ଭୋଟ ଦେଉଛି ଓଡ଼ିଶା: ଅପରାହ୍ନ ୧ଟା ସୁଦ୍ଧା ୩୫.୬୯% ଭୋଟିଂ ରେକର୍ଡ

ଭୁବନେଶ୍ୱର,୨୫।୫: ରାଜ୍ୟରେ ଲୋକ ସଭା ଏବଂ ବିଧାନସଭା ଲାଗି ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି। ଶନିବାର ଅପରାହ୍ନ ୧ଟା ସୁଦ୍ଧା ରାଜ୍ୟରେ ୩୫.୬୯% ମତଦାନ ହୋଇଛି। ଅନୁଗୋଳରେ ୩୬.୩୬% ଭୋଟିଂ ହୋଇଥିବାବେଳେ କଟକରେ ୩୩.୩୩ % ମତଦାନ ହୋଇଛି । ସେହିଭଳି ଦେବଗଡରେ ସର୍ବାଧିକ ୪୧ % ଓ ଢେଙ୍କାନାଳରେ ୩୫.୬୯ % ଭୋଟିଂ ହୋଇଛି । କେନ୍ଦୁଝରରେ ୩୫.୫୯ %, ଖୋର୍ଦ୍ଧାରେ ୩୩.୫୫ %, ମୟୂରଭଞ୍ଜରେ ୩୫.୯୧ %, ନୟାଗଡରେ ୩୭.୬୯ %, ପୁରୀରେ ୩୭.୯୬ %, ସମ୍ବଲପୁର-୩୮.୨୮ % ଭୋଟିଂ ହୋଇଥିବା ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମିଶନ ଶକ୍ତି ଜାରି ରହିବ ନା ବନ୍ଦ ହୋଇଯିବ? ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୬: ମିଶନ ଶକ୍ତି ବିଭାଗର ଅଧିକାରୀଙ୍କ ସହ ସୋମବାର ଆଲୋଚନା ପରେ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡା।...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୧୭।୬: ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି...

ପାଣିପାଗ ବିଭାଗର ସୂଚନା, ଆଗାମୀ ୫ ଦିନ ଯାଏଁ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ଼୍ବର, ୧୭।୬: ଓଡ଼ିଶାର ଉପକୂଳ ଅଞ୍ଚଳରେ ଆହୁରି ୩ରୁ ୪ ଦିନ ତାତି ଅନୁଭୂତ ହେବ । ସମ୍ପୂର୍ଣ୍ଣ ଓଡ଼ିଶାରେ ମୌସୁମୀ ଅଗ୍ରସର ହେବାକୁ ଆହୁରି...

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ: ‘କିଷାନ ସମ୍ମାନ ନିଧି ଯୋଜନା’ର କିସ୍ତି ଟଙ୍କା ବଣ୍ଟନ ଉତ୍ସବରେ ଦେବେ ଯୋଗ

ବରଗଡ଼,୧୭ା୬(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଟଙ୍କା ବଣ୍ଟନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହେବ। ଏହି କ୍ରମରେ ବରଗଡ଼ରେ ହେବାକୁ...

ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭।୬: ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଶଙ୍ଖ ଭବନରେ ବସିବ ବୈଠକ, ଚୟନ ହେବେ ବିଧାୟକ ଦଳ ନେତା

ଭୁବନେଶ଼୍ବର, ୧୭।୬: ଆସନ୍ତା ୧୯ ତାରିଖ ଦିନ ବିଜୁ ଜନତା ଦଳର ବିଧାୟକମାନଙ୍କୁ ନେଇ ବୈଠକ ବସିବ । ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ଏହି...

ସ୍କୁଲ ଖୋଲିବ ନା ଘୁଞ୍ଚିବ ଛୁଟି: ଜାଣନ୍ତୁ କେବେ ନିଆଯିବ ନିଷ୍ପତ୍ତି

ଭୁବନେଶ୍ୱର, ୧୭।୬: ରାଜ୍ୟରେ ଏବେ ଅସମ୍ଭାଳ ତାତି ଅନୁଭୂତ ହେଉଛି। ଓଡ଼ିଶାକୁ ଏଥର ଆଗଆ ମୌସୁମୀ ପ୍ରବେଶ କରିଥିଲେ ହେଁ ବର୍ଷା ଟିକେ ହେଉନାହିଁ। ସକାଳ...

ଜୁନ୍‌ ୧୮ରେ କୃଷକଙ୍କ ଖାତାକୁ ଆସିବ ଟଙ୍କା: କେଉଁ ଜିଲାରେ କେଉଁ ମନ୍ତ୍ରୀ ଉପସ୍ଥିତ ରହିବେ ଆସିଲା ଲିଷ୍ଟ

ଭୁବନେଶ୍ୱର,୧୭।୬: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୧୮ ଜୁନରେ ଉତ୍ତରପ୍ରଦେଶର ବାରାଣସୀରୁ ବଣ୍ଟନ କରାଯିବ। ୧୭ତମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri