Posted inଜାତୀୟ

ମଲାଡ୍‌ରେ କାନ୍ଥ ତଳେ ଚାପି ହେଲେ ୧୩: ମୃତକଙ୍କ ପାଇଁ ୫ ଲକ୍ଷ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ଫଡ଼ାନଭୀସ୍‌

ମୁମ୍ବାଇ,୨।୭: ପ୍ରବଳ ବର୍ଷା ଯୋଗୁ ମୁମ୍ବାଇ ମଲାଡ୍‌ରେ ଏକ ଝୁମ୍ପୁଡି ବସ୍ତିରେ କାନ୍ଥ ଭୁଶୁଡ଼ି ପଡ଼ିଛି। ଏଥିରେ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ କୁରାର ଗାଁରେ ଏପରି ଘଟିଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍‌ ମୃତକଙ୍କ ପାଇଁ ୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଅବିଶ୍ରାନ୍ତ ବର୍ଷା ଯୋଗୁ ଉଦ୍ଧାର କାର୍ଯ୍ୟରେ ବାଧା ଦେଖାଦେଉଥିବା କୁହାଯାଉଛି।


All Right Reserved By Dharitri.Com

ଆଧାର କାର୍ଡ ନ ଥିଲେ ମନ୍ଦିର ଯିବା ମନା

ମହୀଶୂର:ଆଧାର କାର୍ଡ ନ ଥିଲେ କର୍ନାଟକ ବାନ୍ଦିପୁର ବ୍ୟାଘ୍ର ଅଭୟାରଣ୍ୟରେ ଥିବା ମା’ ହୁଲିୟମ୍ମା ବେଟାଙ୍କ ଦର୍ଶନ କରିବାକୁ ଅନୁମତି ମିଳେନାହିଁ। ଜଙ୍ଗଲ ଆଖପାଖରେ ରହୁଥିବା...

ପ୍ରଦୂଷଣ, ବାତ୍ୟା ସ୍ଥିତି ସମୀକ୍ଷା କଲେ ମୋଦି

ନୂଆଦିଲ୍ଲୀ,୬-୧୧(ପି.ଟି.):ଦିଲ୍ଲୀ ଓ ଜାତୀୟ ରାଜଧାନୀ କ୍ଷେତ୍ର (ଏନ୍‌ସିଆର୍‌) ଅଞ୍ଚଳରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉତ୍ତର ଭାରତର ସ୍ଥିତି ସମୀକ୍ଷା...

ହନିଟ୍ରାପ ଜାଲରେ ବଲିଉଡ୍‌ ଅଭିନେତ୍ରୀ

ଭୋପାଲ,୨୬।୯: ହନିଟ୍ରାପର ଖୁଲାସା ହେବା ପରେ ମଧ୍ୟପ୍ରଦେଶରେ ହଇଚଇ ସୃଷ୍ଟି ହୋଇଛି। ଏହି ମାମଲାରେ ଏସ୍‌ଆଇଟି ଟିମ୍‌ ଯାଞ୍ଚ କରୁଥିବା ବେଳେ ପ୍ରତିଦିନ ଏନେଇ ନୂଆ...

ମୁସଲମାନ୍‌ ମହିଳାଙ୍କୁ ମସଜିଦ୍‌ରେ ପ୍ରବେଶ ଅନୁମତି: ଆବେଦନର ଶୁଣାଣି କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୮।୭: ମସଜିଦ୍‌ରେ ମୁସଲମାନ୍‌ ମହିଳାଙ୍କୁ ପ୍ରବେଶ ଅନୁମତି ନେଇ କରାଯାଇଥିବା ଏକ ଆବେଦନର ଶୁଣାଣି କରିବାକୁ ସୋମବାର ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଏହି ଆବେଦନ କେରଳର...

ଲଗାଣ ବର୍ଷା ଯୋଗୁ ଧୋଇଗଲା ୪୦ବର୍ଷର ପୁରୁଣା ପୋଲ

ଗାନ୍ଧୀନଗର, ୭।୧୦: ଗୁଜରାଟ ଜୁନାଗଡରେ ଲଗାଣ ବର୍ଷା ଯୋଗୁ ରବିବାର ୬୦ଫୁଟ ଲମ୍ବାର ପୋଲ ଧୋଇ ହୋଇଯାଇଛି। ପୋଲ ଭାଙ୍ଗିବା ଯୋଗୁ ବହୁ କାର ଖାଲ...

ଘରେ ଘରେ ଖାଦ୍ୟ ପହଞ୍ଚାଉଥିବା ଏହି ମହିଳା ଲଢିବେ ନିର୍ବାଚନ

ମାଙ୍ଗାଲୋର,୧୧।୧୧: କର୍ନାଟକର ଏକ ଖାଦ୍ୟ କମ୍ପାନୀ ପାଇଁ କାର୍ଯ୍ୟ କରୁଥିବା ଜଣେ ମହିଳା ଏବେ ଲଢିବେ ନିର୍ବାଚନ। ମେଘନା ଦାସ ନାମକ ଏହି ମହିଳା ଜଣଙ୍କ...

ଜୋତା ସଫା କରିବାର ସହଜ ଉପାୟ

ବଜାରରେ ଆଜିକାଲି ସୁନ୍ଦର ଓ ମହଙ୍ଗା ଜୋତା ବିକ୍ରି ହେଉଛି। ଏହାକୁ କିଣିବା ପରେ ଅପରିଷ୍କାର ହେଲେ ସଫା କରିବା ପାଇଁ ବଜାରରୁ ନାନା ପ୍ରକାରର...

୮ ଦିନ ଭିତରେ ତୃତୀୟ ମାନହାନି ମାମଲା ସାମ୍ନା: ଆଜି ଅହମହଦାବାଦ କୋର୍ଟରେ ହାଜର ହେବେ ରାହୁଲ

ନୂଆଦିଲ୍ଲୀ, ୧୨।୭: ଲାଗୁଛି ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସମୟ ଏବେ ଭଲ ନାହିଁ। ଗୋଟିଏ ପରେ ଗୋଟିଏ ଖରାପ ଖବରର ତାଙ୍କୁ ସାମ୍ନା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *