କ୍ଷତିପୂରଣ ଦାବିରେ ମୃତଦେହ ରଖି ରାଜପଥ ଅବରୋଧ

ସୋହେଲା,୧ା୭(ଡି.ଏନ୍‌.ଏ.) : ବରଗଡ଼ ଜିଲା ସଦର ଥାନା ଅନ୍ତର୍ଗତ ଚକରକେନ୍ଦଠାରେ ରବିବାର ଅପରାହ୍ନରେ ଗାଡ଼ି ଧକ୍କାରେ ଶିକ୍ଷକ ଯଯାତି ସାହୁ(୫୫)ଙ୍କ ମୃତ୍ୟୁ ଘଟିଥିଲା। ତେବେ ମୃତକଙ୍କ ପରିବାରକୁ ଆର୍ଥିକ କ୍ଷତିପୂରଣ ଓ ଅଭିଯୁକ୍ତଙ୍କ ଗିରଫ ଦାବିରେ ସୋମବାର ଲୋକେ ୬ ନଂ ଜାତୀୟ ରାଜପଥ ସୋହେଲା ମୁଖ୍ୟଛକରେ ମୃତଦେହ ରାସ୍ତା ଅବରୋଧ କରିଛନ୍ତି। ଆନ୍ଦୋଳନସ୍ଥଳରେ ପୋଲିସ ପହଞ୍ଚିଥିବାବେଳେ ଖବର ଲେଖାହେଲା ବେଳକୁ କୌଣସି ପ୍ରଶାସନିକ ଅଧିକାରୀ ପହଞ୍ଚିନାହାନ୍ତି। ଫଳରେ ଆନ୍ଦୋଳନକାରୀଙ୍କ ମଧ୍ୟରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।


All Right Reserved By Dharitri.Com

ବୋଲେରୋ ଦୁର୍ଘଟଣାଗ୍ରସ୍ତ : ବରଗଡ଼ ଯୋଗାଣ ଅଧିକାରିଣୀ ଗୁରୁତର

ସରଣ୍ଡା, ୪ା୭(ଡି.ଏନ୍‌.ଏ.) : ବରଗଡ଼ – ସମ୍ବଲପୁର ୫୩ ନଂ ଜାତୀୟ ରାଜପଥର ସରଣ୍ଡା ଛକ ନିକଟରେ ଗୁରୁବାର ସକାଳେ ଏକ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଛି।...

ଚିକିତ୍ସା ଲାଗି ଟଁକା ବାଧକ୍‌: ରକ୍ତ କର୍କଟ ରୋଗ୍‌ରେ ପୀଡ଼ିତ ଲକ୍ଷ୍ମୀପ୍ରିୟା

ରାଉରକେଲା ଅଫିସ,୨୫।୪: ଟଁକା ପଏସା ଅଭାବ ଥିଲେ ବି ଝି’କେ ପାଠ୍‌ ପଢ଼ାବାରେ କେହେନ୍‌ସି ପରକାର ଉନା ନାଇଁକରି। ତାକର ଗୁଟେନ ଉଦେଶ ଥିଲା ଝି’କେ ପାଠ୍‌...

କିଡ଼୍‌ନୀ ରୋଗ୍‌ ବହପିବାର ଘଟନା:ପିତବାସପୁରରେ ପୁହୁଁଚିଲା ଡାକ୍‌ତରି ଦଲ

କୋକସରା, ୯ା୭ (ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡ଼ୁଗଁା ପଁଚେତ୍‌ ପିତବାସପୁରରେ ଗଲା ବଛ୍‌ରେ ହେଲା କିଡ଼୍‌ନୀ ରୋଗ୍‌ ବହପିବାରେ ଲାଗିଛେ। କିଡ଼୍‌ନୀ ରୋଗ୍‌ରେ...

ବିଶ୍ୱକପ୍‌ କ୍ରିକେଟ୍‌ ନେଇ ସହରରେ ଚାଲିଛି ସଟ୍ଟା ଖେଳ: ୩୧ ଲକ୍ଷ ଟଙ୍କା ଜବତ, ୨ ଗିରଫ

ରାଉରକେଲା ଅଫିସ,୨୫।୬: ବିଶ୍ୱକପ୍‌ କ୍ରିକେଟ୍‌ ନେଇ ସହରରେ ଚାଲିଥିବା ସଟ୍ଟା ଖେଳ ଓ ଏଥିରେ ଲାଗୁଥିବା ଲକ୍ଷାଧିକ ବାଜିର ପର୍ଦ୍ଦାଫାଶ ହୋଇଛି। ସୋମବାର ବିଳମ୍ବିତ ରାତିରେ...

ପ୍ୟାକ୍ସ ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ/ପଦ୍ମପୁର,୨୬।୭: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡେନ ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ସମ୍ପାଦକ ଖଗେଶ୍ବର ବେହେରାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି...

ଜଙ୍ଗଲକୁ ଛତୁ ଆଣିବାକୁ ଯିବା ହେଲା କାଳ: ଦନ୍ତାହାତୀ ଆକ୍ରମଣରେ ଯୁବକ ମୃତ

ବାଲିଶଙ୍କରା, ୧୫।୭ (ଡି.ଏନ.ଏ.)- ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବନରେଞ୍ଜର କିଞ୍ଚିରକେଲା ସେକ୍‌ସନ ଅଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଛି। ସୋମବାର ସକାଳେ ଜଙ୍ଗଲକୁ ଛତୁ ଆଣିବାକୁ...

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପ୍ରସ୍ତୁତି, ଅଂଶଗ୍ରହଣକରିବେ ୩୨ ପରେଡ ଦଳ

ଅମରପାଲି, ୨୩।୭(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରସ୍ଥିତ ମୈତ୍ରିସଦନଠାରେ ସୋମବାର ଅପରାହ୍ନରେ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଉପଜିଲାପାଳ ସୁବ୍ରତ...

ଦାଉ ସାଧୁଛେ କିଡ଼୍‌ନୀ ରୋଗ୍‌: ମୁରତୁ ସଂଗେ ଯୁଝୁଛନ୍‌ ଦଧି

ଅମରପାଲି, ୨୨।୫ (ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଲପଦର ପଁଚେତ୍‌ ଅମରପାଲି ଗଁାର ଦଧି ବାଘ(୬୦) କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଅଛନ୍‌। ସେ ଝନେ...

Leave a comment

Your email address will not be published. Required fields are marked *