭାରସାମ୍ୟ ହରାଇ ଏକ ଟାଟା ଏସିଇ ଓଲଟି ପଡ଼ିବାରୁ ୨ ମହିଳା...

୫ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଜଳେଶ୍ୱର,୯।୧(ଡି.ଏନ୍‌.ଏ.): ଥମୁନି ଧଳା ଜହର କାରବାର। ବାଲେଶ୍ୱର ଜିଲା ଜଳେଶ୍ୱରରେ ଗୁରୁବାର ୫୦ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଶେଖବାଡ଼ ଅଞ୍ଚଳରେ ପୋଲିସ ଚଢ଼ାଉ କରି ବ୍ରାଉନ୍‌ସୁଗାର...

ବ୍ୟାପୁଛି ଝାଡ଼ାବାନ୍ତି: ୫ ଦିନରେ ୨୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମୃତ

ସଜନାଗଡ଼, ୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଜିରିତାଳ ଗ୍ରାମରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ୫ ଦିନରେ ୨୫ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ...

ସ୍କର୍ପିଓ ସହ ଲକ୍ଷାଧିକ ଟଙ୍କାର ବିଦ୍ୟୁତ୍‌ ତାର ଜବତ: ୪ ଅଭିଯୁକ୍ତ ଅଟକ

ରୂପ୍‌ସା, ୨୩।୮(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅଧୀନ ୬୦ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ୩୩କେଭି ବିଦ୍ୟୁତ୍‌ ଲାଇନ୍‌ରୁ ପ୍ରାୟ ୩୦ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ବିଦ୍ୟୁତ୍‌...

ମଦ ନେଲା ଜୀବନ: ନିଶାରେ ସ୍ତ୍ରୀଙ୍କୁ ପିଟି ମାରିଦେଲେ ସ୍ବାମୀ

ରେମୁଣା,୧୮।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ସେରଗଡ଼ ପଞ୍ଚାୟତ ୯ନଂ ଓ୍ବାର୍ଡରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମଦ ନିଶାରେ ଜଣେ ସ୍ବାମୀ ସ୍ତ୍ରୀଙ୍କୁ...

ଛାନୁଆରେ ମଦ ବିକ୍ରିକୁ ବିରୋଧ: ଜିଲାପାଳଙ୍କୁ ଭେଟିଲେ ମହିଳା

ବାଲେଶ୍ୱର ଅଫିସ, ୨୨।୧୦- ବାଲେଶ୍ୱର ଜିଲା ବସ୍ତା ବ୍ଲକ ଛାନୁଆ ପଞ୍ଚାୟତରେ ୩୦ରୁ ଊର୍ଦ୍ଧ୍ୱ ସ୍ଥାନରେ ନିଶାଦ୍ରବ୍ୟ କାରବାର ଚାଲିଛି। ଏହାକୁ ରୋକିବା ଲାଗି ସ୍ଥାନୀୟ...

Leave a comment

Your email address will not be published. Required fields are marked *