Posted inଜାତୀୟ

ଦିଲ୍ଲୀ, ପଞ୍ଜାବର ୩୫ ସ୍ଥାନରେ ଇଡି ଚଢ଼ାଉ

ନୂଆଦିଲ୍ଲୀ,୮ା୧୦: ଦିଲ୍ଲୀ ଅବକାରୀ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଦିଲ୍ଲୀ-ଏନ୍‌ସିଆର୍‌, ପଞ୍ଜାବ ଏବଂ ହରିୟାଣାର ୩୫ଟି ସ୍ଥାନରେ ଚଢ଼ାଉ କରିଛି। ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ବିରୋଧରେ ପ୍ରମାଣ ଖୋଜି ବାହାର କରିବା ଲାଗି ୩୦୦ରୁ ଅଧିକ ସିବିଆଇ ଏବଂ ଇଡି ଅଧିକାରୀ ୨୪ ଘଣ୍ଟା କାର୍ଯ୍ୟ କରୁଛନ୍ତି। ହେଲେ ସେମାନେ କୌଣସି ଭୁଲ୍‌ ବାହାର କରିପାରି ନ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଟୁଇଟ୍‌ କରିଛନ୍ତି। ସେମାନଙ୍କ କୁତ୍ସିତ ରାଜନୀତି ଲାଗି ଏତେସଂଖ୍ୟାରେ ଅଫିସରଙ୍କ ସମୟ ବରବାଦ କରାଯାଉଛି। ଦେଶ ଆଗେଇବ କିପରି ବୋଲି କେଜ୍‌ରିଓ୍ବାଲ ପ୍ରଶ୍ନ କରିଛନ୍ତି। ଦିଲ୍ଲୀ ଅବକାରୀ ନୀତି ୨୦୨୧-୨୨ ଗତବର୍ଷ ନଭେମ୍ବର ୧୭ରେ କାର୍ଯ୍ୟକାରୀ ହୋଇଥିଲା। ଏହା ଉପରେ ସିବିଆଇ ତଦନ୍ତ ପରେ ଚଳିତ ବର୍ଷ ଜୁଲାଇରେ କେଜ୍‌ରିଓ୍ବାଲ ସରକାର ଏହାକୁ ରଦ୍ଦ କରିଦେଇଥିଲେ। ଅବକାରୀ ନୀତି କାର୍ଯ୍ୟକାରିତାରେ ଅନିୟମିତତା ହୋଇଥିବା ଅଭିଯୋଗ ଉପରେ ଉପରାଜ୍ୟପାଳ ସିବିଆଇ ତଦନ୍ତ ଲାଗି ସୁପାରିସ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri