Posted inଫୁରସତ

ଏହି ହୀରା ଖଣି ଉପର ଦେଇ ଉଡ଼ିପାରେନା ବିମାନ…

ପୂର୍ବ ସାଇବେରିଆରେ ରହିଛି ପୃଥିବୀରେ ସବୁଠାରୁ ବଡ଼ ହୀରା ଖଣି। ଏହାର ଗଭୀର ୧୭୨୨ ଫୁଟ ଏବଂ ଚୌଡ଼ା ୩୯ଶହ ଫୁଟ। ଏହାର ଖନନ ୧୯୫୫ ଜୁନ୍‌ ୧୩ରେ ଆରମ୍ଭ ହୋଇଥିଲା। ୧୯୫୭ଠାରୁ ଏହାର ବିକାଶ କାର୍ଯ୍ୟ ଆରମ୍ଭ ହୋଇଥିଲା। ଏଠାରୁ ବାର୍ଷିକ ଏକ କୋଟି କ୍ୟାରେଟ୍‌ ଓଜନର ହୀରା ଖନନ କରାଯାଇଥାଏ। ଏହା ଉପର ଦେଇ କୌଣସି ବିମାନ ଗଲେ ତଳେ ବିରାଟକାୟ ଖଣି ଥିବାରୁ ବାୟୁଚାପ ଯୋଗୁ ଏହା ଦୁର୍ଘଟଣାଗ୍ରସ୍ତ ହୋଇଥାଏ। ଏଠାରେ ବାରମ୍ବାର ଏପରି ହେବାରୁ ଖଣି ଉପରେ ଦେଇ ବିମାନ ଚଳାଚଳ ଉପରେ ପ୍ରତିବନ୍ଧକ ଲଗା ଯାଇଛି।


All Right Reserved By

ଏହି ଦେଶରେ ୪୭ ପ୍ରତିଶତ ସିଙ୍ଗଲଙ୍କୁ ମିଳୁନାହାନ୍ତି ମନପସନ୍ଦର ପାର୍ଟନର, ଏଥିପାଇଁ ରହିଛନ୍ତି ଅବିବାହିତ

ବିଶ୍ୱରେ ଏମିତି ଏକ ଦେଶ ରହିଛି ଯେଉଁଠି ମନପସନ୍ଦର ପାର୍ଟନର ମିଳୁ ନ ଥିବାରୁ ଏଠାରେ ୪୭ ପ୍ରତିଶତ ଅବିବାହିତ ରହିଛନ୍ତି। ବିଶ୍ୱାସ ହେଉ ନ...

ଯଦି ବାଟରେ ଯିବାବେଳେ ଟଙ୍କା ମିଳେ..

ବେଳେ ବେଳେ ରାସ୍ତାରେ ଗଲାବେଳେ ଟଙ୍କା ବା ନୋଟ୍‌ ପଡିଥିବାର ଦେଖିଥାନ୍ତି । କେତେ ଜଣ ଏହାକୁ ଗୋଟାଇ ନିଜ ପାଖରେ ରଖୁଥିବା ବେଳେ ଅନ୍ୟ...

ପୋଷା ପ୍ରାଣୀଙ୍କୁ ନିଜ ସନ୍ତାନ ଭଳି ପାଳନ୍ତି ଏହି ଜନଜାତି…

ପୃଥିବୀର ବିଭିନ୍ନଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ସୁଦାନରେ ବାସ କରୁଥିବା ମୁନ୍ଦରୀ ଜନଜାତି ପୋଷା ଗୃହପାଳିତ ପ୍ରାଣୀଙ୍କୁ ନିଜ ସନ୍ତାନ ଭଳି ଲାଳନପାଳନ କରିଥାନ୍ତି।...

କ୍ୟାମେରାକୁ ସାବଧାନ

ବର୍ତ୍ତମାନ ଚୋରି, ଡକାୟତି ଭଳି ଅପରାଧ ବଢୁଥିବାରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ରାସ୍ତା, ଦୋକାନ, ବଜାର, ଛୋଟ ବଡ଼ କାର୍ଯ୍ୟାନୁଷ୍ଠାନ ଠାରୁ ଆରମ୍ଭ କରି ଘର...

ମଞ୍ଚ ଚଢ଼ିବାକୁ ଡରୁଥିବା ଅଭିନେତ୍ରୀ

ଅମାଣ୍ଡା ମିସେଲ ସୈଫ୍ରିଡ୍‌। ସେ ମଞ୍ଚ ଚଢ଼ିବାକୁ ଡରନ୍ତି। ତା’ର କାରଣ ତାଙ୍କ ଭିତରେ ମଞ୍ଚ ଚଢ଼ିବାକୁ ନେଇ ଭୟ ରହିଛି। ମନ ଭିତରେ ସବୁବେଳେ...

୬ ଅଙ୍ଗୁଳି ଥିବା ବ୍ୟକ୍ତି ଭାଗ୍ୟଶାଳୀ

ଅଧିକାଂଶ ଲୋକଙ୍କ ମନରେ ଧାରଣା ଥାଏ ଯେଉଁମାନଙ୍କର ୬ଟି ଅଙ୍ଗୁଳି ସେମାନଙ୍କୁ କାମ କରିବାରେ ଅସୁବିଧା ହେଉଥିବ। କିନ୍ତୁ ଏକ ସର୍ବେକ୍ଷଣରୁ ଜଣାପଡ଼ିଛି ଯାହାର ୬ଟି...

ମଙ୍ଗଳ -୨୦୨୦ ରୋଭର୍‌ର ‘ଆଏ’ ଟେଷ୍ଟ କଲା ନାସା

ଓ୍ବଶିଂଟନ: ମଙ୍ଗଳକୁ ନାସାର ରୋବୋଟିକ ମିଶନ-ଦି ମାର୍ସ ୨୦୨୦ ରୋଭର ମଙ୍ଗଳ ପୃଷ୍ଠର କିଭଳି ଭଲଭାବେ ଫଟୋ ନେଇପାରିବ ତାହା ଉପରେ ଏକ ପରୀକ୍ଷା କରାଯାଇଛି।...

ପ୍ରେମୀ ଯୁଗଳଙ୍କୁ ସୁରକ୍ଷା ଦିଏ ଏହି ମନ୍ଦିର…

ପ୍ରେମ ବାଧା ବନ୍ଧନ ମାନି ନ ଥାଏ। କେତେକ ପ୍ରେମୀଯୁଗଳ ଘରୁ ଲୁଚି ପରିବାର ସଦସ୍ୟ ଓ ସମାଜର ନିୟମକୁ ନ ମାନି କରିଥାନ୍ତି ବିବାହ।...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *