ରାଜ୍ୟରେ ଚିହ୍ନଟ ହେଲେ ୩୩୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୮ ହଜାର ୦୦୯ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪୧ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ୱରରୁ ୧୩, ବରଗଡରୁ ୩, ଭଦ୍ରକରୁ ୩, ବୌଦ୍ଧରୁ ୨, କଟକରୁ ୨୧, ଦେବଗଡରୁ ୧, ଢେଙ୍କାନାଳରୁ ୩, ଜଗତସିଂହପୁରରୁ ୬, ଯାଜପୁରରୁ ୧୦, ଝାରସୁଗୁଡାରୁ ୫, କେନ୍ଦ୍ରାପଡାରୁ ୮, କେନ୍ଦୁଝରରୁ ୩ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୧୨, ନୟାଗଡରୁ ୨, ପୁରୀରୁ ୬, ରାୟଗଡାରୁ ୧, ସମ୍ବଲପୁରରୁ ୫୧, ସୋନପୁରରୁ ୧, ସୁନ୍ଦରଗଡରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୩୪ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଭାଯାତ୍ରାରେ ସୀମିତ ଲୋକକଳା ଉତ୍ସବ

ଜଗତ୍‌ସିଂହପୁର ଅଫିସ,୧୫ା୬: ଲୋକ କଳା ଓ ଲୋକ ସଙ୍ଗୀତକୁ ପୁନର୍ଜୀବିତ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଜୁନ ୧୪ରେ ଲୋକକଳା ଉତ୍ସବ ପାଳନ...

ରାଜ୍ୟରେ ଆଉ ୪ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୩କୁ ବୃଦ୍ଧି

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ...

ନାଡପାଲି ଜଙ୍ଗଲରୁ ୨ ମାଓବାଦୀ ଗିରଫ

ମାଲକାନଗିରି,୨ା୯(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସର ସର୍ଚ୍ଚ ଅପରେଶନ ବେଳେ ନାଡପାଲି ଜଙ୍ଗଲରୁ ୨ ଜଣ ମାଓବାଦୀ ଗିରଫ ହୋଇଛନ୍ତି। ସେମାନେ ହେଲେ...

ସନ୍ଦେହ ଘେରରେ ସ୍ପୁଟ୍‌ନିକ୍‌ ଭି

ନୂଆଦିଲ୍ଲୀ, ୧୩।୮: କରୋନା ମହାମାରୀର ମୁକାବିଲା ଲାଗି ରୁଷିଆ ପ୍ରଥମ କରୋନା ଟିକାକୁ ମଞ୍ଜୁରୀ ପ୍ରଦାନ କରିଥିବାବେଳେ ଏହାର ନିରାପତ୍ତାକୁ ନେଇ ସାରା ବିଶ୍ୱରୁ ପ୍ରଶ୍ନ...

ଟିମ୍‌ ଇଣ୍ଡିଆ ବିପକ୍ଷରେ ହାଫ୍‌ସେଞ୍ଚୁରି ମାରିଥିବା ଅନ୍ତର୍ଜାତୀୟ ଖେଳାଳି ଏବେ ଓଡ଼ିଶା ଦଳରେ

ଭୁବନେଶ୍ୱର,୨୯।୮: ହଂକଂର ପୂର୍ବତନ ଅଧିନାୟକ ଅଂଶୁମାନ ରଥ ଚଳିତ ଘରୋଇ ସିଜନରେ ଓଡ଼ିଶା ପାଇଁ ଖେଳିବେ। ଭାରତୀୟ ପାସପୋର୍ଟଧାରୀ ରଥ ଜଣେ ଓଡ଼ିଆ ଖେଳାଳି। ଗତ...

ସଡ଼କ ସୁରକ୍ଷା ସପ୍ତାହ ଉଦ୍‌ଯାପିତ: ଦୁର୍ଘଟଣାଗ୍ରସ୍ତଙ୍କୁ ସହାୟତା କରିଥିବା ୫ ପୁରସ୍କୃତ

ନୟାଗଡ଼ ଅଫିସ,୧୮।୧: ଗତ ୧୧ ତାରିଖଠାରୁ ଆରମ୍ଭ ହୋଇଥିବା ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ କାର୍ଯ୍ୟକ୍ରମ ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ...

ସମ୍ମାନ ରକ୍ଷା ପାଇଁ ଭାଜପା ଲଢ଼ିବ

କେନ୍ଦ୍ରାପଡ଼ା ଅଫିସ, ୨୪ା୨: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଗୁରୁବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶେଷ ତଥା ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ଅନୁଷ୍ଠିତ...

କରୋନା ସହ ଲଢ଼େଇ: ଭାରତ ପାଖରେ ରହିଛି ୪୪ ହଜାର ଭେଣ୍ଟିଲେଟର

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଦେଖାଦେଇଛି। ଦେଶର ଜନସଂଖ୍ୟା ୧୩୦ କୋଟି ରହିଛି। ଏପରିସ୍ଥଳେ ଯଦି ଭାରତ କରୋନା ସଂକ୍ରମଣର ତୃତୀୟ ଷ୍ଟେଜ୍‌କୁ...

Advertisement
Archives

Model This Week