Posted inଜାତୀୟ

ପରିବେଶ ସୁରକ୍ଷା ପାଇଁ ମଣିପୁର ସରକାରଙ୍କୁ ଶହେ କୋଟି ଜମା କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୩।୭: ପରିବେଶ ସୁରକ୍ଷା ପାଇଁ ସୁପ୍ରିମ୍‌କୋର୍ଟ ମଣିପୁର ସରକାରଙ୍କୁ ଶହେ କୋଟି ଜମା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଂରକ୍ଷଣ ଏବଂ ପୁନର୍ସ୍ଥାପନା କୋଷରେ ଏହା ଜମା କରିବାକୁ ରାଜ୍ୟ ସରକାରଙ୍କୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅର୍ଥଙ୍କୁ ରାଜ୍ୟର ପରିବେଶ ସୁରକ୍ଷା କ୍ଷେତ୍ରରେ ବିନିଯୋଗ କରାଯିବ ବୋଲି କୁହାଯାଉଛି।


All Right Reserved By Dharitri.Com

ଶର୍ଟସ୍‌ ପିନ୍ଧିଲେ ଇମାମ୍‌ବାଡ଼ାରେ ପ୍ରବେଶ ପାଇଁ ମିଳିବନି ଅନୁମତି

ଲକ୍ଷ୍ନୌ,୩୦।୬: ଏଣିକି ଶାଳୀନତା ପୂର୍ଣ୍ଣ ପୋଷାକ ପିନ୍ଧିଲେ ହିଁ ପର୍ଯ୍ୟଟକଙ୍କୁ ଲକ୍ଷ୍ନୌର ଇମାମ୍‌ବାଡ଼ାରେ ପ୍ରବେଶ ଅନୁମତି ମିଳିବ। କେତେକ ପର୍ଯ୍ୟଟକ ଶର୍ଟସ୍‌ ପିନ୍ଧି ଇମାମ୍‌ବାଡ଼ା ଦେଖିବାକୁ...

ହଠାତ୍‌ ମନ୍ଦିରରେ ଜଳିଗଲେ ମହିଳା: ସ୍ବାସ୍ଥ୍ୟାବସ୍ଥା ଗୁରୁତର

ହୁବଳି,୨୦।୬: କର୍ନାଟକର ହୁବଳିରୁ ଏକ ଲୋମଟାଙ୍କୁରା ଦୃଶ୍ୟ ସାମ୍ନାକୁ ଆସିଛି। ଉକ୍ତ ସହରରେ ଥିବା ବିଶ୍ୱନାଥ ମନ୍ଦିରରେ ଜଣେ ମହିଳା ପୂଜା କରୁଥିବା ସମୟରେ ହଠାତ୍‌...

ଦୁର୍ଗାମଣ୍ଡପରେ ଆଜାନ ପରିବେଷଣକୁ ନେଇ ଆସିଲା ଅଭିଯୋଗ

କୋଲକାତା,୭।୧୦: କୋଲକାତାରେ ଆମେ ଅଲଗା ନୁହେଁର ଏକ ବାର୍ତ୍ତା ନେଇ ଆୟୋଜକମାନେ ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ସଦ୍‌ଭାବନା ଜାଗ୍ରତ କରିବା ପାଇଁ ନିଆରା ପଦକ୍ଷେପ ଆପଣାଇଛନ୍ତି।...

ମୁଖ୍ୟମନ୍ତ୍ରୀ ୟେଦୁରପ୍ପାଙ୍କୁ ଭେଟିଲେ ଅଯୋଗ୍ୟ ଘୋଷିତ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକର ଅଯୋଗ୍ୟ ଘୋଷିତ ବିଧାୟକ ଡ. ସୁଧାକର ଶନିବାର ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପାଙ୍କୁ ଭେଟିଛନ୍ତି। ତେବେ ସେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ...

ଜୟପୁରରେ ଫିଲ୍ମ ‘ପାନିପତ’କୁ ବିରୋଧ

ଜୟପୁର,୯।୧୨: ବଡ଼ ପରଦାରେ ଫିଲ୍ମ ‘ପାନିପତ’ ରିଲିଜ୍‌ ହୋଇଛି। ରିଲିଜ୍‌ ପରେ ବି ଏହାକୁ ବିଭିନ୍ନ ସ୍ଥାନରେ ବିରୋଧ କରାଯାଉଛି। ରାଜସ୍ଥାନର ଜୟପୁର ଓ ଉତ୍ତରପ୍ରଦେଶର...

ବିକ୍ରମ ଭାଙ୍ଗିନି, ଢଳିରହିଛି

ବେଙ୍ଗାଲୁରୁ/ଚେନ୍ନାଇ,୧୦ା୯: ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ବିକ୍ରମ ସୂକ୍ଷ୍ମ ଅବତରଣ କରିବାରେ ବିଫଳ ହୋଇଥିଲେ ହେଁ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଆଶା ହରାଇନାହିଁ।...

ସିଆଚେନ୍‌-ଡୋକଲାମ୍‌ରେ ଭୋକରେ ରହୁଛନ୍ତି ଯବାନ: ମିଳୁନି ଖାଦ୍ୟ ପଦାର୍ଥ

ନୂଆଦିଲ୍ଲୀ,୪।୨: ଭାରତ-ଚାଇନା ସୀମାରେ ସମୁଦ୍ର ପତ୍ତନଠାରୁ ୯ ହଜାରରୁ ଅଧିକ ଫୁଟ ଉଚ୍ଚରେ ଦେଶ ସୁରକ୍ଷାରେ ସେନା ଯବାନ ମୁତୟନ ରହିଛନ୍ତି। ଏଠାରେ ଥିବା ସିଆଚେନ୍‌...

ମୋଦି ସରକାରଙ୍କୁ ସୋନିଆଙ୍କ ଟାର୍ଗେଟ:ଆତଙ୍କର ପରିବେଶ ସୃଷ୍ଟି କରି ନ ଥିଲେ ରାଜୀବ

ନୂଆଦିଲ୍ଲୀ,୨୩ା୮(ପି.ଟି.):୧୯୮୪ ନିର୍ବାଚନରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ବୃହତ୍‌ ଜନାଦେଶ ପାଇ କ୍ଷମତାସୀନ ହୋଇଥିଲେ। ହେଲେ ସେ ତାକୁ ନେଇ କେବେ ଆତଙ୍କର ପରିବେଶ ସୃଷ୍ଟି...

Leave a comment

Your email address will not be published. Required fields are marked *