ଟୁରିଷ୍ଟ ବସ୍‌ ଦୁର୍ଘଟଣାଗ୍ରସ୍ତ: ୩୫ ମୃତ

ହରାରେ,୧୫।୪: ଜିମ୍ବାଓ୍ବେର ଚିପିଙ୍ଗେ ଜିଲାରେ ଏକ ଟୁରିଷ୍ଟ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୩୫ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି।

ବସ୍‌ଟି ୧୦୬ ଜଣ ଯାତ୍ରୀଙ୍କୁ ଧରି ଜିମ୍ବାଓ୍ବେର ପୂର୍ବାଞ୍ଚଳ ଧାର୍ମୀକ ସ୍ଥଳ ଭ୍ରମଣରେ ଯାଉଥିବା ବେଳେ ଦୁର୍ଘଟଣା ହୋଇଥିବା ଆସିଷ୍ଟାଣ୍ଡ ପୋଲିସ କମିଶନର ପାଉଲ ନ୍ୟାଥି କହିଛନ୍ତି। ଦୁର୍ଘଟଣାରେ ୭୧ ଜଣ ଆହତ ହୋଇଛନ୍ତି। ଜିମ୍ବାଓ୍ବେର ରାସ୍ତାଗୁଡ଼ିକ ଖରାପ ଅବସ୍ଥାରେ ଥିବାବେଳେ ଇଷ୍ଟର ପିରିୟଡ୍‌ ସମୟରେ ରାସ୍ତାସବୁ ଗହଳି ହେଉଥିବା କାରଣରୁ ପ୍ରାୟ ସମୟରେ ସଡ଼କ ଦୁର୍ଘଟଣା ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri