ଥମୁନି ସଂକ୍ରମଣ: ରାଜଧାନୀରୁ ଆଜି ଚିହ୍ନଟ ହେଲେ ୩୪୯ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜଧାନୀରେ ଥମିବାର ନାଁ ନେଉନାହିଁ କରୋନା ସଂକ୍ରମଣ। ଗୁରୁବାର ସହରରୁ ପୁଣି ୩୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୮୯୩କୁ ବୃଦ୍ଧି ପାଇଛି। ସେଥିରୁ ୧୬୧୧୯ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୬୮୩ ଆକ୍ଟିଭ୍‌ କେସ୍‌ ରହିଛି। ଏହାଛଡ଼ା ୭୬ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୨୦ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୨୨୯ଜଣ ଲୋକାଲ କେସ୍‌ ରହିଛି। ଏତଦ୍‌ବ୍ୟତିତ ୩୭୩ ସୁସ୍ଥ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ…

ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫…

ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍‌ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର

ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ…

୩ ମନ୍ତ୍ରୀଙ୍କୁ ବନ୍ୟା ମୁକାବିଲା ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭ (ସୁନିତ୍‌ ମିଶ୍ର): ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ସରକାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟି ହୋଇଥିବା…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କୂଳ ଲଙ୍ଘୁଛି କେନାଲ: ସତ ହେଲା ଆଶଙ୍କା

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟ ପାଇଁ କରାଯାଇଥିବା କାର୍ଯ୍ୟ)ନିର୍ମାଣରେ ହୋଇଥିବା ଅନିୟମିତତା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri