ଏହି ଅଭିନେତ୍ରୀଙ୍କ ସହ ହ୍ରିତିଙ୍କ ଅନ୍ତରଙ୍ଗ ଫଟୋ ଭାଇରାଲ ପରେ ହୋଇଥିଲା ହଙ୍ଗାମା

ବଲିଉଡର ସୁପରଷ୍ଟାର ହ୍ରିତିକ ରୋଶନଙ୍କ ଆଜି ଜନ୍ମଦିନ। ୨୦୦୦ର ହିଟ ଫିଲ୍ମ ‘କହୋନା ପ୍ୟାର୍‌ ହୈ’ ରୁ ସେ ବଲିଉଡରେ ଡେବ୍ୟୁ କରିଥିଲେ । ପରେ ହ୍ରିତିକ ସୁଜାନେ ଖାନଙ୍କୁ ବିବାହ କରିଥିଲେ। ତେବେ, ୨୦୧୪ରେ ଉଭୟଙ୍କ ଛାଡପତ୍ର ହୋଇଥିଲେ। ସେହି ସମୟରେ କୁହାଯାଇଥିଲା ଯେ, ସେମାନଙ୍କ ଛାଡପତ୍ର କାରଣ ହ୍ରିତିକ ଓ କଙ୍ଗନା ରାଣାଓ୍ବତଙ୍କର ପ୍ରେମ ସମ୍ପର୍କ । କିନ୍ତୁ ପରେ ଏହା କେବଳ ଗୁଜବ ପ୍ରମାଣିତ ହୋଇଥିଲା। ହ୍ରିତିକ ଏବଂ କଙ୍ଗନା ‘କାଇଟ୍‌ସ’ ଏବଂ ‘କ୍ରିଶ୍‌ ୩’ ରେ ଏକାଠି କାମ କରିଥିଲେ। ସେତେବେଳେ ଉଭୟଙ୍କ ସମ୍ପର୍କ ବିଷୟରେ ଖବର ଆସିଥିଲା। କଙ୍ଗନା ଏକ ସାକ୍ଷାତକାରରେ କହିଥିଲେ, ହ୍ରିତିକ ସୁଜାନେଙ୍କଠାରୁ ଅଲଗା ହେବା ପରେ ତାଙ୍କୁ ବିବାହ କରିବେ ବୋଲି କହିଥିଲେ। ଏହାର ଜବାବରେ ହ୍ରିତିକ କହିଥିଲେ ଯେ, କଙ୍ଗନାଙ୍କ ସହ ତାଙ୍କର କୌଣସି ସମ୍ପର୍କ ନାହିଁ। ସେ କଙ୍ଗନାଙ୍କୁ ଏକୁଟିଆ କେବେ ଭେଟି ନାହାନ୍ତି । ପରେ କଙ୍ଗନା ଏବଂ ହ୍ରିତିକଙ୍କର ଏ ଅନ୍ତରଙ୍ଗ ଫଟୋ ଲିକ୍‌ ହୋଇଥିଲା। ଫଟୋରେ ହ୍ରିତିକଙ୍କ ବାହୁରେ କଙ୍ଗନା ନଜର ଆସିଥିଲେ। ୨୦୧୩ ରୁ ୨୦୧୪ ମଧ୍ୟରେ ହ୍ରିତିକଙ୍କୁ ୧୦୦ ଟି ଇମେଲ ଆସିଥିଲା। କୁହାଯାଇଥିଲା ଯେ, ଏହି ଇମେଲଗୁଡିକ କଙ୍ଗନା ମେଲ୍‌ ଆଇଡିରୁ ପଠାଯାଇଥିଲା। କଙ୍ଗନା ଏକ ସାକ୍ଷାତକାରରେ ହ୍ରିତିକଙ୍କୁ ‘ନିର୍ବୋଧ ଏକ୍ସ’ କହିବା ପରେ ବିବାଦ ଆରମ୍ଭ ହୋଇଥିଲା। ପରେ ହ୍ରିତିକ୍‌ ତାଙ୍କୁ ଲିଗାଲ ନୋଟିସ ପଠାଇଲେ। ବର୍ତ୍ତମାନ ଏହାର ତଦନ୍ତ କ୍ରାଇମ ବ୍ରାଞ୍ଚ ଇଣ୍ଟେଲିଜେନ୍ସ ୟୁନିଟ ଦ୍ୱାରା କରାଯାଉଛି। ସେହି ମେଲଗୁଡିକରେ ଏହା ଲେଖାଯାଇଥିଲା , ‘ମୁଁ ପ୍ରତିଦିନ ସକାଳେ ଏହିପରି ଇମେଲ ପଠାଇ ବିରକ୍ତ ହୋଇଗଲିଣି। ଗତ କିଛି ମାସ ମଧ୍ୟରେ ଆମର ସମ୍ପର୍କ ନଷ୍ଟ ହୋଇଯାଇଛି । କିନ୍ତୁ ଯେତେବେଳେ ଆମେ ଦୁହେଁ ସମ୍ପର୍କକୁ ସଜାଡିଦେବା ସେତେବେଳେ ଜିନିଷଗୁଡ଼ିକ ବଦଳିବା ଆରମ୍ଭ କରିବ। ମୁଁ ମୋର ଯଥାସମ୍ଭବ ଚେଷ୍ଟା କରିବି ତୁମକୁ ଖୁସି ରଖିବାକୁ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri