Posted inଜାତୀୟ

ଖସି ପଡିଲା ଯୁଦ୍ଧ ବିମାନ ତେଜସ୍‌ର ଫୁଏଲ୍‌ ଟ୍ୟାଙ୍କ

ଚେନ୍ନାଇ,୨।୭: ତାମିଲନାଡୁର ସୁଲୁର ଏୟାର୍‌ ବେସ୍‌ ନିକଟରେ ମଙ୍ଗଳବାର ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ଏଲ୍‌ସିଏ ତେଜସର ଫୁଏଲ୍‌ ଟ୍ୟାଙ୍କ ଖସିପଡିଥିବା ସୂଚନା ମିଳିଛି। ଏହା ଉଡିବା ସମୟରେ ନିକଟରେ ଥିବା ଏକ କ୍ଷେତରେ ଖସି ପଡିଥିଲା। ତେବେ ଏଥିରେ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। କେମିତି ଓ କାହିଁକି ଫୁଏଲ ଟ୍ୟାଙ୍କଟି ଖସି ପଡିଲା ସେ ନେଇ ତଦନ୍ତ ନିର୍ଦ୍ଦେଶ ଦେଇଛି ଭାରତୀୟ ବାୟୁସେନା।


All Right Reserved By Dharitri.Com

କିଡ୍‌ନୀ ର଼୍ୟାକେଟ୍‌ରେ ୧୩ ଡାକ୍ତର

ନୂଆଦିଲ୍ଲୀ,୧୦ା୬(ଆଇଏଏନ୍‌ଏସ୍‌): ଦିଲ୍ଲୀର ୧୩ ଜଣ ଜଣାଶୁଣା ଘରୋଇ ସର୍ଜନ ଅନ୍ତର୍ଜାତୀୟ କିଡ୍‌ନୀ ପ୍ରତିରୋପଣ ର଼୍ୟାକେଟରେ ସମ୍ପୃକ୍ତ ଥିବା ଜଣାପଡିବା ପରେ ସେମାନେ ଏବେ ଉତ୍ତରପ୍ରଦେଶ ପୋଲିସ୍‌ର...

୫୫୦୦ କୋଟିର ଆକାଶ ମିସାଇଲ ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୬-୯:ପାକିସ୍ତାନ ଓ ଚାଇନା ସୀମାରେ ମୁତୟନ ହେବ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆକାଶ ଏୟାର ଡିଫେନ୍ସ ମିସାଇଲ ସିଷ୍ଟମ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୁରକ୍ଷା...

ତ୍ରିପୁରା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ କୁରେଶୀ

ଅଗରତାଲା,୧୭ା୧୧ (ଆଇଏଏନ୍‌ଏସ୍‌): ତ୍ରିପୁରା ହାଇକୋର୍ଟର ପଞ୍ଚମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଅକିଲ ଅବଦୁଲ ହମିଦ କୁରେଶୀ ଶନିବାର ଶପଥ ନେଇଛନ୍ତି। ସେ ପୂର୍ବରୁ ଗୁଜରାଟ...

ସମାଜବାଦୀ ପାର୍ଟିକୁ ଝଟ୍‌କା: ଭାଜପାରେ ଯୋଗଦେଲେ ସଞ୍ଜୟ ସେଠ, ସୁରେନ୍ଦ୍ର ନାଗର

ନୂଆଦିଲ୍ଲୀ,୧୦।୮: ସମାଜବାଦୀ ପାର୍ଟିର ପୂର୍ବତନ ଏମ୍‌ପି ସଞ୍ଜୟ ସେଠ ଓ ସୁରେନ୍ଦ୍ର ନାଗର ଶନିବାର ଭାଜପାରେ ଯୋଗ ଦେଇଛନ୍ତି। ଏହାପୂର୍ବରୁ ଏମାନେ ରାଜ୍ୟ ସଭାରୁ ଇସ୍ତଫା...

ଜାମିଆ ପରିଦର୍ଶନ କଲେ ଏନ୍‌ଏଚ୍‌ଆର୍‌ସି ଟିମ୍‌

ନୂଆଦିଲ୍ଲୀ,୧୫ା୧: ମଙ୍ଗଳବାର ଜାତୀୟ ମାନବ ଅଧିକାର କମିଶନଙ୍କ ଏକ ଟିମ୍‌ ଜାମିଆ ମିଲିଆ ଇସ୍‌ଲାମିଆ ପରିଦର୍ଶନ କରି ପୋଲିସ କାର୍ଯ୍ୟାନୁଷ୍ଠାନରେ ଆହତ ହୋଇଥିବା ଛାତ୍ରୀଛାତ୍ରଙ୍କ ପ୍ରତିକ୍ରିୟା...

ଆର୍‌ଟିଆଇ ଆଇନକୁ ୧୪ ପୂରିଲା: ସୂଚନା କମିଶନରେ ଗଡ଼ୁଛି ୨ ଲକ୍ଷ ମାମଲା

ନୂଆଦିଲ୍ଲୀ,୧୩ା୧୦(ଆଇଏଏନ୍‌ଏସ୍‌): ଦେଶର ସୂଚନା କମିଶନଗୁଡ଼ିକ ନିକଟରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ମାମଲା ଗଡ଼ୁଛି। ସୂଚନା ଅଧିକାର (ଆର୍‌ଟିଆଇ) ଆଇନ, ୨୦୦୫କୁ ଶନିବାର ୧୪ ବର୍ଷ ପୂରିଛି।...

ମହଙ୍ଗା ପଡ଼ିଲା ଚଳନ୍ତା କାର୍‌ରେ ଷ୍ଟଣ୍ଟ କରିବା

ମୁମ୍ବାଇ,୧୦।୬: ଖାର୍‌ ପୋଲିସ ଷ୍ଟେଶନ ଅନ୍ତର୍ଗତ କାର୍ଟର ରୋଡରେ ରାତିରେ ଚଳନ୍ତା କାର୍‌ରେ ଷ୍ଟଣ୍ଟ କରିବା ୩ ଜଣ ଯୁବକଙ୍କୁ ମହଙ୍ଗା ପଡିଛି। ଚଳନ୍ତା କାର୍‌ର...

ପତ୍ନୀଙ୍କୁ ବି ଜିତାଇପାରିଲେନି ଅଖିଳେଶ: ମାୟାବତୀ

ନୂଆଦିଲ୍ଲୀ,୩।୬: ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଉତ୍ତରପ୍ରଦେଶ ନେତାଙ୍କ ସହ ସୋମବାର ନୂଆଦିଲ୍ଲୀରେ  ଏକ ସମୀକ୍ଷା ବୈଠକ କରିଛନ୍ତି ବିଏସ୍‌ପି ମୁଖ୍ୟ ମାୟାବତୀ।...

Leave a comment

Your email address will not be published. Required fields are marked *