Posted inଜାତୀୟ

ପୁଣି ପ୍ରବଳ ବର୍ଷା ସମ୍ଭାବନା: ୫୨ ବିମାନର ଉଡ଼ାଣ ବାତିଲ

ମୁମ୍ବାଇ,୨।୭: ଖରା ତାତି ପରେ ଏବେ ମାୟାନଗରୀ ମୁମ୍ବାଇ ପ୍ରବଳ ବର୍ଷା ଯୋଗୁ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୫ ଦିନ ଧରି ଅବିଶ୍ରାନ୍ତ ବର୍ଷା ଯୋଗୁ ସହରର କେତେକ ଅଞ୍ଚଳ ଜଳବନ୍ଦୀ ହୋଇଛି। ଏହାଯୋଗୁ କେତେକ ଟ୍ରେନ୍‌ ଚଳାଚଳ ବ୍ୟହତ ହୋଇଛି। ତେବେ ମଙ୍ଗଳବାର ପୁଣି ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫୨ଟି ବିମାନର ଉଡ଼ାଣକୁ ବାତିଲ କରାଯାଇଛି। ସେହିପରି ବର୍ଷା ଜଳ ଘେରରେ ରହିଥିବା ଲୋକଙ୍କୁ ଉଦ୍ଧାର କରି ସୁରକ୍ଷିତ ଆଶ୍ରୟସ୍ଥଳରେ ପହଞ୍ଚାଇବା କାର୍ଯ୍ୟ ଜାରି ରହିଛି।


All Right Reserved By

କୋମଳମତି ଶିଶୁଙ୍କ ଚିତ୍କାର ଶୁଣି ସାହାଯ୍ୟର ହାତ ବଢ଼ାଇଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨।୮: ଭୋଜପୁରୀ ସୁପରଷ୍ଟାର ତଥା ଭାଜପା ଏମ୍‌ପି ରବି କିଶନ ଶୁକ୍ରବାର ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ପ୍ରବଳ ବର୍ଷାରେ କିଛି...

ଶ୍ରୀନଗରରେ ସୁଧୁରୁଛି ସ୍ଥିତି

ଶ୍ରୀନଗର,୭।୮: ଜମ୍ମୁ-କଶ୍ମୀରକୁ ନେଇ କେନ୍ଦ୍ର ସରକାରଙ୍କ ଐତିହାସିକ ନିଷ୍ପତ୍ତିକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ମଞ୍ଜୁରୀ ମଧ୍ୟ ମିଳିଯାଇଛି। ଏହାପରେ କଶ୍ମୀରରେ ଧାରା ୩୭୦କୁ ଅଚଳ କରି...

ଇ-ବର୍ଜ୍ୟ ଆକଳନ ଲାଗି ବ୍ୟବସ୍ଥା ନାହିଁ: ଭର୍ତ୍ତୃହରିଙ୍କ ପ୍ରଶ୍ନରେ ପରିବେଶ ମନ୍ତ୍ରୀଙ୍କ ଉତ୍ତର

ନୂଆଦିଲ୍ଲୀ,୨୩ା୬: ଦେଶରେ ଇ-ବର୍ଜ୍ୟ ବିପଜ୍ଜନକ ଭାବେ ବୃଦ୍ଧି ପାଉଥିବା ଜାତିସଂଘ ରିପୋର୍ଟରେ ସତର୍କ କରାଇଦିଆଯିବା ସତ୍ତ୍ୱେ ଏହାର ଆକଳନ ପାଇଁ କେନ୍ଦ୍ର ସରକାର ଏପର୍ଯ୍ୟନ୍ତ କୌଣସି...

ଉତ୍ତରପ୍ରଦେଶ ରାଜନୀତିରେ ଝଡ଼: ଯୋଗୀଙ୍କ ପ୍ରେମିକା ବୋଲି ଦାବି କଲେ ମହିଳା

ଲକ୍ଷ୍ନୌ, ୮।୬: ଉତ୍ତରପ୍ରଦେଶ ରାଜନୀତିରେ ଏବେ ଝଡ଼ ଉଠିଛି। ଜଣେ ମହିଳା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କ ପ୍ରେମିକା ବୋଲି ଦାବି କରିଛନ୍ତି। ତାଙ୍କ ସହିତ...

ଯୋଗୀଙ୍କୁ କେନ୍ଦ୍ରର ଝଟକା

ନୂଆଦିଲ୍ଲୀ,୩ା୭(ପି.ଟି.): ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ୧୭ ଅନ୍ୟ ପଛୁଆ ବର୍ଗ (ଓବିସି)ର ଲୋକଙ୍କୁ ତଫସିଲଭୁକ୍ତ ଜାତି (ଏସ୍‌ସି) ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ନେଇଥିବା...

ଶ୍ରୀନଗରରେ ରାଜ୍ୟପାଳଙ୍କୁ ଭେଟିଲେ ଡୋଭାଲ

ଶ୍ରୀନଗର,୯।୮: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଶୁକ୍ରବାର ଶ୍ରୀନଗର ସ୍ଥିତ ରାଜଭବନରେ ଜମ୍ମୁ-କଶ୍ମୀରର ରାଜ୍ୟପାଳ ସତ୍ୟପାଲ ମଲିିକଙ୍କୁ ଭେଟିଛନ୍ତି। ଏହି ବୈଠକରେ ଜମ୍ମୁ-କଶ୍ମୀରରେ ଥିବା...

ପ୍ରାର୍ଥୀପତ୍ର ଦାଖଲ କଲେ ଗୃହମନ୍ତ୍ରୀ

ଲକ୍ଷ୍ନୌ,୧୬।୪: କେନ୍ଦ୍ର ଗୃହମନ୍ତ୍ରୀ ଏବଂ ଲକ୍ଷ୍ନୌ ଲୋକସଭା ଆସନର ଭାଜପାର ଆଶାୟୀ ପ୍ରାର୍ଥୀ ରାଜନାଥ ସିଂହ ମଙ୍ଗଳବାର ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ରାଜନାଥ ସିଂହ...

ଯୋଗୀଙ୍କ ଶାସନରେ ମୁକ୍ତ ଭାବେ ବାହାରେ ବୁଲୁଛନ୍ତି ଅପରାଧୀ: ପ୍ରିୟଙ୍କା

ଲକ୍ଷ୍ନୌ,୨୯।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଶାସନରେ ଅପରାଧୀ ମୁକ୍ତ ଭାବେ ବାହାରେ ବୁଲୁଛନ୍ତି। ରାଜ୍ୟ ସରକାରଙ୍କ ଆଇନ କାନୁନକୁ ସେମାନେ ଭୟ କରୁ ନ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *