ଭୁବନେଶ୍ୱରରୁ ଆଜି ପୁଣି ୩୪ ପଜିିଟିଭ୍‌ ଚିହ୍ନଟ: ୪୩ ସୁସ୍ଥ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୩୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୦୮୬୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୩୦୨୪୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୨୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ୫ ଜଣ କରୋନା ପଜିଟିଭ

ନୂଆଦିଲ୍ଲୀ,୬।୬: ରାଜଧାନୀ ଦିଲ୍ଲୀର ଲୋକ ନାୟକ ଭବନ, ଖାନ ମାର୍କେଟରେ ଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ମୁଖ୍ୟକାର୍ଯ୍ୟାଳୟରେ ୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତକାଲି...

ଆଜି ଦାୟିତ୍ୱ ଗ୍ରହଣ କରିବେ ଡିଜିପି ସୁନୀଲ ବଂଶଲ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ନବନିଯୁକ୍ତ ଡିଜିପି ସୁନୀଲ ବଂଶଲ ଶୁକ୍ରବାର ଅପରାହ୍ଣରେ ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବେ । ବର୍ତ୍ତମାନ ଡିଜିପି ଅଭୟଙ୍କ ଠାରୁ ସେ...

‘ଅଭିଯୁକ୍ତଙ୍କୁ ଖସାଇବାକୁ ଚାଲିଛି ଉଦ୍ୟମ’

ଖଇରା, ୨୫।୭(ଡି.ଏନ.ଏ.): ସମୟ ଯେତେ ଗଡୁଛି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଉପରୁ ପରଦା ହଟିବା ଆଶା କ୍ଷୀଣ ହେବାରେ ଲାଗିଛି। ବିଶେଷ କରି ଗଜପତି...

ବ୍ୟାସ ସରୋବରର ବିକାଶ ଆଳରେ ମୋରମ ଲୁଟ୍‌

ଯାଜପୁର ଅଫିସ,୫ା୫: ବ୍ୟାସ ସରୋବରର ବିକାଶ କାର୍ଯ୍ୟ ଚାଲିଛି। ଏଥିପାଇଁ ରାଜ୍ୟ ସରକାର ୬୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏନ୍‌ବିସିସି (ନ୍ୟାଶନାଲ ବିଲ୍ଡିଂ କନଷ୍ଟ୍ରକ୍ସନ...

ଡ୍ରେନ୍‌ କଡ଼ରୁ ନବଜାତ ଶିଶୁକନ୍ୟା ଉଦ୍ଧାର

କଟକ ଅଫିସ, ୨୨।୧୦: କଟକ ସୂତାହାଟ ଡ୍ରେନ୍‌ କଡ଼ରୁ ମଙ୍ଗଳବାର ଏକ ନବଜାତ ଶିଶୁକନ୍ୟା ଉଦ୍ଧାର କରାଯାଇଛି। ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତି ଶିଶିକନ୍ୟାଙ୍କୁ ଉଦ୍ଧାରକରି...

ରାଜଧାନୀରେ ପୁଣି ବ୍ୟାଙ୍କ ଲୁଟ୍‌: ବନ୍ଧୁକ ଦେଖାଇ ନେଇଗଲେ ୧୦ ଲକ୍ଷ

ଭୁବନେଶ୍ୱର,୨୮।୯(ବ୍ୟୁରୋ)-ରାଜଧାନୀରେ ପୁଣି ମାତିଛନ୍ତି ଦୁର୍ବୃତ୍ତ। ସୋମବାର ମଞ୍ଚେଶ୍ୱର ଅଞ୍ଚଳରେ ଥିବା ବରିମୁଣ୍ଡିସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ୧୦ ଲକ୍ଷ ଟଙ୍କା...

ରାତିରେ ଭାଜପା, ସକାଳେ ବିଜେଡି

ସମ୍ବଲପୁର,୨୮ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ଚୂଡାନ୍ତ ତାଲିକା ପ୍ରକାଶ ପାଇବା ପରେ ରେଢାଖୋଲ ନିର୍ବାଚନ ମଣ୍ଡଳୀରେ ଘଡିକେ ଘୋଡା ଛୁଟିବା ସ୍ଥିତି ଦେଖିବାକୁ...

କଅଁଳ କାନ୍ଧରେ ପରିବାର ବୋଝ: ସହାୟତାର ହାତ ବଢାଇଲେ ଅଭିନେତ୍ରୀ ବର୍ଷା

ଭୁବନେଶ୍ୱର, ୯।୪(ବ୍ୟୁରୋ): ନାଁ ଅମିତ ପୃଷ୍ଟି। ବୟସ ମାତ୍ର ୧୪। ଘର ନୟାଗଡ଼ରେ। ପାଠ ପଢା, ଖେଳକୁଦ ବୟସରେ ଏବେ କାନ୍ଧେଇଛନ୍ତି ପରିବାରର ବୋଝ। ୩ବର୍ଷ...

Advertisement
Archives

Model This Week