Posted inଜାତୀୟ

ବିବାହ ନିମନ୍ତ୍ରଣ କାର୍ଡରେ ନିଶା ନିବାରଣ ପାଇଁ ସଚେତନତା ବାର୍ତ୍ତା

ଜୟପୁର,୨।୭: ନିଶା ନିବାରଣ ପାଇଁ ସରକାର ତଥା ବିଭିନ୍ନ ସଂଗଠନ ପକ୍ଷରୁ ଦେଶରେ ନାନା ଅଭିଯାନ ଜାରି ରହିଛି। ତେବେ ରାଜସ୍ଥାନର ଭିୟାଡ୍‌ ଗାଁ ଏହି କ୍ଷେତ୍ରରେ ସଫଳତା ହାସଲ କରିଛି। ଗାଁରେ ନିଶା ଦ୍ରବ୍ୟ ବ୍ୟବହାର ଉପରେ କଡ଼ା କଟକଣା ଜାରି କରାଯାଇଛି। ସମ୍ପ୍ରତି ଗାଁରେ ହେଉଥିବା ଏକ ବିବାହ ଉତ୍ସବରେ ଏନେଇ ସଚେତନତା ବାର୍ତ୍ତା ଦିଆଯାଇଛି। ଗାଁରେ ରାଜେନ୍ଦ୍ର ସିଂଙ୍କ ଭଉଣୀ ସୁମନ କଓ୍ବଁରଙ୍କର ବିବାହ ୧୦ ଜୁଲାଇରେ ହେବ। ଏନେଇ ବନ୍ଧୁବାନ୍ଧବଙ୍କୁ ନିମନ୍ତ୍ରଣ କରାଯାଇଛି। ତେବେ ନିମନ୍ତ୍ରଣ କାର୍ଡରେ ନିଶା ନିବାରଣ ନେଇ ସଚେତନତା ବାର୍ତ୍ତା ଲିଖିତ ହୋଇଛି। ଏହି କାର୍ଡ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। କେତେକ ରାଜେନ୍ଦ୍ରଙ୍କ ପ୍ରୟାସକୁ ପ୍ରଶଂସା କରି କମେଣ୍ଟ ଲେଖିଛନ୍ତି।


All Right Reserved By

ମହଙ୍ଗା ପଡିଲା ମନ୍ତବ୍ୟ: ସିଦ୍ଧୁଙ୍କ ବିରୋଧରେ ବାହାରିଲେ ୬ ମନ୍ତ୍ରୀ

ଜଳନ୍ଧର, ୨୨।୫:  ଭାଜପା ଛାଡି କଂଗ୍ରେସ ଯୋଗଦେବା ପରେ ବି ନବଜୋତ ସିଂହ ସିଦ୍ଧୁଙ୍କ ପିଛା ଛାଡୁନି ବିବାଦ। ଏହି ପୂର୍ବତନ କ୍ରିକେଟର ତଥା ପଞ୍ଜାବ...

ବ୍ରତ ଭାଙ୍ଗିବା ପାଇଁ ପନୀର ବଦଳରେ ଆସିଲା ଚିକେନ

ନାଗପୁର,୬।୭: ପୁଣେର ଅତିରିକ୍ତ ଜିଲା ଉପଭୋକ୍ତା ଫୋରମ ଖାଦ୍ୟ ଡେଲିଭରି କରୁଥିବା କମ୍ପାନୀ ଜୋମାଟୋ ଓ ହୋଟେଲ ଉପରେ ୫୫ହଜାର ଟଙ୍କାର ଜୋରିମାନା ଲଗାଇଛନ୍ତି। ଉକ୍ତ...

ଆମେରିକା ରିପୋର୍ଟକୁ ଭାରତର ଖଣ୍ଡନ: ଦେଶ ଧର୍ମନିରପେକ୍ଷତା ଏବଂ ସହନଶୀଳତାକୁ ଦିଏ ଗୁରୁତ୍ୱ

ନୂଆଦିଲ୍ଲୀ,୨୩।୬: ଆମେରିକା ଦ୍ୱାରା ପ୍ରକାଶିତ ଏକ ରିପୋର୍ଟକୁ ଭାରତ ଖଣ୍ଡନ କରିଛି। ଏହା ସହିତ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ରଭିଶ୍‌ କୁମାର ଦେଶ ସବୁବେଳେ...

ଏଏପି ଛାଡ଼ିବେ ଅଲ୍‌କା ଲାମ୍ବା

ନୂଆଦିଲ୍ଲୀ, ୫ା୮(ପି.ଟି.): ଏଏପି ଉପରେ ଅସନ୍ତୁଷ୍ଟ ଥିବା ଚାନ୍ଦ୍‌ନିଚୌକ୍‌ ବିଧାୟକ ଅଲ୍‌କା ଲାମ୍ବା ଦଳ ଛାଡ଼ିବାକୁ ରବିବାର ଆଗ୍ରହ ପ୍ରକାଶ କରିଛନ୍ତି। ଜନସଭାରେ ସମର୍ଥକଙ୍କ ମତାମତ...

ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା: ୨୦ ଘର ଭାସିଗଲା, ୧୮ ନିଖୋଜ

ଡେରାଡୁନ,୧୯ା୮ : ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲାରେ ବାଦଲଫଟା ବର୍ଷା ଫଳରେ ରବିବାର ଟୋନ୍ସ ନଦୀରେ ବନ୍ୟା ଆସି ୨୦ ଘର ଭାସିଯିବା ସହ ୧୮ ଜଣଙ୍କର...

ସୁପ୍ରିମକୋର୍ଟରେ ରାମଲାଲା ଓକିଲଙ୍କ ଯୁକ୍ତି: ଆସ୍ଥା ହିଁ ଜନ୍ମସ୍ଥାନର ପ୍ରମାଣ

ନୂଆଦିଲ୍ଲୀ,୮ା୮(ପି.ଟି.): ବିବାଦୀୟ ଅଯୋଧ୍ୟା ଜମି ଭଗବାନ ଶ୍ରୀରାମଙ୍କ ଜନ୍ମସ୍ଥାନ। ହିନ୍ଦୁ ଧର୍ମାବଲମ୍ବୀମାନଙ୍କ ଅତୁଟ ବିଶ୍ୱାସ ହିଁ ଏହାର ପ୍ରମାଣ ବୋଲି ସୁପ୍ରିମକୋର୍ଟରେ ମାମଲାର ଅନ୍ୟତମ ପକ୍ଷ...

ରାଜନୀତି ଛାଡ଼ିବେ କୁମାରସ୍ବାମୀ

ହାସାନ୍‌, ୪ା୮(ପି.ଟି.): କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡିଏସ୍‌ ନେତା କୁମାରସ୍ବାମୀ ରାଜନୀତିରୁ ସନ୍ୟାସ ନେବେ। ଏନେଇ ସେ ଶନିବାର ସଙ୍କେତ ଦେଇଛନ୍ତି। ଅକସ୍ମାତ୍‌ ସେ...

କୁଳଭୂଷଣ ଯାଦବ ମାମଲା: ଶୁକ୍ରବାର କନସୁଲାର ଆକ୍‌ସେସ୍‌

ଇସଲାମାବାଦ,୧।୮: ଦୀର୍ଘ ବର୍ଷ ଧରି ପାକିସ୍ତାନ ଜେଲରେ ବନ୍ଦୀଥିବା କୁଲଭୂଷଣ ଯାଦବ ମାମଲାକୁ ନେଇ ଏବେ ଭାରତକୁ ସଫଳତା ମିଳିଛି ବୋଲି କୁହାଯାଉଛି। କାରଣ ଯାଦବଙ୍କୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *