Posted inଜାତୀୟ

ଏୟାର ଇଣ୍ଡିଆ ବିନିବେଶ ନିଶ୍ଚିତ: ସୂଚନା ଦେଲେ ସରକାର

ନୂଆଦିଲ୍ଲୀ,୩।୭: କ୍ଷତିରେ ଚାଲୁଥିବା ଏଆର ଇଣ୍ଡିଆର ବିନିବେଶ ନିଶ୍ଚିତ। ଏନେଇ ସରକାରଙ୍କ ପକ୍ଷରୁ ରାଜ୍ୟ ସଭାରେ ଦିଆଯାଇଥିବା ଏକ ପ୍ରଶ୍ନର ଉତ୍ତରରୁ ଜଣାପଡ଼ିଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀ କହିଛନ୍ତି ଯେ, ଏୟାର ଇଣ୍ଡିଆକୁ ଏବେ ଚଳାଇବା ଅସମ୍ଭବ। ପ୍ରତିଦିନ ଏଥିରେ ୧୫ କୋଟି ଟଙ୍କାର କ୍ଷତି ହେଉଛି। ଏହା ସହିତ ଏୟାର ଇଣ୍ଡିଆରେ ୨୦ଟି ବିମାନ କମ୍‌ ମଧ୍ୟ ରହିଛି। ଏହାର ସ୍ଥିତିରେ ସୁଧାର ଲାଗି ଏଥିରେ ବିନିବେଶ ଜରୁରୀ ବୋଲି ସେ ସୂଚନା ଦେଇଛନ୍ତି। ସେହିପରି ଚଳିତ ବର୍ଷ ଏୟାର ଇଣ୍ଡିଆକୁ ୯ ହଜାର କୋଟି ଟଙ୍କାର ଋଣ ପରିଶୋଧ କରିବାକୁ ପଡ଼ିବ। ସରକାର ଏହାକୁ ନିଜର ୭୬ ପ୍ରତିଶତ ଅଂଶୀଦାର ଭିତ୍ତିରେ ବିକ୍ରି କରିବା ପାଇଁ ଯୋଜନା କରିଥିବା ହରଦୀପ୍‌ କହିଛନ୍ତି।


All Right Reserved By

ଉତ୍ତରକାଶୀକୁ ରିଲିଫ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଡେରାଡୁନ,୨୧।୮: ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଓ ବାଦଲ ଫାଟିବା ଯୋଗୁ ସହରରେ ବନ୍ୟା ବିତ୍ପାତ ଦେଖାଦେଇଛି। ଫଳରେ ବୁଧବାର ବନ୍ୟା ପୀଡ଼ିତଙ୍କ ପାଇଁ ରିଲିଫ ସାମଗ୍ରୀ...

କାଉଡିଆଙ୍କ ଉପରେ ଫୁଲ ବର୍ଷା କଲେ ପୋଲିସ କର୍ମୀ

ମୁଜାଫରପୁର,୨୭।୭: ଶ୍ରାବଣ ମାସରେ ଶିବଭକ୍ତମାନେ ଶିବଙ୍କୁ ଜଳଲାଗି କରିବାକୁ କାଉଡି ଯାତ୍ରାରେ ବାହାରିଥାଆନ୍ତି। ଚଳିତ ବର୍ଷ ମଧ୍ୟ ଗତବର୍ଷ ପରି ଏହି କାଉଡିଆଙ୍କ ପାଇଁ ସ୍ବତନ୍ତ୍ର...

ସ୍ବାଭାବିକ ବାଟରେ ଉପତ୍ୟକା

ଶ୍ରୀନଗର/ଜମ୍ମୁ,୧୮ା୮(ପି.ଟି.): କଶ୍ମୀର ଉପତ୍ୟକା ସ୍ଥିତି ଧୀରେ ଧୀରେ ସ୍ବାଭାବିକ ହେଉଛି। କେତେକ ଅଞ୍ଚଳରେ ଜନସାଧାରଣଙ୍କ ଚଳପ୍ରଚଳ ଉପରେ ରହିଥିବା କଟକଣାକୁ ଶନିବାର କୋହଳ କରିଦିଆଯାଇଛି। ଏଥିସହିତ...

ମୋଦିଙ୍କ ନେତୃତ୍ୱରେ ଦେଶର ଦ୍ରୁତ ବିକାଶ ଜାରି ରହିଛି: ଅମିତ ଶାହ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗୁରୁବାର ଦେଶବାସୀଙ୍କୁ ଟୁଇଟ୍‌ କରି ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

କଂଗ୍ରେସ ସହ ମେଣ୍ଟକୁ ନା କହିଲେ ପାଓ୍ବାର

ମୁମ୍ବାଇ, ୨।୬: : କଂଗ୍ରେସ ସହ ଏନସିପି ମେଣ୍ଟ କରିବ ନାହିଁ ବୋଲି ଏନସିପି ଅଧ୍ୟକ୍ଷ ଶରଦ ପାୱାର କହିଛନ୍ତି। ଏନସିପିର ନିଜସ୍ବ ଏକ ସ୍ବତନ୍ତ୍ର...

ଜୁଲାଇ ୧ ପରେ ଅଯୋଧ୍ୟା, ରାଫାଲ ମାମଲାର ସୁପ୍ରିମ୍‌କୋର୍ଟରେ ହେବ ବିଚାର

ନୂଆଦିଲ୍ଲୀ,୨୯।୬: ଜୁଲାଇ ୧ ପରେ ଅଯୋଧ୍ୟା, ରାଫାଲ ସମେତ ଅନ୍ୟ କେତେକ ଗୁରୁତ୍ୱପୂର୍ଣ ମାମଲାର ବିଚାର ସୁପ୍ରିମ୍‌କୋର୍ଟରେ ହେବ। ୬ ସପ୍ତାହ ଗ୍ରୀଷ୍ମ ଅବକାଶ ପରେ...

ରଥଟାଣି ପୁଣି ବିବାଦରେ ନୁସରତ

କୋଲକାତା,୪।୭: ଅଭିନେତ୍ରୀରୁ ଏମ୍‌ପି ହୋଇଥିବା ନୁସରତ ଜହାଁ ଏବେ ପୁଣି ଆସିଛନ୍ତି ଚର୍ଚ୍ଚାକୁ। ଗୁରୁବାର ଶ୍ରୀଗୁଣ୍ଡିଚା ଅବସରରେ ସେ କୋଲକତାରେ ଆୟୋଜିତ ରଥଯାତ୍ରା ଉତ୍ସବରେ ମୁଖ୍ୟ...

ପେଶା ଶିକ୍ଷକତା: ନିଶା ପ୍ରତିଦିନ ଗଛ ଲଗାଇବା

ଜୟପୁର,୨୧।୭: ପରିବେଶ ସୁରକ୍ଷା ପ୍ରତି ଜଣେ ଶିକ୍ଷକ ଗତ ୯ ବର୍ଷ ଧରି ପ୍ରତିଦିନ ଗୋଟିଏ ଗଛ ଲଗାଇବା ଜାରି ରଖିଛନ୍ତି। ୨୦୧୦ ଜୁଲାଇ ୧ରୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *