Posted inଜାତୀୟ

ଦେଶଦ୍ରୋହ ଆଇନ ଉଚ୍ଛେଦ କରିବେନି ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୩।୭: ଭାରତୀୟ ଦଣ୍ଡ ସଂହିତା(ଆଇପିସି)ଅନ୍ତର୍ଗତ ଦେଶଦ୍ରୋହ ଆଇନକୁ କେନ୍ଦ୍ର ସରକାର ଉଚ୍ଛେଦ କରିବେ ନାହିଁ। ଏନେଇ ରାଜ୍ୟସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ ଭାବେ ଉତ୍ତର ଉପସ୍ଥାପନ କରାଯାଇଛି। ଦେଶଦ୍ରୋହୀ, ଆତଙ୍କବାଦୀ ତଥା ବିଚ୍ଛିନ୍ନତାବାଦୀଙ୍କଠାରୁ ଦେଶକୁ ଦେଶକୁ ସୁରକ୍ଷିତ ରଖିବା ପାଇଁ ଏହି ଆଇନ ଅପରିହାର୍ଯ୍ୟ। କଂଗ୍ରେସ ପକ୍ଷରୁ ୨୦୧୯ ଲୋକ ସଭା ନିର୍ବାଚନରେ ଏହାର ଘୋଷଣା ପତ୍ରରେ ଦେଶଦ୍ରୋହ ଆଇନ ଉଚ୍ଛେଦ କରିବା ଲାଗ ପ୍ରତିଶ୍ରୁତି ଦିଆଯାଇଥିଲା। ଆଇପିସି ଧାରା ୧୨୪-କ ଅନ୍ତର୍ଗତ ବ୍ରିଟିଶ୍‌ ସମୟରୁ ପ୍ରଚଳିତ ଏହି ଆଇନର ଉଚ୍ଛେଦ କରାଯିବାର ଯୋଜନା ରହିଛି କି ନାହିଁ ପ୍ରଶ୍ନର ଉତ୍ତରରେ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏହି ସୂଚନା ଦେଇଛନ୍ତି।


All Right Reserved By

ଗୋଟିଏ ବାଲ୍ଟି ପାଣି ପାଇଁ ଗଲା ଜୀବନ

ଶ୍ରୀକାକୁଲମ, ୧୬।୭: ଦେଶର ଅଧିକାଂଶ ଅଞ୍ଚଳରେ ମୌସୁମୀ ଆସିବାରେ ବିଳମ୍ବ ଯୋଗୁ ପାଣିର ଘୋର ଅଭାବ ଦେଖାଦେଇଛି। ପାଣିପାଇଁ ଲୋକେ ଡହଳବିକଳ ହେଉଛନ୍ତି। ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ...

ଜଷ୍ଟିସ୍‌ ସିକ୍ରି ସିଙ୍ଗାପୁର ଅନ୍ତର୍ଜାତୀୟ ବାଣିଜ୍ୟ କୋର୍ଟର ବିଚାରପତି

ନୂଆଦିଲ୍ଲୀ,୧୬ା୭(ପି.ଟି.): ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଏ.କେ. ସିକ୍ରି ସିଙ୍ଗାପୁର ଅନ୍ତର୍ଜାତୀୟ ବାଣିଜ୍ୟ କୋର୍ଟ (ଏସ୍‌ଆଇସିସି)ର ବିଚାରପତି ନିଯୁକ୍ତ ହୋଇଛନ୍ତି। ସେ ଅଗଷ୍ଟ ୧ରୁ ଜଣେ...

ଭାଜପା ଏମ୍‌ପିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ବୁଥ୍‌କୁ ଯିବା ଉପରେ ଲାଗିଲା କଟକଣା

ବୁଲନ୍ଦସହର,୧୮।୪: ଉତ୍ତରପ୍ରଦେଶରେ ୮ଟି ଆସନ ପାଇଁ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ଏହି ନିର୍ବାଚନ ସମୟରେ କେତେକ ସ୍ଥାନରେ ନିର୍ବାଚନୀ...

୫ଲକ୍ଷର ନକଲି ନୋଟ ଜବତ, ଜଣେ ଗିରଫ

ନୂଆଦିଲ୍ଲୀ,୧୧।୬: ଦିଲ୍ଲୀ ପୋଲିସର ସ୍ପେଶିଆଲ ସେଲ୍‌ ନକଲି ନୋଟକୁ ଜବତ କରିଛି। ବାଂଲାଦେଶରୁ ଦିଲ୍ଲୀକୁ ଆସିଥିବା ୫ଲକ୍ଷ ନକଲି ନୋଟକୁ ଜବତ କରିବା ସହ ଏଥିରେ...

ଦିଲ୍ଲୀ ପୋଲିସ୍‌ର ୨ କନେଷ୍ଟବଳ: ରକ୍ତଦାନ କରିବା ତାଙ୍କର ନିଶା

ନୂଆଦିଲ୍ଲୀ,୧।୭: ରକ୍ତଦାନ ହେଉଛି ମହତ୍‌ ଦାନ। ଏନେଇ ଦେଶରେ ସଚେତନତା ଜାରି ରହିଛି। ତେବେ ଦିଲ୍ଲୀ ପୋଲିସ୍‌ର ୨ କନେଷ୍ଟବଳ ଦୀର୍ଘ ବର୍ଷ ଧରି ରକ୍ତଦାନ...

ଖୁବ୍‌ଶୀଘ୍ର ଐଶ୍ୱର୍ଯ୍ୟାଙ୍କୁ ଘରକୁ ଆଣି ପାରନ୍ତି ତେଜ ପ୍ରତାପ

ପାଟନା,୨।୫: ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ଜେତ ପ୍ରତାପ ଯାଦବ ତାଙ୍କ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କୁ ଘରକୁ ଫେରାଇ ଆଣିବେ ବୋଲି ସୂଚନା ମିଳିଛି।...

ଯୌତୁକ ପାଇଁ ଶିବାଙ୍ଗୀ ଫେରାଇ ଦେଇଥିଲେ ବରଯାତ୍ରୀ: ଏବେ ବିବାହ ପାଇଁ ଯୁବକଙ୍କ ଲମ୍ବା ଲାଇନ୍‌

ଗ୍ବାଲିୟର,୨୧।୪: କିଛି ମାସ ତଳେ ଯୌତୁକ ପାଇଁ ମଧ୍ୟପ୍ରଦେଶ ଗ୍ବାଲିୟରର ଶିବାଙ୍ଗୀ ତାଙ୍କ ଘରକୁ ଆସିଥିବା ବରଯାତ୍ରୀଙ୍କୁ ଫେରାଇ ଦେଇଥିଲେ। ଏହା ପରେ ଶିବାଙ୍ଗୀ ନିଜ...

ମମତା ‘ରାମ ନାମ’ ନେଲେ ଖରାପ ଶକ୍ତିର ପ୍ରଭାବ କମିଯିବ: ଭାଜପା ନେତା

ନୂଆଦିଲ୍ଲୀ,୩।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ଭାଜପା ଟାର୍ଗେଟରେ। ଜୟ ଶ୍ରୀରାମକୁ ନେଇ ଉଭୟ ଦଳ ଭିତରେ ଚାଲିଥିବା ତୁତୁ ମେମେ ଏବେ ଚରମ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *