Posted inଜାତୀୟ

ଆଜି ଦେଶରେ ୩ ଲକ୍ଷ ୩୭ ହଜାର ୭୦୪ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୨।୧: କରୋନାର ତୃତୀୟ ଲହର ଦ୍ରୁତ ଗତିରେ ବଢିଚାଲିଛି। ଏବେ ଦୈନିକ ସଂକ୍ରମଣ ୩ଲକ୍ଷ ଉପରେ ରହୁଛି। ତେବେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୩୭ ହଜାର ୭୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦୈନିକ ପଜିଟିଭିଟି ହାର ୧୭.୨୨ ପ୍ରତିଶତ ରହିଛି । ଏହାସହ ୪୮୮ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଦେଶରେ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୮୮ ହଜାର ୮୮୪କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଆକ୍ଟିଭ୍‌ କେସ୍‌ ୨୧ ଲକ୍ଷ ୧୩ ହଜାର ୩୬୫ରେ ପହଞ୍ଚିଛି । ସେହିପରି ଭାବରେ ୨୪ ଘଣ୍ଟାରେ ଦେଶରେ ୩,୬୩,୦୧,୪୮୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରିବ୍ୟୁନାଲ ଓ୍ବେବସାଇଟ୍‌ରୁ ହଟିବ ମୋଦିଙ୍କ ଫଟୋ-ସରକାରୀ ସ୍ଲୋଗାନ୍‌…

ନୂଆଦିଲ୍ଲୀ,୨୫।୯: ଟ୍ରିବ୍ୟୁନାଲ ଓ୍ବେବସାଇଟ୍‌ରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ସରକାରୀ ସ୍ଲୋଗାନ୍‌ ହଟାଇବା ଲାଗି ସୁପ୍ରିମ୍‌କୋର୍ଟ ନ୍ୟାଶନାଲ୍‌ ଇନଫରମେଟିକ୍ସ୍‌ ସେଣ୍ଟର(ଏନ୍‌ଆଇସି)କୁ ନିର୍ଦ୍ଦେଶ ଦିଆଯାଇଛି। ଏନ୍‌ଆଇସି ଶୀର୍ଷକୋର୍ଟଙ୍କ...

କରୋନା ହାହାକାର : ମୃତ୍ୟୁ ସଂଖ୍ୟା ୫ ହଜାର ଟପିଲା

ନୂଆଦିଲ୍ଲୀ,୧୪।୪: ଦେଶରେ ଏପ୍ରିଲ୍‌ ୭ ଠାରୁ ୧୩ ମଧ୍ୟରେ ମୋଟ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭୨ ହଜାର ୫୫୦ରେ ପହଞ୍ଚିଛି। ପ୍ରତିଦିନ ଲକ୍ଷେରୁ...

ଇଚ୍ଛୁକଙ୍କୁ ମିଳିବ ବିଦ୍ୟୁତ୍‌ରେ ସବ୍‌ସିଡି

ନୂଆଦିଲ୍ଲୀ, ୫ା୫: ଦିଲ୍ଲୀ ସରକାର ବିଦ୍ୟୁତ୍‌ ଉପଭୋକ୍ତାଙ୍କ ନିମନ୍ତେ ସବ୍‌ସିଡି ପ୍ରଦାନ ନିମନ୍ତେ ଏକ ଯୋଜନା ଆଣିଛନ୍ତି। ଏହି ସ୍କିମ୍‌ରେ ଅନ୍ତର୍ଭୂକ୍ତ ହେବାକୁ ଚାହୁଁଥିବା ଲୋକଙ୍କୁ...

କୁକୁଡା ଲଢେଇରେ ଲାଗିଲା ୧କୋଟି ଟଙ୍କା ବାଜି

ରାୟପୁର,୧୪।୧୦: କ୍ରିକେଟ ଖେଳରେ କୋଟି କୋଟି ଟଙ୍କା ବାଜି ଲାଗୁଥିବା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ହେଲେ କୁକୁଡା ଲଢେଇରେ ୧ କୋଟି ଟଙ୍କ ବାଜି...

କରୋନା: ୨୪ ଘଣ୍ଟାରେ ୭୫ ମୃତ

ବେଜିଂ/ନୂଆଦିଲ୍ଲୀ,୫-୨: ସାରା ବିଶ୍ୱକୁ ଘାରିଛି କରୋନା ଭାଇରସ୍‌ ଆତଙ୍କ। ଚାଇନାର ଉହାନ ସହରରୁ ଏହା ବ୍ୟାପି ୨୫ ଦେଶକୁ କବଳିତ କଲାଣି। ଏଥିସହ ଚାଇନାରେ କେବଳ...

୨୦୨୦ରେ ଏଲ୍‌ଓସିରେ ୩୮୦୦ରୁ ଅଧିକଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି ପାକିସ୍ତାନ

ନୂଆଦିଲ୍ଲୀ, ୨୨।୧୦: ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର କୁହାଯାଇଛି, ପାକିସ୍ତାନ ସୈନ୍ୟମାନେ ଚଳିତ ବର୍ଷ ଜମ୍ମୁ କଶ୍ମୀରରେ ଥିବା ଲାଇନ୍‌ ଅଫ୍‌ କଣ୍ଟ୍ରୋଲ (ଏଲ୍‌ଓସି)ରେ ୩,୮୦୦ରୁ...

ମୋଦିଙ୍କ ଶପଥ ଗ୍ରହଣ ଲାଗି ଦିଲ୍ଲୀରେ ୧୦ ହଜାର ଯବାନ ମୁତୟନ

ନୂଆଦିଲ୍ଲୀ,୩୦।୫: ସଜେଇ ହୋଇଛି ରାଜଧାନୀ ଦିଲ୍ଲୀ, ମଞ୍ଚ ପ୍ରସ୍ତୁତ, ଅତିଥି ମଧ୍ୟ ପହଞ୍ଚି ସାରିଛନ୍ତି। ଗୁରୁବାର ସନ୍ଧ୍ୟା ୭ଟାରେ ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ...

ବେଆଇନ ନିର୍ମାଣ ବିବାଦ: ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବରଙ୍କୁ ଭେଟିଲେ ସୋନୁ ସୁଦ

ମୁମ୍ବାଇ,୧୩।୧: ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କ ବେଆଇନ ହୋଟେଲ ନିର୍ମାଣ ମାମଲା ଏବେ ବମ୍ବେ ହାଇକୋର୍ଟରେ ବିଚାରଧୀନ ରହିଛି। ବ୍ରିହମୁମ୍ବାଇ ମୁନିସିପାଲ କର୍ପୋରେଶନ (ବିଏମ୍‌ସି) ପକ୍ଷରୁ...

Advertisement
Archives

Model This Week