ନୂଆଦିଲ୍ଲୀ,୧୦।୬: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ରିଲାଏନ୍ସ ନିପ୍ପନ ଲାଇଫ୍ ଇନ୍ସ୍ୟୁରାନ୍ସ ପକ୍ଷରୁ ବୋନସ ଘୋଷଣା କରାଯାଇଛି। ବିଶେଷକରି ୨୦୨୨-୨୩ ଆର୍ଥତ୍କ ବର୍ଷରେ କମ୍ପାନୀର ଅଂଶ ଗ୍ରହଣକାରୀ ପଲିସିଧାରୀଙ୍କ ପାଇଁ ମୋଟ ୩୪୪ କୋଟି ଟଙ୍କାର ବୋନସ ରାଶି ଘୋଷଣା ହୋଇଛି। ଏପରିକି ୨୦୨୧-୨୨ ଆର୍ଥତ୍କ ବର୍ଷ ତୁଳନାରେ ୬୫% ଅଭିବୃଦ୍ଧି ଲାଭ ଭାବେ ମୋଟ ୧୦୮ କୋଟି ଟଙ୍କା ବିତରଣ ସହ କମ୍ପାନୀ ୨୦୨୨-୨୩ ଆର୍ଥତ୍କ ବର୍ଷରେ ଏକ ଶକ୍ତିଶାଳୀ ଆର୍ଥତ୍କ ପ୍ରଦର୍ଶନ କରିପାରିଛି। ଏ ସମ୍ପର୍କରେ ରିଲାଏନ୍ସ ନିପ୍ପନ ଲାଇଫ୍ ଇନ୍ସ୍ୟୁରାନ୍ସର ଇଡି ତଥା ସିଇଓ ଆଶିଷ ବୋହରା କହିଥିଲେ, ଆମର ସମସ୍ତ ଗ୍ରାହକଙ୍କୁ ସମୃଦ୍ଧତା ଏବଂ ମାନସିକ ଶାନ୍ତି ପ୍ରଦାନ କରିବା ହେଉଛି ଆମର ମୂଳ ଉଦ୍ଦେଶ୍ୟ। ବିଶେଷକରି ୫.୬ ଲକ୍ଷରୁ ଅଧିକ ଗ୍ରାହକଙ୍କୁ ଲାଭ ପହଞ୍ଚାଉଥିବା ଏହି ବୋନସ ଘୋଷଣାକରି ଆମେ ବେଶ୍ ଉତ୍ସାହିତ।
ବଗିଚାରେ କାମ କରୁଥିବା ବେଳେ ୨ ଜଣଙ୍କୁ ଦଳିଦେଲା ଦନ୍ତା, ଜଣଙ୍କୁ ଦଳିଲା….
ଦିଗପହଣ୍ଡି,୨୨।୨(ଅଶେଷ ନାଥ ମିଶ୍ର): ଜଲମେରିପଲ୍ଲୀରେ ୨ ଜଣଙ୍କୁ ଦଳିଦେଲା ଦନ୍ତା । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ…
ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା
ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…
ବର୍ଷାରେ ଭିଜିବ ଉପକୂଳ ଓଡିଶା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ…
ଭୁବନେଶ୍ୱର, ୨୨।୨: ବଦଳିପାରେ ରାଜ୍ୟର ପାଣିପାଗ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି…
IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ
ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…
ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….
ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…
ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା
ନୂଆଦିଲ୍ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…
ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ
ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍ସୋ କୋର୍ଟ ଶନିବାର ନିର୍ଦ୍ଦେଶ…
ଗୁଜରାଟ ମଡେଲର ସ୍ଥିତି
ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…
Archives

