ରାଜ୍ୟରେ ଆଉ ୩୩୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୯୯ଜଣ ଥିବା ବେଳେ ୧୪୦ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୬୯ ପିଲା ରହିଛନ୍ତି। ଏନେଇ ଗୁରୁବାର ପୂର୍ବାହ୍ନରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ଦେଖନ୍ତୁ କେଉଁ ଅଞ୍ଚଳରୁ କେତେ?


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ନିଯୁକ୍ତି ଦାବିରେ ଏଏନ୍‌ଏମ୍‌ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ

ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ):  ସ୍ଥାୟୀ ନିଯୁକ୍ତି ଦାବିରେ ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଗତ ୨୮ ତାରିଖରୁ ଏଏନ୍‌ଏମ୍‌ କର୍ମଚାରୀମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଦାବି ପୂରଣ ନ...

୨୭ ଜିଲାରେ ମରୁଡ଼ି ଆଶଙ୍କା

ଭୁବନେଶ୍ୱର,୨୩।୮(ବ୍ୟୁରୋ): କରୋନା ମହାମାରୀରୁ ମୁକୁଳି ନ ଥିବା ବେଳେ ଓଡ଼ିଶାକୁ ମାଡ଼ିଆସୁଛି ଆଉ ଏକ ବିପଦ। ଅନାବୃଷ୍ଟି ଯୋଗୁ ରାଜ୍ୟ ଏବେ ଘୋର ସଙ୍କଟ ଭିତରକୁ...

ପରୀ ପ୍ରସଙ୍ଗ: ଆନ୍ଦୋଳନ ଜିଦ୍‌ରେ ଭାଜପା

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ନୟାଗଡ଼ ଜିଲାର ପରୀ ହତ୍ୟାକାଣ୍ଡକୁ ନେଇ ରାଜନୈତିକ ଲଢ଼େଇ ଥମିବାର ନଁା ଧରୁନାହିଁ। କିନ୍ତୁ ବିଧାନସଭାରେ ଏହି ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ମଧ୍ୟରେ ମତଭେଦ...

ଆଇପିଏସ୍‌ ଅଫିସରଙ୍କୁ ଠକିଦେଲେ ବିଲ୍ଡର: ଘର ଦେବାକୁ କହି ନେଇଗଲେ ୩ଲକ୍ଷ

ଭୁବନେଶ୍ୱର,୫ା୭ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଜମି ଓ ଘର କିଣାବିକାକୁ ନେଇ ବଡ଼ ବଡ଼ ଠକେଇ ହୋଇଛି। କମିଶନରେଟ ପୋଲିସର ବିଭିନ୍ନ ଥାନାରେ ଅଭିଯୋଗର ଲମ୍ବା...

ରିୟାଙ୍କ ଭୁବନେଶ୍ୱର ଡ୍ରଗ୍ସ ଲିଙ୍କ୍‌ ନେଇ ସ୍ପଷ୍ଟ ହୋଇନି: ଡିଜିପି

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ପଦାକୁ ଆସୁଛି। ଏହି ମାମଲାରେ ସିବିଆଇ ସୁଶାନ୍ତଙ୍କ ବାନ୍ଧବି...

ମେ’ ପହିଲାରୁ ରବି ଧାନ ସଂଗ୍ରହ

ଭୁବନେଶ୍ୱର,୨୫ା୨(ବ୍ୟୁରୋ):ଆସନ୍ତା ମେ’ ପହିଲାରୁ ରାଜ୍ୟରେ ରବି ଋତୁ ପାଇଁ ଧାନ ସଂଗ୍ରହ ହେବ। ଚାଷୀ ପଞ୍ଜୀକରଣ କାର୍ଯ୍ୟ ପ୍ରାଥମିକ କୃଷି ସମବାୟ ସମିତି, ମହିଳା ସ୍ବୟଂ...

ସୁସ୍ଥ ହେଲେ ୧୦୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୭।୨: ଓଡ଼ିଶାରେ ରବିବାର ୧୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ସର୍ବାଧିକ ୧୮, ସୁନ୍ଦରଗଡ଼ରୁ ୯, ଅନୁଗୁଳ ଓ ପୁରୀରୁ ୮, ଯାଜପୁର...

ବିଦ୍ୟୁତ୍‌ଜନିତ ଜୀବନହାନି ହ୍ରାସ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ସମ୍ବେଦନଶୀଳ ବିଦ୍ୟୁତ୍‌ ସରବରାହ ସ୍ଥାନଗୁଡ଼ିକୁ ଚିହ୍ନଟ କରି ଭବିଷ୍ୟତରେ କୌଣସି ଦୁର୍ଘଟଣାକୁ ଏଡ଼ାଇବା ପାଇଁ ତୁରନ୍ତ ପଦକ୍ଷେପ ନେବା ପାଇଁ ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ୍‌...

Advertisement
Archives

Model This Week