୩,୪୨୫ ଲଡୁରେ ଗଣେଶଙ୍କ ବାଲୁକାକଳା

ଭୁବନେଶ୍ବର,୩୧।୮(ବ୍ୟୁରୋ): ଗତ ଦୁଇ ବର୍ଷ କରୋନା କଟକଣା ଯୋଗୁ ଲୋକମାନେ କୌଣସି ଉତ୍ସବ ଧୁମ୍‌ଧାମ୍‌ରେ ପାଳନ କରିପାରି ନ ଥିଲେ। କିନ୍ତୁ ଚଳିତ ବର୍ଷ ସାରା ଦେଶରେ ଗଣେଶ ପୂଜା ବହୁ ଆଡ଼ମ୍ବରରେ ପାଳନ କରାଯାଉଛି। ଏହି ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବୁଧବାର ପୁରୀ ବେଳାଭୂମିରେ ବାଲୁକାକଳାରେ ଶ୍ରୀ ଗଣେଶଙ୍କ ମୂର୍ତ୍ତି କରିଛନ୍ତି। ଯାହା ୩,୪୨୫ ଲଡୁ ଏବଂ କିଛି ଫୁଲରେ ଏହି ବାଲୁକା ମୂର୍ତ୍ତିଟି ତିଆରି କରାଯାଇଛି। ଏହା ଦେଖିବାକୁ ବେଶ୍‌ ସୁନ୍ଦର ହୋଇଥିବା ବେଳେ ଏହାକୁ ସୁଦର୍ଶନ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ତାଙ୍କର ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା ଛୁଟିରେ ୨ ଦିନ ଖୋଲିବ ଆର୍‌ଟିଓ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ଚଳିତ ମାସ ୫ରୁ ୮ ତାରିଖ ଯାଏ ସରକାରୀ ଛୁଟି ଦିବସ ରହିଛି। ତେଣୁ ଏହି ସମୟରେ ନୂଆ ଗାଡ଼ି ପଞ୍ଜୀକରଣ କାର୍ଯ୍ୟ ବାଧା...

ବଢ଼ିଲା ରଥଯାତ୍ରା ସମ୍ଭାବନା: ରଥ ପ୍ରତିଷ୍ଠା ପାଇଁ ଦେଉଳ ପୁରୋହିତଙ୍କୁ ଅନୁମତି

ପୁରୀ ଅଫିସ, ୧୬।୬: ମହାମାରୀ କରୋନା ଯୋଗୁ ମହାପ୍ରଭୁଙ୍କ ରଥ ବଡ଼ଦାଣ୍ଡରେ ଗଡ଼ିବ ନା ନାହିଁ ଏହାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। ଆସନ୍ତା ୨୩ ତାରିଖରେ...

ପ୍ରଦର୍ଶନୀ ପଡ଼ିଆରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମଗ୍ର ଦେଶ ୭୪ତମ ସ୍ବାଧୀନତା ଦିବସ ପାଳନ କରୁଛି। ଶନିବାର ସକାଳେ କରୋନା କଟକଣା ମଧ୍ୟରେ ଭୁବନେଶ୍ୱର ୟୁନିଟ୍‌-୩ ପ୍ରଦର୍ଶନୀ...

ପଲିଥିନ ନ ଘୋଡ଼ାଇ ପରିବହନ

ଚମ୍ପୁଆ, ୨୬।୪(ଡି.ଏନ୍‌.ଏ.) କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଖଣି ଖାଦାନ ଅଞ୍ଚଳ ଭାବେ ବେଶ ପରିଚିତ। ଉକ୍ତ ଖଣି ଖାଦାନରୁ ଦୈନିକ ହଜାର ହଜାର ଟ୍ରକ...

ଆନ୍ତଃଜିଲା ବାଇକ୍‌ ଚୋରି ରାକେଟର ପର୍ଦ୍ଦାଫାଶ: ୬ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ଝାରସୁଗୁଡ଼ା ଅଫିସ,୨୨ା୧: ଲୁଟେରାମାନେ ପୋଲିସ୍‌କୁ ଚ୍ୟାଲେଞ୍ଜ ଦେଇ ପଶ୍ଚିମ ଓଡିଶାର ବିଭିନ୍ନ ସ୍ଥାନରୁ ଗୋଟିଏ ପରେ ଗୋଟିଏ ବାଇକ୍‌ ଲୁଟ୍‌ କରି ଚାଲିଥିଲେ। ଯାହାକି ପୋଲିସ...

ପୁଣି ଜୋର୍‌ ଧରିଲା ଏସ୍‌ଆଇଏ ସର୍ଭେ

ପୁରୀ ଅଫିସ,୧୧ା୧୦ : ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ଉପଜିଲାପାଳ ଭବତାରଣ...

ମଦ ଫ୍ୟାକ୍ଟ୍ରି ଖୋଲିବାକୁ ୧୧ ଜିଲାପାଳଙ୍କୁ ଅନୁମତି

କଟକ ଅଫିସ,୧୬।୫: ଲକ୍‌ଡାଉନ ସରିବା ପରେ ମଦ ଦୋକାନ ଖୋଲିବ। କିନ୍ତୁ ବର୍ତ୍ତମାନ ଯେତିକି ମଦ ମହଜୁଦ ରହିଛି, ତାହା ଅଳ୍ପ ଦିନରେ ଶେଷ ହୋଇଯିବ।...

ଧନଜୀବନ, ଜୈବ ବିବିଧତାକୁ ଅଣଦେଖା

ଯାଜପୁର ଅଫିସ,୩୦।୧୨: କେତେଜଣ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସ୍ବାର୍ଥ ପାଇଁ ଜୈବ ବିବିଧତା ଓ ଲୋକଙ୍କ ଧନଜୀବନକୁ ଅଣଦେଖା କରାଯାଉଛି। ବାଲି ଖାଦାନ ଲିଜ୍‌ ଦେବା ପୂର୍ବରୁ...

Advertisement
Archives

Model This Week