ରାଜ୍ୟରେ ଚିହ୍ନଟ ହେଲେ ୩୩୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୮ ହଜାର ୦୦୯ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪୧ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ୱରରୁ ୧୩, ବରଗଡରୁ ୩, ଭଦ୍ରକରୁ ୩, ବୌଦ୍ଧରୁ ୨, କଟକରୁ ୨୧, ଦେବଗଡରୁ ୧, ଢେଙ୍କାନାଳରୁ ୩, ଜଗତସିଂହପୁରରୁ ୬, ଯାଜପୁରରୁ ୧୦, ଝାରସୁଗୁଡାରୁ ୫, କେନ୍ଦ୍ରାପଡାରୁ ୮, କେନ୍ଦୁଝରରୁ ୩ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୧୨, ନୟାଗଡରୁ ୨, ପୁରୀରୁ ୬, ରାୟଗଡାରୁ ୧, ସମ୍ବଲପୁରରୁ ୫୧, ସୋନପୁରରୁ ୧, ସୁନ୍ଦରଗଡରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୩୪ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ପୋଲିସକୁ ଘାରିଲା କରୋନା ଭୟ

କଟକ ଅଫିସ୍‌,୨୧।୫: ଭୁବନେଶ୍ୱରରେ ଜଣେ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ ଏହାକୁ ନେଇ କମିଶନରେଟ୍‌ ପୋଲିସର ଅଧିକାରୀ ଓ କର୍ମଚାରୀଙ୍କ ଭିତରେ...

ଭାଗ୍ୟକୁ ଆଦରି ରହିଛନ୍ତିି ୧୫ କିଡ଼ନୀ ରୋଗୀ

ରାୟଗଡ଼ା ଅଫିସ ,୧୪।୩ ରାୟଗଡ଼ା ସହରରେ ରହିଛି ଜିଲା ମୁଖ୍ୟ ଚିକିତ୍ସାଳୟ ା ରାୟଗଡ଼ା ଜିଲାରେ କିଡ୍‌ନୀ ରୋଗରେ ଆକ୍ରାନ୍ତ ରୋଗୀ ଏଠାରେ ଉପଯୁକ୍ତ ସ୍ବାସ୍ଥ୍ୟସେବା...

୯୦ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ

ଭୁବନେଶ୍ୱର, ୨୦ା୨(ବ୍ୟୁରୋ): ରାଜ୍ୟର ୯୦ଟି ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀ ଗୃହ ନାହିଁ। ପିଲାମାନେ ବାହାରେ ବସି ପାଠ ପଢ଼ୁଛନ୍ତି। ୧୧୫ ବିଦ୍ୟାଳୟର ନିଜସ୍ବ ଗୃହ ନାହିଁ।...

ଅଲମ୍ପିକ୍‌ କ୍ରୀଡ଼ା ଗ୍ରାମରେ ବଢୁଛି କରୋନା ପଜିଟିଭ୍‌ଙ୍କ ସଂଖ୍ୟା…

ଟୋକିଓ,୧୮।୭: ଜାପାନର ଟୋକିଆ ଅଲମ୍ପିକ୍‌ର କ୍ରୀଡ଼ା ଗ୍ରାମରେ କରୋନା ସଂକ୍ରମଣ ଆରମ୍ଭ ହୋଇଛି। ଜୁଲାଇ ୨୩ରୁ ଟୋକିଓରେ ୨୦୨୦ ଅଲମ୍ପିକ୍‌ ହେବାକୁ ଯାଉଛି। ଏହା ପୂର୍ବରୁ...

ଆଇପିଏଲ୍‌ ବେଟିଂ, ଜେଲଗଲେ ୬

ଦିଗପହଣ୍ଡି,୨୬ା୯(ଡି.ଏନ.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ଆଇପିଏଲ ବେଟିଂରେ ସମ୍ପୃକ୍ତ ଥିବା ୬ ଅଭିଯୁକ୍ତଙ୍କୁ ପୋଲିସ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି।...

ସାଲିହାରେ କ୍ରାନ୍ତି ଦିବସ ବୀରଭୂମି ସାଲିହାର ସଂଗ୍ରାମୀ ଚିରନମସ୍ୟ

ନୂଆପଡ଼ା ଅଫିସ,୧ା୧୦ ସଦର ବ୍ଲକ ସାଲିହା ଶହୀଦ ସ୍ମୃତି ସ୍ତମ୍ଭ ନିକଟରେ ସୋମବାର ସାଲିହା କ୍ରାନ୍ତି ଦିବସ ପାଳିତ ହୋଇଯାଇଛି। ଖାମସିଂ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ...

ଯୁବପିଢ଼ିଙ୍କ ଦକ୍ଷତା ବିକାଶକୁ ଗୁରୁତ୍ୱ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଓଡ଼ିଶାର ଯୁବପିଢ଼ିଙ୍କ ଦକ୍ଷତା ବୃଦ୍ଧି ସହ ସେମାନଙ୍କ ଲାଗି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ରାଜ୍ୟ ସରକାର ବିଭିନ୍ନ ସଂସ୍ଥା ସହ ୪ଟି ଏମ୍‌ଓୟୁ...

ବିଜେଡି ନେତ୍ରୀଙ୍କ ଆତ୍ମାହୁତି ଘଟଣା:ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

କଟକ ଅଫିସ,୨୫ା୨: ବିଜେଡି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ଆତ୍ମାହୁତି ଘଟଣା ସୋମବାର ନୂଆ ମୋଡ଼ ନେଇଛି। ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ମୀନାକ୍ଷୀ ଆତ୍ମାହୁତି ଦେଇଥିବା...

Advertisement


Archives

Model This Week