ଆସୁ ଆସୁ ଧମାଲ ମଚାଇଲାଣି ଏହି ରିମେକ୍‌ ସଙ୍ଗ୍‌

ମୁମ୍ବାଇ: ୯୦ ଦଶକରେ ପରଦାକୁ ଆସିଥିବା ଅଧିକାଂଶ ଫିଲ୍ମ ଏବେବି ଦର୍ଶକଙ୍କ ମନରେ ଅଭୁଲା ହୋଇ ରହିଛି। ମାଧୁରୀ ଦିକ୍ଷିତ ଓ ସଞ୍ଜୟ ଦତ୍ତଙ୍କ ଷ୍ଟାର କାଷ୍ଟରେ ପରଦାକୁ ଆସିଥିବା ଫିଲ୍ମ ‘ସାଜନ’ ମଧ୍ୟ ଏବେବି ତା’ର ଏକ ସ୍ବତନ୍ତ୍ର ପରିଚୟ ବହନ କରେ। ଏବେ ଏହି ହିଟ୍‌ ଫିଲ୍ମର ହିଟ୍‌ ଗୀତ ‘ମେରା ଦିଲ୍‌ ଭି କିତ୍‌ନା ପାଗଲ ହୈ’ର ରିମେକ୍‌ ତିଆରି ହୋଇଛି। ଆଉ ଏହା ଆସୁ ଆସୁ ଧମାଲ୍‌ ମଚାଇଲାଣି। ୨୭ ବର୍ଷ ତଳର ଏହି ଗୀତ ଆଜିବି ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଛି। କାରଣ ଏହାର ରିମେକ୍‌ ସଙ୍ଗ୍‌କୁ ଏପର୍ଯ୍ୟନ୍ତ ୟୁଟ୍ୟୁବରେ ୨୭ ମିଲିୟନରୁ ଅଧିକ ଭିୟୁଜ ମିଳି ସାରିଲାଣି। ତେଣୁ ୯୦ ଦଶକର ଫିଲ୍ମ ସାଜନ ଆଜିବି ହିଟ୍‌ କହିଲେ କିଛି ଅତ୍ୟୁକ୍ତି ହେବ ନାହିଁ।


All Right Reserved By

ଜନ୍ମଦିନରେ କିଛି ଫଟୋ ଶେୟାର କରି ସ୍ମୃତିକୁ ତାଜା କଲେ ରଣବୀର

ଜୁଲାଇ ୬ ଅର୍ଥାତ ଆଜି ରଣବୀର ସିଂହଙ୍କ ଜନ୍ମଦିନ। ଚଳିତବର୍ଷ ରଣବୀର ୩୪ତମ ଜନ୍ମ ଦିବସ ପାଳନ କରୁଛନ୍ତି। ବ୍ୟସ୍ତତା ଭିତରେ ନିଜ ପରିବାରକୁ ରଣବୀର...

ରାଜନୀତି କରିବେ କି ସୋନାକ୍ଷୀ

ମୁମ୍ବାଇ: ବଲିଉଡ୍‌ ନାୟିକା ସୋନାକ୍ଷୀ ସିହ୍ନା ରାଜନୀତିରେ ଯୋଗ ଦେବେ କି ନା ତାକୁ ନେଇ ଏବେ ଚାଲିଛି ଚର୍ଚ୍ଚା। ପିତା ଶତ୍ରୁଘ୍ନ ସିହ୍ନା ବଲିଉଡ...

ପାନ ପାଇଁ…

ରାଜ କୁମାର ହିରାନୀଙ୍କ ‘ପିକେ’ ଶୁଟିଂ ସମୟର କଥା। ଏହାର ଶୁଟିଂ ଶେଟ୍‌କୁ କିଏ ଆସୁ ବା ନ ଆସୁ, ପ୍ରଥମେ ଜଣେ ପାନ ଦୋକାନୀ...

ଇମୋଶନାଲ ହେଲେ ଧର୍ମେନ୍ଦ୍ର

ମୁମ୍ବାଇ: ବେଶ୍‌ କିଛି ଦିନ ଆକ୍ସନ୍‌ ହିରୋ ଭାବେ ବଲିଉଡ୍‌ ଦର୍ଶକଙ୍କ ମନୋରଞ୍ଜନ କରୁଥିବା ଧର୍ମେନ୍ଦ୍ର ଅସଲ ଜୀବନରେ ଖୁବ୍‌ ଇମୋଶନାଲ ବୋଲି ହୁଏତ କମ୍‌...

ସାହୋ: ରିଲିଜ୍‌ ହେଲା ‘ଇନି ସୋନି’ର ଟିଜର୍‌

ମୁମ୍ବାଇ: ଶ୍ରଦ୍ଧା କପୁର ଓ ପ୍ରଭାସଙ୍କ ଅଭିନୀତ ଫିଲ୍ମ ‘ସାହୋ’ର ରୋମାଣ୍ଟିକ୍‌ ଟ୍ରାକ୍‌ ‘ଇନି ସୋନି’ ଗୀତର ଟିଜର୍‌ ହୋଇଛି। ନିକଟରେ ଏହାର ପୋଷ୍ଟର ରିଲିଜ୍‌...

‘ସୀତାର ଜଳୁଛି ଚିତା’ର ଫାଇନାଲ୍‌ ରିହରସଲ୍‌: କନ୍ଦେଇଲା – ହସେଇଲା – ରଗେଇଲା

ନିକଟରେ ବାଲେଶ୍ୱର ଶେରଗଡ଼ଠାରେ ବାଘାଯତୀନ ଲୋକନାଟ୍ୟର ପ୍ରଥମ ନାଟକ ‘ସୀତାର ଜଳୁଛି ଚିତା’ର ଫାଇନାଲ୍‌ ରିହରସଲ୍‌ ଅନୁଷ୍ଠିତ ହୋଇଯାଇଛି। ପ୍ରଚଣ୍ଡ ପ୍ରତିଭାସମ୍ପନ୍ନ ଯୁବ ନାଟ୍ୟକାର ଅରୁଣ...

ପୁଣି ଥରେ ବୋହୂ ସାଜିଲେ ହେମା: ଫଟୋ ହେଲା ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଡ୍ରିମ୍‌ ଗର୍ଲଙ୍କ ଏକ ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ଝିଅ ଇସା ଦେଓଲ ଏହି ଫଟୋଟି ସୋସିଆଲ ମିଡିଆରେ ଅପଲୋଡ କରିବା...

ବିବାଦରେ ଫିଲ୍ମ ‘ଆର୍ଟିକଲ ୧୫’

ମୁମ୍ବାଇ: ଫିଲ୍ମ ‘ଆର୍ଟିକଲ ୧୫’ ବିବାଦ ଘେରକୁ ଚାଲିଆସିଛି। ଏହି ଫିଲ୍ମରେ ଜାତିଆଣ ଅଧାରରେ ସମାଜକୁ ବଣ୍ଟନ କରିବା ସହ ବ୍ରାହ୍ମଣମାନଙ୍କୁ ଅପମାନ କରାଯାଇଛି ବୋଲି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *