Posted inଜାତୀୟ

ବିଧାନସଭାକୁ ଆସୁନାହାଁନ୍ତି ତେଜସ୍ବୀ

ପାଟନା,୨।୭: ରାଷ୍ଟ୍ରୀୟ ଜନତା ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜସ୍ବୀ ଯାଦବ ମଙ୍ଗଳବାର ଦ୍ୱିତୀୟ ଦିନରେ ବି ବିଧାନସଭାରେ ପହଞ୍ଚି ନାହାଁନ୍ତି। ଶୁକ୍ରବାର ବିହାର ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ତେଜସ୍ବୀ ଲଗାତାର ୨ ଦିନ ହେବ ଅନୁପସ୍ଥିତ ରହିବା ଆଲୋଚନାର ବିଷୟ ପାଲଟିଛି। ଗୋଟିଏ ପଟେ ବିରୋଧୀ ମସ୍ତିଷ୍କ ଜ୍ୱର ମୃତ୍ୟୁକୁ ନେଇ ନୀତୀଶ ସରକାରଙ୍କୁ ଘେରିଥିବା ବେଳେ ଅନ୍ୟପଟେ ତେଜସ୍ବୀଙ୍କ ଅନୁପସ୍ଥିତି ଆଉ ଏକ ଆଲୋଚନାର ବିଷୟ ପାଲଟିଯାଇଛି। ମସ୍ତିଷ୍କ ଜ୍ୱର ମୃତ୍ୟୁକୁ ନେଇ ଆର୍‌ଜେଡି ସ୍ବାସ୍ଥ୍ୟମନ୍ତ୍ରୀ ମଙ୍ଗଲ ପାଣ୍ଡେଙ୍କ ଇସ୍ତଫା ଦାବି କରିଛି।


All Right Reserved By Dharitri.Com

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ଜନାଦେଶ ଯାତ୍ରାରେ ବିରୋଧୀଙ୍କ ନିଆରା ପ୍ରତିବାଦ

ସାଙ୍ଗଲି,୧୭।୯: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କ ଜନାଦେଶ ଯାତ୍ରାକୁ ସ୍ବାଭିମାନୀ ଶେତକାରୀ ସଙ୍ଗଠନ(ଏସ୍‌ଏସ୍‌ଏସ୍‌) ପକ୍ଷରୁ ନିଆରା ପ୍ରତିବାଦ କରାଯାଇଛି। ସୋମବାର ମହାରାଷ୍ଟ୍ରର ସାଙ୍ଗଲୀ ଜିଲାରୁ ପ୍ରାୟ...

୧୧ ତିବ୍ବତୀୟ ଗିରଫ

ଚେନ୍ନାଇ,୧୨ା୧୦(ପି.ଟି.): ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ଙ୍କୁ ବିରୋଧ କରି ଚେନ୍ନାଇ ବିମାନ ବନ୍ଦର ଓ ସେ ରହିବାକୁ ଥିବା ଷ୍ଟାର ହୋଟେଲ ବାହାରେ ବିକ୍ଷୋଭ ପ୍ରଦର୍ଶନ...

ଆତଙ୍କବାଦୀଙ୍କ ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର ବିଫଳ: ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୧।୧୨: ଭାରତରେ ବଡ଼ ଧରଣର ଆକ୍ରମଣ କରିବା ପାଇଁ ଆତଙ୍କବାଦୀଙ୍କ ଏକ ଷଡ଼ଯନ୍ତ୍ର ବିଫଳ ହୋଇଛି। ଜମ୍ମୁ-କଶ୍ମୀରର ସୋପୋରରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି।...

ଜାନୁୟାରୀ ୧୦ରେ ଚଳିତ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ: ଲାଗୁ ହେବନି ସୁତକ

ନୂଆଦିଲ୍ଲୀ,୭।୧: ଚଳିତ ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ ଜାନୁୟାରୀ ୧୦ ତାରିଖ ମଧ୍ୟ ରାତ୍ରରେ ହେବ। ତେବେ ଏହା ଉପଛାୟା ଯୋଗୁ ହେଉଥିବାରୁ ଏହା ଭାରତରେ...

ଏଣିକି ଡ୍ରାଇଭରଙ୍କୁ ଶୋଇବାକୁ ଦେବ ନାହିଁ ଇସ୍ରାଏଲ ସେନ୍ସର ଡିଭାଇସ୍‌

ଲକ୍ଷ୍ନୌ,୧୫।୭: ରାଜ୍ୟରେ ବୃଦ୍ଧି ପାଇଥିବା ସଡ଼କ ଦୁର୍ଘଟଣାରୁ ବର୍ତ୍ତିବା ପାଇଁ ଉତ୍ତରପ୍ରଦେଶ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଗତ କିଛି ଦିନ ତଳେ...

ବିଚ୍ଛିନ୍ନତାବାଦୀଙ୍କ ସହିତ ହେବନି କୌଣସି ବୁଝାମଣା: ଶାହ

ନୂଆଦିଲ୍ଲୀ,୨୫।୬: ଜମ୍ମୁ-କଶ୍ମୀର ବିଚ୍ଛିନ୍ନତାବାଦୀ ନେତାଙ୍କ ସହିତ କୌଣସି ବୁଝାମଣା ହେବନି। ଯାହା ପୂର୍ବରୁ ହୋଇ ଆସୁଥିଲା ଏବେ ଆଉ ସେପରି କରାଯିବ ନାହିଁ। ଏନେଇ ସ୍ବରାଷ୍ଟ୍ର...

ଭର୍ତ୍ତୃହରିଙ୍କ ବାଗ୍‌ଦାଦ୍‌ ଯାତ୍ରା:ଏସିଆନ୍‌ ପାର୍ଲାମେଣ୍ଟାରୀ ଆସେମ୍ବ୍ଲିରେ ଯୋଗଦେବେ

ନୂଆଦିଲ୍ଲୀ: ଇରାକର ରାଜଧାନୀ ବାଗ୍‌ଦାଦ୍‌ରେ ଅନୁଷ୍ଠିତ ହେବାକୁ ଥିବା ଏସିଆନ୍‌ ପାର୍ଲାମେଣ୍ଟାରୀ ଆସେମ୍ବ୍ଲିରେ ଯୋଗଦେବା ଲାଗି ଭାରତ ପକ୍ଷରୁ କଟକ ଏମ୍‌ପି ଭର୍ତ୍ତୃହରି ମହତାବ ମଙ୍ଗଳବାର...

କାରଗିଲ୍‌ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜନାଥ ସିଂ

ଶ୍ରୀନଗର, ୨୬।୭: ଜମ୍ମୁ-କଶ୍ମୀରର ଦ୍ରାସ୍‌ରେ ଶୁକ୍ରବାର କାରଗିଲ ବିଜୟ ଦିବସର ୨୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ସାଧାରଣ ଲୋକଙ୍କଠାରୁ ଯବାନଙ୍କ...

Leave a comment

Your email address will not be published. Required fields are marked *