ଭୁବନେଶ୍ୱରରୁ ଆଜି ପୁଣି ୩୪ ପଜିିଟିଭ୍‌ ଚିହ୍ନଟ: ୩୧ ସୁସ୍ଥ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୧୧୭୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୩୦୫୮୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୩୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାହିତ୍ୟ ପାଇଁ କାନାଡା କବି ଆନେ କାର୍ସନଙ୍କୁ ନୋବେଲ ପୁରସ୍କାର

ଷ୍ଟକ୍‌ହୋମ,୯।୧୦(ଏ.ପି.): କାନାଡାର ପ୍ରସିଦ୍ଧ କବି ତଥା ପ୍ରାବନ୍ଧିକା ଆନେ କାର୍ସନଙ୍କୁ ୨୦୨୬ ମସିହାର ସାହିତ୍ୟ (ଲିଟରେଚର) ନୋବେଲ ପୁରସ୍କାର ପ୍ରଦାନ କରାଯିବ। ପ୍ରାଚୀନ ପରମ୍ପରା ସହ ସମକାଳୀନ…

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?