Posted inଜାତୀୟ

୨ ବର୍ଷ ମଧ୍ୟରେ ୬ ଶହ ଦୁର୍ନୀତିଗ୍ରସ୍ତ ଠକ ଅଫିସରଙ୍କୁ ଦଣ୍ଡିତ କରିଛନ୍ତି ଯୋଗୀ ସରକାର

ଲକ୍ଷ୍ନୌ,୩।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଗତ ୨ ବର୍ଷ ମଧ୍ୟରେ ୬ ଶହ ଦୁର୍ନୀତିଗ୍ରସ୍ତ ଠକ ଅଫିସରଙ୍କୁ ଦଣ୍ଡିତ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨ ଶହରୁ ଅଧିକ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ୪ ଶହଙ୍କୁ ନିଲମ୍ବିତ କିମ୍ବା ନିମ୍ନ ପଦବୀରେ ନିଯୁକ୍ତ କରାଯାଇଛି। ସେହିପରି ୧୫୦ ଜଣଙ୍କର ଯାଞ୍ଚ୍‌ ଜାରି ରହିଛି। ରାଜ୍ୟ ସ୍ବରାଷ୍ଟ୍ର ବିଭାଗରେ ଏଭଳି ସର୍ବାଧିକ ୫୧ ଜଣ ଅଫିସରଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେହିପରି ରାଜସ୍ବ ବିଭାଗର ୩୬, ଶ୍ରମ ବିଭାଗର ୧୬, ବନ୍ୟ ବିଭାଗ ୧୧ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରାଯାଇଛି। ଶକ୍ତି ବିଭାଗର ସର୍ବାଧିକ ୧୬୯ ଜଣଙ୍କୁ ନିମ୍ନ ପଦରେ ନିଯୁକ୍ତ କରାଯାଇଥିବା କୁହାଯାଉଛି। ଇତିମଧ୍ୟରେ ଦୁର୍ନୀତିଗ୍ରସ୍ତ ଠକ ଅଫିସରଙ୍କ ନୂଆ ତାଲିକା ପ୍ରସ୍ତୁତି ପାଇଁ ଯୋଗୀ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।


All Right Reserved By Dharitri.Com

ତାଜମହଲ ବୁଲିଲେ ମଙ୍ଗୋଲିଆ ରାଷ୍ଟ୍ରପତି

ଆଗ୍ରା,୨୧।୯: ମଙ୍ଗୋଲିଆ ରାଷ୍ଟ୍ରପତି ଖଲ୍ଟମାଗିନ ବଟୁଲଗା ୫ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଶନିବାର ସେ ଓ ତାଙ୍କ ସ୍ତ୍ରୀ ଆଗ୍ରାର ତାଜମହଲ ବୁଲି ଦେଖିଛନ୍ତି।...

ଏୟାର ମାର୍ଶଲ ଆର୍‌. କେ.ଏସ୍‌. ଭଦୋରିୟା ହେଲେ ନୂଆ ବାୟୁସେନା ଅଧ୍ୟକ୍ଷ

ନୂଆଦିଲ୍ଲୀ,୩୦।୯: ଏୟାର ମାର୍ଶଲ ଆର୍‌. କେ.ଏସ୍‌. ଭଦୋରିୟା ନୂଆ ବାୟୁସେନା ଅଧ୍ୟକ୍ଷ ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବି.ଏସ୍‌. ଧନୋଆଙ୍କ ଅବସର ଗ୍ରହଣ ପରେ...

ବାଡ଼ ଖାଉଛି କ୍ଷେତ: ହାଫିଜ୍‌ ସଇଦ୍‌ଙ୍କୁ ପାଣ୍ଠି ଯୋଗାଣ ମାମଲାରେ ୩ ଏନ୍‌ଆଇଏ ଅଧିକାରୀଙ୍କ ବିରୋଧରେ କୋଟି କୋଟି ଟଙ୍କାର ଲାଞ୍ଚ ଅଭିଯୋଗ

ନୂଆଦିଲ୍ଲୀ,୨୦।୮: ଦେଶର ଆଇନ ବ୍ୟବସ୍ଥା ନେଇ ସାଧାରଣରେ ପ୍ରଶ୍ନ ଉଠିବାରେ ଲାଗିଛି। ବାଡ଼ କ୍ଷେତକୁ ଜଗିବା ବଦଳରେ ଖାଇ ଚାଲିିଛି। ଏବେ ଆତଙ୍କବାଦୀ ହାଫିଜ୍‌ ସଇଦ୍‌ଙ୍କୁ...

ବଜାରରେ ମୋଦି ଆଇସ୍‌କ୍ରିମ୍‌: ମିଳୁଛି ୫୦ ପ୍ରତିଶତ ରିହାତି

ଅହମ୍ମଦାବାଦ୍‌,୨୯।୫: ନରେନ୍ଦ୍ର ମୋଦି ମେ ୩୦ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଏନେଇ ଗୁଜରାଟ ସୁରଟର ଏକ ଆଇସ୍‌କ୍ରିମ୍‌ ପାର୍ଲରରେ ମୋଦିଙ୍କ ମୁହଁ ଆକୃତିର ଆଇସ୍‌କ୍ରିମ୍‌...

ଜେଓ୍ବର ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ: ସରକାରୀ କ୍ଷତିପୂରଣ ନେଇ ଚାଷୀ ଅମଙ୍ଗ; ୪୧ ଗିରଫ

ଲକ୍ଷ୍ନୌ,୫।୧୦: ଉତ୍ତରପ୍ରଦେଶ ଜେଓ୍ବରରେ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ନେଇ ସ୍ଥାନୀୟ ଚାଷୀ ଏବଂ ପ୍ରଶାସନ ମୁହାଁମୁହିଁ ହୋଇଛନ୍ତି। ଜମି ଅଧିଗ୍ରହଣରେ ନିଜର ଜମି ହରାଉଥିବା...

ଛାତ୍ରୀଛାତ୍ରଙ୍କୁ ସଂସ୍କୃତ ଶ୍ଳୋକ ପଢ଼ାଇଲେ ଥମିବ ବଳାତ୍କାର: ମହାରାଷ୍ଟ୍ର ରାଜ୍ୟପାଳ

ନାଗପୁର,୨୦।୧୨: ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ଏକ ଅଜବ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଛାତ୍ରୀଛାତ୍ରଙ୍କୁ ସଂସ୍କୃତ ଶ୍ଳୋକ ପଢାଇଲେ ବଳାତ୍କାର ଥମିଯିବ ବୋଲି...

ଭାଜପା ବରିଷ୍ଠ ନେତା ଜିବିଏଲ୍‌ ନରସିଂହ ରାଓଙ୍କ ଉପରକୁ ଜୋତା ମାଡ଼

ନୂଆଦିଲ୍ଲୀ,୧୮।୪: ଭାଜପାର ବରିଷ୍ଠ ନେତା ଜିବିଏଲ୍‌ ନରସିଂହ ରାଓଙ୍କ ଉପରକୁ ଜୋତା ମାଡ଼ ହୋଇଛି। ଦିଲ୍ଲୀସ୍ଥିତ ଭାଜପାର ମୁଖ୍ୟାଳୟରେ ନରସିଂହ ଅନ୍ୟ ଜଣେ ଦଳୀୟ ସଦସ୍ୟ...

ସରୟୁ ନଦୀରେ ଓଲଟିଲା ଡଙ୍ଗା: ୧୭ ନିଖୋଜ, ୪ ମୃତ

ଲକ୍ଷ୍ନୌ,୨୮।୭: ଉତ୍ତର ପ୍ରଦେଶର ବହରାଇଚଠାରେ ସରୟୁ ନଦୀରେ ରବିବାର ଏକ ଡଙ୍ଗା ବୁଡିି ଯିବା ଫଳରେ ୧୭ ଜଣ ନିଖୋଜ ଥିବା ବେଳେ ୪ ଜଣଙ୍କ...

Leave a comment

Your email address will not be published. Required fields are marked *