ରାଜଧାନୀରେ ବୋଲ ମାନୁନି କରୋନା: ଚିହ୍ନଟ ହେଲେ ଆଉ ୩୪୨ କରୋନା ପଜିଟିଭ୍‌; ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ୩୪୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୧୬୯୩୩କୁ ବୃଦ୍ଧି ପାଇଛି। ସେଥିରୁ ୧୨୨୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୫୬୮ ଆକ୍ଟିଭ୍‌ କେସ୍‌ ରହିଛି। ଏହାଛଡ଼ା ୬୪ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଆଜି ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୯୮ କ୍ୱାରାଣ୍ଟାଇନ୍‌ କେସ୍‌, ୨୪୪ ଲୋକାଲ କେସ୍‌ ରହିଛି। ସେହିଭଳି ୩୮୭ଜଣ ସୁସ୍ଥ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧିମାର୍ଗରେ ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ଆଜି ୭୩ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ଭୁବନେଶ୍ୱରସ୍ଥିତ ଗାନ୍ଧିମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି...

ପଞ୍ଚାୟତ ଓ ପୌରପାଳିକା ଭୋଟର ତାଲିକାରେ ରହିଛି ନାଁ, ପ୍ରାର୍ଥୀଙ୍କ ବିରୋଧରେ ଅଭିଯୋଗ

କେନ୍ଦୁଝର,୯ା୩(ସ୍ବ.ପ୍ର.): ପୌର ନିର୍ବାଚନ ପାଇଁ ବିଭିନ୍ନ ଦଳର ପ୍ରାର୍ଥୀଙ୍କ ମଧ୍ୟରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ବୁଧବାର ନାମାଙ୍କନପତ୍ର ଯାଞ୍ଚ ବେଳେ କେନ୍ଦୁଝରଗଡ଼ ପୌରପରିଷଦ ପାଇଁ...

ଶରଧାବାଲିରେ ପହଞ୍ଚିଲା ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ

ପୁରୀ ଅଫିସ, ୨୩।୬: ଶରଧାବାଲିରେ ବଡ଼ ଠାକୁର ବଳଭଦ୍ରଙ୍କ ରଥ ପହଞ୍ଚିବାର କିଛି ସମୟ ପରେ ଅର୍ଥାତ୍‌ ଅପରାହ୍ନ ୪ଟା ୧୦ରେ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ...

ଓଜେଏସ୍‌ରେ ଈର୍ଶିତା ଟପ୍ପର: କୃତକାର୍ଯ୍ୟ ୪୭ ମଧ୍ୟରୁ ୩୦ ମହିଳା

ଭୁବନେଶ୍ୱର, ୧୦ା୩(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌) ପରୀକ୍ଷା-୨୦୧୯ର ରେଜଲ୍ଟ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ୪୭ଜଣ...

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଜମୁଛି ପାଣି

କେନ୍ଦୁଝର, ୧୧ା୯(ସ୍ବ.ପ୍ର.)-ଐତିହ୍ୟ ସମ୍ପନ୍ନ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ଜଳ ନିଷ୍କାସନ ହୋଇ ନ ପାରି ଅନେକ ସ୍ଥାନରେ ପାଣି...

‘ମହାପ୍ରଭୁଙ୍କ ନାଁରେ ରାଜନୀତି ହେଉଛି’

ପୁରୀ ଅଫିସ,୨୮ା୫: ଶ୍ରୀମନ୍ଦିର ଚାରିପାଖ ସୌନ୍ଦର୍ଯ୍ୟକରଣ ହେଉ ମହାପ୍ରଭୁଙ୍କ ଇଚ୍ଛା।  ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ନେଇ ଶନିବାର  ଗଣମାଧ୍ୟମକୁ ଏପରି କହିଛନ୍ତି ପୁରୀ ଏମ୍‌ପି...

ବିଜୟଧାରା ବଦଳାଇପାରେ ଶ୍ରମିକ ଅଶାନ୍ତ

ଯାଜପୁର ଅଫିସ/କଳିଙ୍ଗନଗର, ୧୨ା୨(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ନିର୍ବାଚନ ମଣ୍ଡଳୀରେ ଖଣି ତଥା ଶିଳ୍ପ ଶ୍ରମିକମାନେ ଗଣତାନ୍ତ୍ରିକ ଅଧିକାର ପ୍ରତି ସର୍ବାଧିକ ସଚେତନ। ଏଠାରେ ୨୦୧୯ରେ...

୪୦୦ ଗ୍ରାମ ବ୍ରାଉନସୁଗାର ଜବତ, ୨ ଗିରଫ

ଖୋର୍ଦ୍ଧା ଅଫିସ,୨୧।୧: ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ୪୦୦ ଗ୍ରାମ ବ୍ରାଉନସୁଗାର, ନଗଦ ୨୬ ହଜାର ଟଙ୍କା ସହ ୨ଜଣଙ୍କୁ...

Advertisement
Archives

Model This Week