Posted inଜାତୀୟ

ଘରକୁ ଫେରିଲେ ଟିଆର୍‌ଏସ୍‌ କର୍ମୀଙ୍କ ମାଡରେ ଆହତ ହୋଇଥିବା ବନ ଅଧିକାରୀ ଅନିଥା

ହାଇଦ୍ରାବାଦ,୨।୭: ତେଲେଙ୍ଗାନାର କୋମରାମ ଭିମ ଆସିଫାବାଦରେ ଗତ ଜୁନ୍‌ ୨୯ରେ ଟିଆର୍‌ଏସ୍‌ କର୍ମୀଙ୍କ ଦ୍ୱାରା ଆକ୍ରମଣର ଶିକାର ହୋଇ ଗୁରୁତର ଭାବେ ହାଇଦ୍ରାବାଦର କିମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବନ ଅଧିକାରୀ ସି ଅନିଥା ଘରକୁ ଫେରିଛନ୍ତି। ସୂଚନାଯୋଗ୍ୟ, ଜୁନ୍‌ ୨୯ରେ କେତେଜଣ ବନ ଅଧିକାରୀ ଓ ପୋଲିସ କର୍ମୀ ବୃକ୍ଷରୋପଣ ପାଇଁ କାଗଜନଗର ବ୍ଲକରେ ପହଞ୍ଚିଥିଲେ। ହେଲେ ସେଠାରେ ତାଙ୍କୁ ଟିଆର୍‌ଏସ୍‌ କର୍ମୀମାନେ ବିରୋଧ କରିବା ସହ ମାଡପିଟ ମଧ୍ୟ କରିଥିଲେ। ଏମିତିକି ପରିସ୍ଥିତିକୁ ସମ୍ଭାଳିବାକୁ ଚେଷ୍ଟା କରିଥିବା ମହିଳା ବନ ଅଧିକାରୀଙ୍କୁ ଅତି ଅମାନବୀୟ ଭାବରେ ଟିଆର୍‌ଏସ୍‌ କର୍ମୀମାନେ ଆକ୍ରମଣ କରିବାରୁ ସେ ଗୁରୁତର ଆହତ ହୋଇଥିଲେ। ଏହି ମାମଲାରେ ଟିଆର୍‌ଏସ୍‌ ବିଧାୟକଙ୍କ ଭାଇଙ୍କୁ ଗିରଫ କରାଯାଇଛି।


All Right Reserved By Dharitri.Com

ବିଦେଶୀ ପୁଞ୍ଜିନିବେଶ ପାଇଁ ଦ୍ୱାର ଖୋଲିବାକୁ ପିଏମ୍‌ଓର ଯୋଜନା: ଆଣବିକ ଶକ୍ତିରେ ଏଫ୍‌ଡିଆଇକୁ ମିଳିପାରେ ଅନୁମତି

ନୂଆଦିଲ୍ଲୀ,୧୨ା୧(ଆଇଏଏନ୍‌ଏସ୍‌): ଆଣବିକ ଶକ୍ତି କ୍ଷେତ୍ରରେ ଭାରତକୁ ବିଶ୍ୱର ଏକ ପ୍ରମୁଖ ପକ୍ଷ ଭାବେ ଗଢ଼ି ତୋଳିବା ପାଇଁ ମୋଦି ସରକାର ଯୋଜନା କରୁଛନ୍ତି। ଏଥିପାଇଁ ଏହି...

ସିବିଆଇ ଅଧିକାରୀଙ୍କୁ ଓଲଟା ପ୍ରଶ୍ନ ପଚାରୁଛନ୍ତି ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୨।୮: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଗିରଫ କରାଯିବା ପରେ ସିବିଆଇ ପକ୍ଷରୁ ପଚରା ଉଚରା କରାଯାଉଛି। ତେବେ ସେ ଏଥିରେ ସହଯୋଗ କରୁ ନ...

ଯେଉଁଠି ଲୋକେ ମ।ତା ସୀତାଙ୍କୁ ରାବଣର ଝିଅ ମାନନ୍ତି

କେଲଂ :ଭାରତରେ ଧର୍ମଶାସ୍ତ୍ରରେ ଯାହା ମାନ୍ୟତା ରହିଛି ତା’ର ବ୍ୟତିକ୍ରମ ପରିଲକ୍ଷିତ ହୁଏ ବିଭିନ୍ନ ସ୍ଥାନରେ। ରାମାୟଣକୁ ନେଇ ଏମିତି ଏକ ଭିନ୍ନ ମାନ୍ୟତା ରହିଛି...

ପିତାଙ୍କ ନାଁ ମଧ୍ୟପ୍ରଦେଶ, ପୁଅ ଭୋପାଳ

ଭୋପାଳ,୧।୧୧: ଆଜି ମଧ୍ୟପ୍ରଦେଶ ରାଜ୍ୟର ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଜଣେ ବ୍ୟକ୍ତିଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କ ନାମ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୨ ମାଓବାଦୀ ନିହତ

ରାୟପୁର,୧୪।୭: ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ମାଓବାଦୀଙ୍କ ମୃତ୍ୟୁ ଘଟିଛି । ଦନ୍ତେ ଓ୍ବାଡ଼ା ଜିଲାର ଗୁମିୟାପାଲ ଗାଁ ନିକଟରେ ଥିବା ଜଙ୍ଗଲରେ କିଛି ମାଓବାଦୀ ଲୁଚିଥିବା...

କାଠଗଡାରେ ଚିଦାମ୍ବରମ

ନୂଆଦିଲ୍ଲୀ,୨୨।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ ଗୁରୁବାର କୋର୍ଟରେ ହାଜର ହୋଇଛନ୍ତି। ଦୀର୍ଘ ୩ ଘଣ୍ଟାର ଜେରା ପରେ ସେ କୋର୍ଟରେ ହାଜର...

ଆଶ୍ୱସ୍ତ ହେଲେ ସଲମାନ

ମୁମ୍ବାଇ,୧୭।୬: କୃଷ୍ଣସାର ମୃଗ ଶିକାର ମାମଲାରେ କୋର୍ଟରେ ମିଥ୍ୟା ଆଫିଡେଭିଟ ଦାଖଲ କରିବା ମାମଲାରେ ଯୋଧପୁର କୋର୍ଟ ସୋମବାର ବଲିଉଡ୍‌ ଅଭିନେତା ସଲମାନ ଖାଁଙ୍କୁ ଦୋଷମୁକ୍ତ...

ଇନ୍ଦୋରରେ ଅନର୍‌କିଲିଂ:ଭଉଣୀଙ୍କୁ ଗୁଳିକଲେ ସାନଭାଇ

ଇନ୍ଦୋର,୨୩ା୬(ପି.ଟି.): ମଧ୍ୟପ୍ରଦେଶର ଇନ୍ଦୋରରେ ଶନିବାର ଏକ ଅନରକିଲିଂ ଘଟଣା ସାମ୍ନାକୁ ଆସିଛି। ଅନ୍ୟ ଜାତିରେ ବିବାହ କରିଥିବା ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ତାଙ୍କ ସାନଭାଇ...

Leave a comment

Your email address will not be published. Required fields are marked *