Posted inଜାତୀୟ

ରାଜସ୍ଥାନରୁ ରାଜ୍ୟ ସଭା ଯିବେ ମନମୋହନ

ନୂଆଦିଲ୍ଲୀ,୩ା୭ (ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ମନମୋହନ ସିଂ ରାଜସ୍ଥାନରୁ ରାଜ୍ୟ ସଭାକୁ ଯିବେ। କଂଗ୍ରେସ ପକ୍ଷରୁ ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରଦେଶ ଭାଜପା ସଭାପତି ମଦନ ଲାଲ ସାଇନିଙ୍କ ପରଲୋକ ପରେ ଆସନଟି ଖାଲିପଡ଼ିଥିଲା। ଗତବର୍ଷ ଭାଜପା ରାଜ୍ୟରେ କ୍ଷମତାରେ ଥିବାବେଳେ ସାଇନି ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ। ଏବେ କଂଗ୍ରେସ ବିଧାନସଭାରେ କଂଗ୍ରେସ ସଂଖ୍ୟାଗରିଷ୍ଠ ଅଛି। ଏଠାରୁ ରାଜ୍ୟ ସଭା ଲାଗି ପ୍ରାର୍ଥୀ ହେବାକୁ ମନମୋହନ ସିଂଙ୍କ ନାମ କଂଗ୍ରେସ ଚୂଡ଼ାନ୍ତ କରିଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏନେଇ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ସାକ୍ଷାତ କରିବା ପରେ ମନମୋହନଙ୍କ ବାସଭବନକୁ ଯାଇ ଭେଟିଥିଲେ।


All Right Reserved By

ଜିଦ୍‌ରେ ଅଟଳ ବିଦ୍ରୋହୀ ବିଧାୟକ: କହିଲେ, ଆସ୍ଥା ଭୋଟରେ ଗୃହକୁ ଯିବାର ପ୍ରଶ୍ନ ଉଠୁନି

ମୁମ୍ବାଇ, ୧୭।୭: ବିଦ୍ରୋହୀ ବିଧାୟକଙ୍କ ଇସ୍ତଫା ବାବଦରେ ବାଚସ୍ପତି ଶେଷ ନିଷ୍ପତ୍ତି ନେବେ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଏହାସହ ଇସ୍ତଫା ଦେଇଥିବା ୧୫ଜଣ ବିଧାୟକମାନଙ୍କୁ...

ଏମିତି ଇଦ୍‌ ପାଳିଲେ ନୌଶାଦ୍‌, ଲୋକେ କହିଲେ ବାଃ ବାଃ

ଥିରୁଭାନନ୍ତପୁରମ୍‌,୧୨।୮: ଦେଶର ଚାରି ରାଜ୍ୟ କେରଳ, କର୍ନାଟକ, ମହାରାଷ୍ଟ୍ର ଏବଂ ଗୁଜରାଟରେ ବନ୍ୟା ପରିସ୍ଥିତି ଅସମ୍ଭାଳ ହୋଇଛି। ଏହି ୪ଟି ରାଜ୍ୟରେ ବନ୍ୟା ଯୋଗୁ ୧୭୪ଜଣଙ୍କ...

ଆସାମ ବନ୍ୟା ପୀଡ଼ିତଙ୍କୁ ରନ୍ଧାଖାଦ୍ୟ ବାଣ୍ଟୁଛନ୍ତି ଭାଜପା ବିଧାୟକ: ଭିଡ଼ିଓ ଭାଇରାଲ

ଗୋଳାଘାଟ,୧୬।୭: ଆସାମରେ ବନ୍ୟା ଯୋଗୁ ସାଧାରଣ ଜୀବନଯାତ୍ରା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ବନ୍ୟା ପୀଡ଼ିତଙ୍କୁ ରିଲିଫ୍‌ ପ୍ରଦାନ ଜାରି ରହିଛି। ତେବେ ଗୋଳାଘାଟ...

ଏଏନ୍‌-୩୨ବିମାନ ଦୁର୍ଘଟଣା: ଏବେବି ଫସି ରହିଛନ୍ତି ଉଦ୍ଧାରକାରୀ ଦଳ

ନୂଆଦିଲ୍ଲୀ,୨୯।୬: ଭାରତୀୟ ବାୟୁସେନାର ଏଏନ୍‌-୩୨ ବିମାନ ଦୁର୍ଘଟଣା ହେବା ପରେ ଏଥିରେ ଥିବା ୧୩ ଜଣ ସଦସ୍ୟଙ୍କର ମୃତ୍ୟୁ ହୋଇଥିଲା। ୯ ଦିନ ପରେ ଦୁର୍ଘଟଣାଗ୍ରସ୍ତ...

କ୍ୟାବିନେଟ ବୈଠକରେ ମୋବାଇଲ ଫୋନ୍‌ ବାରଣ କଲେ ଉତ୍ତର ପ୍ରଦେଶ ସରକାର

ଲକ୍ଷ୍ନୌ,୧।୬: ଏଥର ଅଫିସିଆଲ୍‌ ମିଟିଙ୍ଗ ସହ କ୍ୟାବିନେଟ ବୈଠକରେ କୌଣସି ମନ୍ତ୍ରୀ ମୋବାଇଲ ଫୋନ୍‌ ବ୍ୟବହାର କରିପାରିବେ ନାହିଁ ବୋଲି ଶନିବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ...

ପୋଲିସକୁ ସଫଳତା: ସୁକମାରେ ଲକ୍ଷେ ଟଙ୍କିଆ ମାଓବାଦୀ ମୃତ

ସୁକମା,୨୭।୬: ଛତିଶଗଡ଼ର ସୁକମା ଜିଲାରେ ଗୁରୁବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଲକ୍ଷେ ଟଙ୍କା ମୁଣ୍ଡ ଜାମିନ ଘୋଷଣା ଥିବା ମାଓବାଦୀଙ୍କ...

ମଞ୍ଚରେ ଦର୍ଶକଙ୍କ ମନ ମୋହିଲେ ଭାଜପା ଏମ୍‌ପି ହେମା

ମଥୁରା,୩।୮: ଛୁଲଣ ଉତ୍ସବ ଅବସରରେ ବୃନ୍ଦାବନର ଶ୍ରୀ ରାଧା ରମଣ ମନ୍ଦିରରେ ଭାଜପା ଏମ୍‌ପି ତଥା ବଲିଉଡ ନାୟିକା ହେମାମାଳିନୀଙ୍କ ନୃତ୍ୟରେ ବିଭୋର ହୋଇଛନ୍ତି ଦର୍ଶକେ।...

ପାକିସ୍ତାନକୁ ଚେତାଇଲା ଭାରତ :ଆତଙ୍କବାଦ ବିରୋଧରେ ଶକ୍ତ ହୁଅ

ନୂଆଦିଲ୍ଲୀ,୨୩ା୬(ପି.ଟି.) : ପାକିସ୍ତାନ ଆତଙ୍କବାଦ ବିରୋଧରେ ଶକ୍ତହୋଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭାରତ କହିଛି। ଆତଙ୍କବାଦୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ଓ ସେମାନଙ୍କୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *