Posted inଜାତୀୟ

ଉତ୍ତରପ୍ରଦେଶରେ ବନ୍ୟା, ଗଲାଣି ୩୪ ଜୀବନ

ଲକ୍ଷ୍ନୌ,୧୦।୧୦: ଲଗାଣ ବର୍ଷା ଯୋଗୁ ଉତ୍ତରପ୍ରଦେଶରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟାରେ ବର୍ତ୍ତମାନ ସୁଦ୍ଧା ୩୪ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ରାଜଧାନୀ ଲକ୍ଷ୍ନୌ ସମେତ ୪୫ ଜିଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏପରିକି ବର୍ଷାକୁ ଦୃଷ୍ଟିରେ ରଖି ନୋଏଡା ସମେତ ଲକ୍ଷ୍ନୌ, ଗାଜିଆବାଦ, ଆଗ୍ରା, ମିରଟ, ଅଲିଗଡ଼, ମଥୁରା, କାନପୁର, ଏଟା, ମେନପୁର, ଫିରୋଜାବାଦ ଆଦି ଜିଲା ସ୍କୁଲ ବନ୍ଦ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଅପରପକ୍ଷରେ ମିରଟ ଏବଂ ଅଲିଗଡ଼ରେ ୪୮୮ ମି.ମି ବର୍ଷା ରେକର୍ଡ ହୋଇଛି।

ସୋମବାର ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କତା ଜାରି କରିବା ପରେ ରାଜ୍ୟରେ ଡାକ୍ତରଖାନାଗୁଡ଼ିକୁ ୨୪ ଘଣ୍ଟିଆ ଆଲର୍ଟ କରାଯାଇଛି। ଶିକ୍ଷା ଓ ସ୍ବାସ୍ଥ୍ୟ ମନ୍ତ୍ରୀ ବ୍ରଜେଶ ପାଠକ ଟୁଇଟ କରି ଜରୁରୀକାଳୀନ ସେବା ପାଇଁ ଅଧିକାରୀଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରିବାକୁ ପ୍ରଶାସନିକ ଅଧିକାରୀମାନଙ୍କୁ କହିଛନ୍ତି। ଏପରି କି ପ୍ରଭାବିତ ଲୋକଙ୍କୁ ତୁରନ୍ତ ରିଲିଫ ସାମଗ୍ରୀ ଯୋଗାଇ ଦେବା ସହ ମୃତକଙ୍କ ପରିବାର ଲୋକଙ୍କୁ ସରକାରଙ୍କ ଅନୁଦାନ ରାଶି ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri