ପ୍ରଦୀପ୍ତ, ଭେନୁଗୋପାଳଙ୍କୁ ମୁଖ୍ୟ ଶାସନ ସଚିବ ପାହ୍ୟା

ଭୁବନେଶ୍ୱର,୧।୭(ବ୍ୟୁରୋ)- ରାଜ୍ୟରେ କାର୍ଯ୍ୟରତ ୧୯୮୮ ବ୍ୟାଚ୍‌ର ଦୁଇଜଣ ଆଇଏଏସ୍‌ ଅଫିସର  ପ୍ରଦୀପ୍ତ ମହାପାତ୍ର ଏବଂ ସି.ଜେ. ଭେନୁଗୋପାଳମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ପାଇଛନ୍ତି। ସେମାନେ ନିଜ ପୂର୍ବ ଦାୟିତ୍ୱର କାର୍ଯ୍ୟ ଜାରି ରଖିବେ। ପଦୋନ୍ନତି ହୋଇଥିବାରୁ ଏହି ଦୁଇ ପ୍ରଶାସନିକ ଅଧିକାରୀ ଲେଭଲ-୧୭ ଅନୁଯାୟୀ ସରକାରଙ୍କଠାରୁ ଦରମା ପାଇବେ।


All Right Reserved By Dharitri.Com

ବଦଳି ଆବେଦନପତ୍ର ନିର୍ବାହୀ ଯନ୍ତ୍ରୀଙ୍କୁ ଦେବା ପାଇଁ ଲାଞ୍ଚ: ସାଉଥ୍‌କୋ ସହକାରୀ ଯନ୍ତ୍ରୀ ଗିରଫ

ବ୍ରହ୍ମପୁର ଅଫିସ,୧୮ା୫: ଜଣେ ଲାଇନ ମ୍ୟାନଙ୍କ ବଦଳି ଆବେଦନପତ୍ରକୁ ଛତ୍ରପୁର ସବ୍‌ଡିଭିଜନର ନିର୍ବାହୀ ଯନ୍ତ୍ରୀଙ୍କ ନିକଟକୁ ପଠାଇବା ପାଇଁ ଖଲ୍ଲିକୋଟ ସାଉଥକୋର ଜଣେ ସହକାରୀ ଯନ୍ତ୍ରୀ...

ଭାଗବତଙ୍କ ରାଷ୍ଟ୍ରବାଦ କଥାକୁ ନିରଞ୍ଜନଙ୍କ କଟାକ୍ଷ : ଭାଜପା କହିଲା ଯେମିତି ଚଷମା ପିନ୍ଧିଛନ୍ତି ସେମିତି ଦେଖାଯାଉଛି

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ଆର୍‌ଏସ୍‌ଏସ୍‌ର ଅଖିଳ ଭାରତ କାର୍ଯ୍ୟକାରୀ ମଣ୍ଡଳ ବୈଠକ ପ୍ରଥମ ଥର ଲାଗି ଓଡିଶାରେ ଆୟୋଜିତ ହୋଇଛି। ଏହି କାର୍ଯ୍ୟକ୍ରମ ଆସନ୍ତା ୨୦ ତାରିଖ...

ମହାନଦୀ ମୁହାଣରେ ବୁଡ଼ିଲା ଟ୍ରଲର: ୩ ମତ୍ସ୍ୟଜୀବୀ ନିଖୋଜ, ୨ ଉଦ୍ଧାର

ପାରାଦୀପ,୮ା୧୦(ସ୍ବ.ପ୍ର.)- ସମୁଦ୍ରରୁ ମାଛଧରି ଫେରୁ୍‌ଥିବା ଏକ ଟ୍ରଲର ମହାନଦୀ ମୁହାଣରେ ମଙ୍ଗଳବାର ବୁଡ଼ିଯାଇଛି। ସେଥିରେ ଥିବା ୫ଜଣ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୨ଜଣଙ୍କୁ...

ଶ୍ରୀମନ୍ଦିର, ଗୁଣ୍ଡିଚା ମନ୍ଦିରରେ ଚାଲିଛି ମରାମତି

ପୁରୀ ଅଫିସ,୨୯ା୫: ବାତ୍ୟା ‘ଫନୀ’ ଯେ କେବଳ ମଣିଷଙ୍କୁ ବିପନ୍ନ କରିଦେଇଛି ତାହା ନୁହେଁ ବହୁ ଐତିହ୍ୟ, ଧାର୍ମିକ ଏବଂ ଦର୍ଶନୀୟସ୍ଥଳରେ ମଧ୍ୟ ତାଣ୍ଡବ ରଚିଛି।...

ଛାତ୍ରୀଙ୍କୁ ଗଣବଳାତ୍କାର ଅଭିଯୋଗ, ୨ ଯୁବକ ଅଟକ

ଆଳି, ୯।୧୦ (ଡି.ଏନ୍‌.ଏ.): ଆଳି ଥାନା ଅଞ୍ଚଳର ଜନୈକା ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗରେ ବୁଧବାର ମାନପୁର ଅଞ୍ଚଳର ୨ଜଣ ଯୁବକଙ୍କୁ ପୋଲିସ...

ଆହାର କେନ୍ଦ୍ରରେ ଟିକେଟ କାଟି ମଧ୍ୟାହ୍ନଭୋଜନ କଲେ ମନ୍ତ୍ରୀ ସୁଶାନ୍ତ ସିଂହ

ବରଗଡ଼ ଅଫିସ,୨୨।୮- ବରଗଡ଼ ସହରସ୍ଥିତ ଆହାର କେନ୍ଦ୍ରରେ ଗୁରୁବାର ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ମଧ୍ୟାହ୍ନଭୋଜନ କରିବା ଏଠାରେ ଚର୍ଚ୍ଚାର ବିଷୟ...

ସ୍ପା ଆଗରେ ସ୍ବାମୀଙ୍କୁ ପିଟିଲେ ସ୍ତ୍ରୀ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ପ୍ରତିଦିନ ସ୍ବାମୀ ଲୁଚିକରି ସ୍ପାକୁ ମସାଜ ପାଇଁ ଯାଆନ୍ତି। ହେଲେ ଘରେ କେହି ଜାଣିପାରନ୍ତି ନାହିଁ। ଶେଷରେ ଶୁକ୍ରବାର ସ୍ତ୍ରୀଙ୍କ ହାତରେ ଧରା ପଡ଼ିଗଲେ...

କୀଟନାଶକ ପିଇ ଚାଷୀ ଆତ୍ମହତ୍ୟା ଅଭିଯୋଗ: ଟଙ୍କା ପୈଠ ନ କରିବାରୁ ମୃତଦେହ ଛାଡ଼ିଲାନି ମେଡିକାଲ

ସମ୍ବଲପୁର,୪।୯(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଖଇରମାଳ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଋଣଭାର, ଫସଲ ନଷ୍ଟ ଯୋଗୁ କୀଟନାଶକ ପିଇ ଜଣେ...

Leave a comment

Your email address will not be published. Required fields are marked *