୩୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଶନିବାର ସନ୍ଧ୍ୟାରେ ହୀରାକୁଦ ଡ୍ୟାମ୍‌ ଆଉ ୪ ଗେଟ୍‌ ଖୋଲିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୩୪ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ବାମପାର୍ଶ୍ୱରେ ୨୬ଟି ଗେଟ୍‌ ଖୋଲିଥିବା ବେଳେ ଦକ୍ଷିଣ ପାର୍ଶ୍ୱରେ ୮ଟି ଗେଟ୍‌ ଖୋଲିଛି।

ସହର ତଳି ଅଞ୍ଚଳର ୧୦୦୫ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି। ଉପରମୁଣ୍ଡରେ ଯେଉଁଭଳି ଭାବରେ ବର୍ଷା ହେଉଛି ଆହୁରି ଅଧିକ ଗେଟ୍‌ ଖୋଲିପାରେ ବୋଲି ଡ୍ୟାମ୍‌ କର୍ତ୍ତୃପକ୍ଷ କହିଛନ୍ତି। ସେହିପରି ସ୍ଥିତି ଉପରେ ନଜର ରଖାଯାଇଥିବା ଜିଲାପାଳ ଅନନ୍ୟା ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri