ନୂଆଦିଲ୍ଲୀ,୧୦।୬: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ରିଲାଏନ୍ସ ନିପ୍ପନ ଲାଇଫ୍ ଇନ୍ସ୍ୟୁରାନ୍ସ ପକ୍ଷରୁ ବୋନସ ଘୋଷଣା କରାଯାଇଛି। ବିଶେଷକରି ୨୦୨୨-୨୩ ଆର୍ଥତ୍କ ବର୍ଷରେ କମ୍ପାନୀର ଅଂଶ ଗ୍ରହଣକାରୀ ପଲିସିଧାରୀଙ୍କ ପାଇଁ ମୋଟ ୩୪୪ କୋଟି ଟଙ୍କାର ବୋନସ ରାଶି ଘୋଷଣା ହୋଇଛି। ଏପରିକି ୨୦୨୧-୨୨ ଆର୍ଥତ୍କ ବର୍ଷ ତୁଳନାରେ ୬୫% ଅଭିବୃଦ୍ଧି ଲାଭ ଭାବେ ମୋଟ ୧୦୮ କୋଟି ଟଙ୍କା ବିତରଣ ସହ କମ୍ପାନୀ ୨୦୨୨-୨୩ ଆର୍ଥତ୍କ ବର୍ଷରେ ଏକ ଶକ୍ତିଶାଳୀ ଆର୍ଥତ୍କ ପ୍ରଦର୍ଶନ କରିପାରିଛି। ଏ ସମ୍ପର୍କରେ ରିଲାଏନ୍ସ ନିପ୍ପନ ଲାଇଫ୍ ଇନ୍ସ୍ୟୁରାନ୍ସର ଇଡି ତଥା ସିଇଓ ଆଶିଷ ବୋହରା କହିଥିଲେ, ଆମର ସମସ୍ତ ଗ୍ରାହକଙ୍କୁ ସମୃଦ୍ଧତା ଏବଂ ମାନସିକ ଶାନ୍ତି ପ୍ରଦାନ କରିବା ହେଉଛି ଆମର ମୂଳ ଉଦ୍ଦେଶ୍ୟ। ବିଶେଷକରି ୫.୬ ଲକ୍ଷରୁ ଅଧିକ ଗ୍ରାହକଙ୍କୁ ଲାଭ ପହଞ୍ଚାଉଥିବା ଏହି ବୋନସ ଘୋଷଣାକରି ଆମେ ବେଶ୍ ଉତ୍ସାହିତ।
ମାଇକ୍ରୋସଫ୍ଟ ଆଉଟେଜ୍ ଯୋଗୁ କ୍ଷତି ସହିଛନ୍ତି କି? କମ୍ପାନୀ ଦେଉଛି ୧୦୦% ପର୍ଯ୍ୟନ୍ତ କ୍ରେଡିଟ୍, ଜାଣନ୍ତୁ କ୍ଲେମ୍ କରିବାର …
ନୂଆଦିଲ୍ଲୀ,୧୫।୧୧: ପ୍ରାୟ ୩୬ ଘଣ୍ଟା ଧରି ମାଇକ୍ରୋସଫ୍ଟ ସର୍ଭିସ୍ ପ୍ରଭାବିତ ହେବା ପରେ ବର୍ତ୍ତମାନ ସେବାଗୁଡ଼ିକ ସ୍ୱାଭାବିକ ହୋଇଯାଇଛି। ମାଇକ୍ରୋସଫ୍ଟରେ ଦେଖାଯାଇଥିବା ଏକ ବୈଷୟିକ ତ୍ରୁଟି କାରଣରୁ…
ଛତ୍ରପୁର ପୌରପରିଷଦରେ ବଢ଼ୁଛି ଅବ୍ୟବସ୍ଥା! ଉପାଧ୍ୟକ୍ଷ ଓ କାଉନସିଲରଙ୍କ ଅସନ୍ତୋଷ
ଛତ୍ରପୁର,୧୫ା୧୧(ଦିଲ୍ଲୀପି ସାମଲ ): ଛତ୍ରପୁର ପୌରପରିଷଦରେ ଦିନକୁ ଦିନ ପ୍ରଶାସନିକ ଅବ୍ୟବସ୍ଥା ବୃଦ୍ଧି ପାଉଥିବା ବେଳେ ସରକାରୀ ଅର୍ଥର ବିନିଯୋଗକୁ ନେଇ ଉଠିଛି ସାଂଘାତିକ ପ୍ରଶ୍ନ ।…
ହାତୀପଲରୁ ଅଲଗା ହୋଇଥିବା ଅସୁସ୍ଥ ଛୁଆ ହାତୀର ମୃତ୍ୟୁ
ଖଲ୍ଲିକୋଟ,୧୫ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବନ ବିଭାଗ ଅଧୀନ ଭାଲେରି ପାହାଡ଼ରେ ହାତୀପଲରୁ ଅଲଗା ହୋଇଯାଇଥିଲା ଛୁଆ ହାତୀର ରବିବାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।…
କଂଗ୍ରେସ ବିଧାୟକଙ୍କ ହାଇଭୋଲଟେଜ୍ ଡ୍ରାମା! ମାଇକ୍ ଫିଙ୍ଗିଲେ, ଚେୟାର…
ନୂଆଦିଲ୍ଲୀ,୧୫ା୧୧: ଉତ୍ତରାଖଣ୍ଡରେ ଜଣେ କଂଗ୍ରେସ ବିଧାୟକଙ୍କ ହାଇଭୋଲଟେଜ୍ ଡ୍ରାମାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି । ପିଥୋରାଗଡ଼ରେ ଆୟୋଜିତ ଜୌଲଜୀବୀ ମେଳାର ମଞ୍ଚରେ ବିଧାୟକ…
ଗଞ୍ଜାମ ବିଇଓଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର
ଗଞ୍ଜାମ,୧୫ା୧୧(ବିଦ୍ୟାଧର ସାହୁ): ୟୁନିଟ୍-୩ ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲରେ ଆୟୋଜିତ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହରେ ପୁରସ୍କୃତ ହୋଇଛନ୍ତି ଗଞ୍ଜାମ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ସରୋଜ…
ନ୍ୟୁଜିଲାଣ୍ଡ ମାଟିରେ ରୋହିତ-ବିରାଟଙ୍କ ଶେଷ ଦିନିକିଆ! ଭାବବିହ୍ୱଳ ହୋଇ ଫ୍ୟାନ୍ସଙ୍କୁ କହିଲେ…
ନୂଆଦିଲ୍ଲୀ,୧୫।୧୧: ନ୍ୟୁଜିଲାଣ୍ଡ ମାଟିରେ ଶେଷ ଥର ପାଇଁ ଦିନିକିଆ ମ୍ୟାଚ୍ ଖେଳିଛନ୍ତି ଭାରତୀୟ କ୍ରିକେଟ୍ ଦଳର ଦୁଇ ଷ୍ଟାର୍ ବ୍ୟାଟର୍ ରୋହିତ ଶର୍ମା ଓ ବିରାଟ କୋହଲି…
ସିନୁ-ତ୍ରିଶଙ୍କଙ୍କୁ ଗୁରୁଦାୟିତ୍ୱ ଦେଲା ବିଜେଡି, ନବୀନଙ୍କୁ କୃତଜ୍ଞତା ଜଣାଇ…
ରିଷିଡ଼ା,୧୫ା୧୧(ସୁଶାନ୍ତ ମଲ୍ଲିକ): ଜିଲା ବିଜୁ ଯୁବ ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ପଞ୍ଚାୟତ ସମିତି ସଭ୍ୟ ତଥା ଯୁବନେତା…
ଧାନମଣ୍ଡି ଖୋଲିନି, ମାତିଲେଣି ବେପାରୀ
ବରଗଡ଼,୧୫।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍ ଧାନ ଅମଳ ପ୍ରକ୍ରିୟା ଜୋର୍ ଧରିଛି। ଜିଲାର ଉଭୟ ଜଳସେଚିତ ଏବଂ ଅଣଜଳସେଚିତ ଅଞ୍ଚଳରେ ଚାଷୀମାନେ ଅମଳ କାର୍ଯ୍ୟରେ ଲାଗି ପଡ଼ିଛନ୍ତି।…

